ବିଜେଡି -ଭାଜପା ମେଣ୍ଟ ପ୍ରସଙ୍ଗ ଉପରେ ଏଭଳି ବୟାନ ଦେଲେ ପ୍ରଦୀପ୍ତ ନାଏକ, ବଢୁଛି…
ଭୁବନେଶ୍ୱର,୧୯।୩: ବିଜେଡି -ଭାଜପା ମେଣ୍ଟକୁ ନେଇ ଚିତ୍ର ସ୍ପଷ୍ଟ ହୋଉନାହିଁ। ଯାହାକୁ ନେଇ ଦ୍ୱନ୍ଦ ଜାରି ରହିଛି। ଏହି ସମୟରେ ମେଣ୍ଟ ଚର୍ଚ୍ଚା ପ୍ରସଙ୍ଗରେ ଭାଜପା ବିଧାୟକ ପ୍ରଦୀପ୍ତ ନାଏକ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମେଣ୍ଟ ନିଷ୍ପତ୍ତି ରାଜ୍ୟ ୟୁନିଟ୍…
ଚା’ ଖଟିରେ ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ: କର୍ମୀଙ୍କ ସହ ପିଇଲେ ଚା’
ଭୁବନେଶ୍ୱର,୧୯।୩: ଓଡ଼ିଶାରେ ପହଞ୍ଚିଛନ୍ତି ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା। ସ୍ବତନ୍ତ୍ର ହେଲିକପ୍ଟରରେ ଆସି ସେ ନବରଙ୍ଗପୁରର ଉମରକୋଟରେ ପହଞ୍ଚିଛନ୍ତି। ବିଜୟ। ଉମରକୋଟ ବିଜୁ ପଟ୍ଟନାୟକ ପାର୍କରେ ପହଞ୍ଚିବା ପରେ ଏକ ଶୋଭାଯାତ୍ରାରେ ସେ ଉମରକୋଟ ସହର ପରିକ୍ରମା କରିଥିଲେ । ଏକ…
ପରୀକ୍ଷା ଦେବାକୁ ଯାଉଥିଲେ ୨ ଛାତ୍ର: ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ
ପାପଡ଼ାହାଣ୍ଡି,୧୯।୩(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି-ନବରଙ୍ଗପୁର ରାସ୍ତା ମୃଗବିହାର ନିକଟରେ ମଙ୍ଗଳବାର ଏକ ଗାଡ଼ି ଧକ୍କାରେ ଜଣେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣକ ହେଲେ ନବରଙ୍ଗପୁର କେନ୍ଦ୍ରୀୟ ବିଦ୍ୟାଳୟର ଜି. ଈଶ୍ୱର ରାଓ। ମିଳିଥିବା ସୂଚନା…
ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ
ପୁରୀ,୧୯।୩: ଶ୍ରୀମନ୍ଦିରରେ ଦୋଳ ପୂର୍ଣ୍ଣିମା ପାଇଁ ଛତିଶା ନିଯୋଗ ବୈଠକରେ ନୀତିକାନ୍ତି ଚୂଡାନ୍ତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଆସନ୍ତା ୨୪ରେ ମେଣ୍ଡାପୋଡ଼ି ଏବଂ ୨୫ରେ ଦୋଳ ପୂର୍ଣ୍ଣିମା ଥିବାରୁ…
ପୁଣି ଦିଲ୍ଲୀରେ ବୈଠକ: ମେଣ୍ଟ ଦ୍ୱନ୍ଦ ଭିତରେ ଆସିବ କି ପ୍ରାର୍ଥୀ ତାଲିକା
ଭୁବନେଶ୍ୱର,୧୯।୩: ଦିଲ୍ଲୀରେ ମଙ୍ଗଳବାର ପୁଣି ବୈଠକ ବସିବ। ଏ ନେଇ ଫୋକସ୍ରେ ରହିଛି ଓଡ଼ିଶା । ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକସଭା ପ୍ରାର୍ଥୀ ଚୟନ ପାଇଁ କସରତ ଜାରି ରହିଛି। ସୋମବାର ବିଳମ୍ବିତ ରାତିଯାଏ କୋର୍ କମିଟି ବୈଠକ ବସିଥିଲା।…
ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ନିୟମରେ ପରିବର୍ତ୍ତନ…
ଭୁବନେଶ୍ୱର,୧୯।୩: ଆଗମୀ ଦିନରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଏବେଠୁ ପ୍ରସ୍ତୁତ ହୁଅ । ସ୍କୁଲ ସମୟ ସାରଣୀରେ ପରିବର୍ତ୍ତନ କର । ଏପରି ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ…
ପ୍ରାର୍ଥୀଙ୍କୁ ଛାଡ଼ିନାହିଁ ମେଣ୍ଟଭୟ: ପ୍ରଚାର ଛାଡ଼ି ରାଜଧାନୀରେ ଆଶାୟୀ
