ରାଜ୍ୟ

ଜଗନ୍ନାଥ ମନ୍ଦିରରେ ବିଭ୍ରାଟ, ସେବାୟତଙ୍କ ବିବାଦ ପାଇଁ ଲାଗିପାରିଲାନି ପତିତପାବନ ବାନା

ପୁରୀ, ୧୨।୦୭: ପୁରୀରେ ରଥଯାତ୍ରା ଚାଲିଥିବା ବେଳେ ଗୋଟିଏ ପରେ ଗୋଟିଏ ବିଭ୍ରାଟ ସାମ୍ନାକୁ ଆସୁଛି । ନିକଟରେ ପହଣ୍ଡି ବେଳେ ବଳଭଦ୍ରଙ୍କ ବିଗ୍ରହ ରଥରୁ ଖସି ତଳକୁ ମୁହଁ ମାଡ଼ି ପଡ଼ିଯିବା ପରେ ବିବାଦ ସୃଷ୍ଟି ହୋଇଥିଲା । କେଉଁ…

‘ଦରଦାମ ନିୟନ୍ତ୍ରଣ କରିବାରେ ଡବଲ ଇଞ୍ଜିନ ସରକାର ବିଫଳ’

ବାରିପଦା,୧୨ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟରେ ଖାଉଟି ସାମଗ୍ରୀର ଅହେତୁକ ଦରଦାମ ବୃଦ୍ଧିକୁ ବିରୋଧ କରି ଭାରତ ଟ୍ରେଡ୍‌ ୟୁନିୟନ (ସିଆଇଟିୟୁ)ର ମୟୁରଭଞ୍ଜ ଜିଲା କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏନେଇ ୧୫ ଦଫା ସମ୍ବଳିତ ଦାବିପତ୍ର…

ରତ୍ନଭଣ୍ଡାରକୁ ନେଇ ବିଜୟଙ୍କ ବୟାନ ପରେ ପାଲଟା ଆକ୍ରମଣ କଲା ଭାଜପା, କହିଲା ବାଟବଣା ହୋଇଛ…

ଭୁବନେଶ୍ୱର,୧୨।୭: ରତ୍ନଭଣ୍ଡାରକୁ ନେଇ ବିଜୟ ମହାପାତ୍ରଙ୍କ ବୟାନ ରଖିବା ପରେ ତାଙ୍କୁ ବଡ଼ା ଟାର୍ଗେଟ କରିଛି ଭାରତୀୟ ଜନତା ପାର୍ଟି। ଭାଜପା କହିଛି, ମାସକର ସରକାରଙ୍କୁ ବିଜୟ ସମାଲୋଚନା କରିବା ଦୁର୍ଭାଗ୍ୟ ଜନକ। ଭାଜପା ସରକାର ବାଟବଣା ହୋଇନି ନିଜେ ବିଜୟ…

ବିଜେଡି ପରେ ଭାଜପାକୁ ସମର୍ଥନ କଲେ ଆଶୀର୍ବାଦ ବେହେରା: କହିଲେ ଏମିତି

ଭୁବନେଶ୍ୱର,୧୨।୭: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନର ପୂର୍ବତନ ସଭାପତି ଆଶୀର୍ବାଦ ବେହେରା ତାଙ୍କ ପକ୍ଷ ବଦଳାଇଛନ୍ତି। ପୂର୍ବରୁ ସେ ବିଜେଡିକୁ ସମର୍ଥନ କରୁଥିଲେ ଏବେ ଭାଜପାକୁ ସମର୍ଥନ କରିବେ ବୋଲି କହିଛନ୍ତି । ଆଗକୁ ଓସିଏରେ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ପ୍ରବେଶ ନେଇ…

ଜନ୍ମବେଦୀରେ ସରି ଆସୁଛି ମହାବାହୁଙ୍କ ଲୀଳାଖେଳା: ଦକ୍ଷିଣ ମୋଡ଼ ନେଲା ୩ ରଥ

ପୁରୀ,୧୨ା୭: ମହାପ୍ରଭୁଙ୍କ ଜନ୍ମବେଦୀରେ ସରି ଆସୁଛି ଲୀଳାଖେଳା। ଶ୍ରୀମନ୍ଦିର ବାହୁଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆଜ୍ଞାମାଳ ବିଜେ ପରେ ଶୁକ୍ରବାର ୩ ରଥର ଦକ୍ଷିଣ ମୋଡ଼ କରାଯାଉଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ ସକାଳ ଧୂପ ସମ୍ପନ୍ନ ହେବା ପରେ ତିନିବାଡ଼ରୁ ଆଜ୍ଞାମାଳ…

ରତ୍ନଭଣ୍ଡାରରେ ଅଛି କି ସାପ?: ଜାଣନ୍ତୁ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ କାହିଁକି କରାଯିବ ଲୋକନାଥଙ୍କ ପୂଜାର୍ଚ୍ଚନା