କେନ୍ଦୁଝର,୧୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାରେ ବିଜେଡି ଓ ଭାଜପା ଦଳର ଆଶାୟୀ ପ୍ରାର୍ଥୀଙ୍କ ମେଣ୍ଟଭୟ ଛାଡ଼ିନାହିଁ। ମେଣ୍ଟ ହେଲେ କେଉଁ ସିଟ୍ କେଉଁ ଦଳ ଭାଗରେ ପଡ଼ିବ ସେ ଭୟକୁ ନେଇ ବଡ଼ ବଡ଼ ନେତା ଚିନ୍ତାରେ ରହିଥିବା ବେଳେ ମେଣ୍ଟ…
ଅମାନିଆଙ୍କ ପାଇଁ ଟ୍ରାଫିକ ପୋଲିସର କଡ଼ା ନିୟମ: ରେଡ୍ ସିଗ୍ନାଲ ଭାଙ୍ଗିଲେ…
ଭୁବନେଶ୍ୱର,୧୯।୩: ରାଜଧାନୀରେ ଟ୍ରାଫିକ ସିଗନାଲ ଭାଙ୍ଗିଲେ ତଣ୍ଡ ଗଣିବେ ଗାଡି ଚାଳକ। ଏଥିସହିତ ଡ୍ରାଇଭିଂ ଲାଇସେନ୍ସ ବାତିଲ ହେବାର ବି ଭୟ ରହିଛି। ଟ୍ରାଫିକ ସିଗନାଲ ଭାଙ୍ଗୁଥିବା ଅମାନିଆଙ୍କ ପାଇଁ ଭୁବନେଶ୍ୱର ଟ୍ରାଫିକ ପୋଲିସ କଡ଼ା ନିୟମ କରିଛି। ରାଜଧାନୀରେ ଟ୍ରାଫିକ…
ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍: ଦିଲ୍ଲୀରେ ଚାଲିଛି କସରତ
ନୂଆଦିଲ୍ଲୀ/ଭୁବନେଶ୍ୱର.୧୯।୩: ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଭାଜପା କୋର କମିଟି ବୈଠକ ଚାଲିଛି। ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକ ସଭା ପ୍ରାର୍ଥୀ ଚୟନ ପାଇଁ ଏହି ବୈଠକରେ ଆଲୋଚନା ଚାଲିଛି। ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍ ସେନେଇ ଚାଲିଛି…
ମୋ ଅଭିଧାନରେ ନାହିଁ ଶବ୍ଦ ବିଲୁପ୍ତ
ଜୀବନ ପାଇଁ ଖାଦ୍ୟ, ବସ୍ତ୍ର ଓ ବାସଗୃହ ନିତାନ୍ତ ଆବଶ୍ୟକ। ଏହାକୁ ଆଧାର କରି ସେ ବାସଗୃହ ନିର୍ମାଣ ଓ ବ୍ୟବସାୟ କ୍ଷେତ୍ରରେ ପାଦ ଥାପିଥିଲେ। କିନ୍ତୁ ଏକ ପରିପୁଷ୍ଟ ଜୀବନ ପାଇଁ ଶିକ୍ଷା ଅପରିହାର୍ଯ୍ୟ। ଏହାଛଡ଼ା ଶିକ୍ଷା ବ୍ୟତିରେକେ ମଣିଷ…
ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା: ତୃତୀୟ ସ୍ଥାନରେ ଓଡ଼ିଆ ଅଫିସର ମନ୍ଦାକିନୀ
ଭୁବନେଶ୍ୱର, ୧୯।୩ (ବନ୍ଦନା ସେଠୀ): ଚତୁର୍ଥ ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା ଉତ୍ତର ପ୍ରଦେଶର ଆମ୍ରୋହାଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶର ପ୍ରାୟ ୫ଶହ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ତେବେ ପ୍ରତିଯୋଗିତାରେ ବରିଷ୍ଠ ‘କ’ ବିଭାଗ (୨୮ରୁ ୩୫ବର୍ଷ) ବର୍ଗରେ ଓଡ଼ିଆ…
ଆଦିବାସୀଙ୍କ ବିକାଶକୁ ପ୍ରାଥମିକତା ଦେଇଛୁ: ବିଜେଡି
ଭୁବନେଶ୍ୱର,୧୯ା୩(ଅନିଲଦାସ):ଆଦିବାସୀ ସମ୍ପ୍ରଦାୟ ଓଡ଼ିଶା ରାଜ୍ୟ ଜନସଂଖ୍ୟାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେମାନେ ଅନନ୍ୟ ସଂସ୍କୃତି, ଜୀବନଶୈଳୀର ପ୍ରତିନିଧିତ୍ୱ କରନ୍ତି। ଉଦ୍ଭିଦର ଔଷଧୀୟ ଦିଗ ସମେତ ଜଙ୍ଗଲ ଏବଂ ବନଜାତ ଦ୍ରବ୍ୟ ବିଷୟରେ ଅନେକ ପ୍ରକାରର ଅନନ୍ୟ ଜ୍ଞାନର ଭଣ୍ଡାର ଅଟନ୍ତି ବୋଲି…
Archives