ଭୁବନେଶ୍ୱର,୧୨।୭: ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ପ୍ରଥମେ ଏକ ବୈଠକ ବସିବ।ପରେ କମିଟି ସଦସ୍ୟ ଭିତରକୁ ଯିବେ ।ମାତ୍ର ଏହା ପୂର୍ବରୁ ଲୋକନାଥଙ୍କ ପୂଜା କରାଯିବ । ରତ୍ନଭଣ୍ଡାର ଅଳଙ୍କାର ଲୋକନାଥ ଜଗିଥିବା ବେଳେ ସେଠାରୁ ସାପଙ୍କ ଗର୍ଜନ ଆସୁଥିବା…

ପ୍ରାକ ବଜେଟ ବୈଠକ ପରେ ମୁଖ୍ୟମନ୍ତ୍ରୀ ରଖିଲେ ପ୍ରତିକ୍ରିୟା, କହିଲେ ଆଗାମୀ ବଜେଟରେ…

ଭୁବନେଶ୍ୱର,୧୨।୭: ପ୍ରାକ ବଜେଟ ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବଜେଟ ପାଇଁ ଲୋକଙ୍କ ମତାମତ ଲୋଡ଼ା ଯାଇଥିଲା। ବିଭିନ୍ନ ବର୍ଗର ଲୋକେ ନିଜ ନିଜର ମତାମତ ଦେଇଛନ୍ତି। ୨୬ଜଣ ମୂଲ୍ୟବାନ ପ୍ରସ୍ତାବ ଦେଇଛନ୍ତି। ସମସ୍ତଙ୍କ…

ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ

ବାଲୁଗାଁ,୧୨।୭: ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସମ୍ପତ୍ତିକୁ ନେଇ ବଡ଼ ପୁଅ ସହ ଦୀର୍ଘ ଦିନରୁ…

ବରଣମାଳା ଦେବାକୁ ମନ୍ଦିର ଯାଉଥିଲେ ପ୍ରେମୀଯୁଗଳ, ବାଟରେ ପ୍ରେମିକାଙ୍କୁ…

ଭୋଗରାଇ,୧୨ା୭(ପ୍ରଦୀପ ଦାସ): ମନ୍ଦିରରେ ବରଣମାଳା ଦେଇ ବିବାହ କରିବାକୁ ଆସୁଥିଲେ ପ୍ରେମୀଯୁଗଳ। ମାତ୍ର ନିୟତିର ନିୟମ ଥିଲା ଅଲଗା। ବସ୍‌ ପଛରେ ସ୍କୁଟିଟି ପିଟି ହୋଇଯିବାରୁ ଛିଟିକି ପଡ଼ିଥିଲେ ପ୍ରେମୀଯୁଗଳ। ପ୍ରେମିକାଙ୍କ ମୁଣ୍ଡ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରାକ୍ଟରରେ…

୧୯ ଯାଏ ବର୍ଷିବ: ଆସନ୍ତାକାଲି ପାଇଁ ୮ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୭: ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି।ତେବେ ଆସନ୍ତାକାଲି ପାଇଁ ପାଣିପାଗ କେନ୍ଦ୍ର ୮ ଜିଲାକୁ ୟେଲୋ ୱାର୍ନିଂ ଜାରି କରିଛି। ସେହିଗୁଡିକ…

‘ଓସିଏରୁ ଇସ୍ତଫା ଦେଇ ଦିଅନ୍ତୁ ବବି ଦାସ’

ଭୁବନେଶ୍ୱର,୧୨।୭: ଓସିଏରୁ ପ୍ରଣବ ପ୍ରକାଶ ଦାସ(ବବି) ଇସ୍ତଫା ଦେଇ ଦିଅନ୍ତୁ। ଏଭଳି ଦାବି କରିଛନ୍ତି ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ସଭାପତି ସମୀର ଦେ। ସେ କହିଛନ୍ତି, ଓସିଏ ସଭାପତି ପଦରୁ ବବି ଦାସ ଇସ୍ତଫା ଦେବା ଉଚିତ୍‌। ଓସିଏ କିମ୍ବା…

ଏହିମାନେ ବିଜେଡିକୁ ହରାଇଛନ୍ତି, ବରିଷ୍ଠ ନେତା ନୃସିଂହ ସାହୁ ବିସ୍ଫୋରକ ବୟାନ

ଭୁବନେଶ୍ୱର,୧୨।୭: ବିଜେଡି ପରାଜୟକୁ ନେଇ ବରିଷ୍ଠ ନେତା ନୃସିଂହ ସାହୁ ବିସ୍ଫୋରକ ବୟାନ ଦେଇଛନ୍ତି। ବିଜେଡି ପରାଜୟକୁ ନେଇ ସେ କହିଛନ୍ତି, ବିଜେଡି ହିଁ ବିଜେଡିକୁ ହରାଇଛି। ବିଭିନ୍ନ ଜାଗାରେ ମୂଷା ରହିଥିଲେ, ସେଥିପାଇଁ ହାରିଲୁ। ସେ ଆହୁରି କହିଛନ୍ତି, ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?