ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା
ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍ଚାର୍ଜ ଦିଲୀପ ପାତ୍ରଙ୍କୁ ମାଡ଼ ମାରିଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଜଳେଶ୍ୱର ଥାନା ଚକହରି ଗ୍ରାମର ଉମେଶ…
ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ
ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। କଂଗ୍ରେସ ନେତା ଜୟଦେବ ନିଜ ଗାଁ ହାଟଡିହୀ ବ୍ଲକ ଶଙ୍ଖଣାଠାରୁ ଶତାଧିକ…
ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା
ଭୁବନେଶ୍ୱର,୩।୫: ବଲାଙ୍ଗିର ଜିଲା ଖର୍ଲିକାନୀ ଗାଁର ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା। ଶୁକ୍ରବାର ସକାଳେ ଖର୍ଲିକାନ ଗାଁର ରାସ୍ତା କଡରେ ଛୁଆ କାନ୍ଦିବାର ଶୁଣାଯାଇଥିଲା। ରାସ୍ତାରେ ଯିବା ଆସିବା କରୁଥିବା ସ୍ଥାନୀୟ ଲୋକେ ଛୁଆର କାନ୍ଦ ଶୁଣି ଅଟକି ଯାଇଥିଲେ।…
ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା
ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣ ରହିଛନ୍ତି। ଦଳର ଷ୍ଟାର ପ୍ରଚାରକମାନେ…
ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ
ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ସ୍ତ୍ରୀ ଶୁଭ୍ରଜ୍ୟୋତି ଦାସ ନାୟକ। ଆଜି ସେ ନିଜର ସହକର୍ମୀଙ୍କୁ ଧରି…
ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର
ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍ ଟୁ ବ୍ୟାକ୍ ଓଡିଶା ଆସୁଛନ୍ତି। ଏହାରି ଭିତରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
୨୪ ଘଣ୍ଟାର ବ୍ରେକ୍ ପରେ ରାଜଧାନୀରେ ୪୦ ଡେଇଁଲା ତାତି
ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡାରେ ୪୨.୧…
କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼, ମହିଳାଙ୍କୁ ମାସିକ ମିଳିବ ୮,୫୦୦ ଟଙ୍କା: ଓଡ଼ିଶାରେ ରାହୁଲଙ୍କ ୫ ଗ୍ୟାରେଣ୍ଟି
ଭୁବନେଶ୍ୱର,୩।୫: ଶୁକ୍ରବାର ରାୟଗଡ଼ା ସମାବେଶକୁ ଭର୍ଚୁଆଲ ମୋଡରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଜନସଭାରେ ଓଡ଼ିଶାବାସୀଙ୍କୁ ୫ ଗ୍ୟାରେଣ୍ଟି କଥା କହିଛନ୍ତି। କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼ ହେବ। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରାଯିବ…
ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି
ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳର ବିଧାୟିକା ପ୍ରାର୍ଥିନୀ ସୂର୍ଯ୍ୟମଣି ବୈଦ୍ୟ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଧାୟିକା ପ୍ରାର୍ଥତ୍ନୀ ସୂର୍ଯ୍ୟମଣି…
ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବେ ଖାରବେଳ, କଲେ ଘୋଷଣା
ଭୁବନେଶ୍ୱର,୩।୫: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ସ୍ବାଧୀନ ଭାବେ ନିର୍ବାଚନ ଲଢିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ। ବାଲେଶ୍ୱରରୁ ଭାଜପା ଟିକେଟ୍ ପାଇଁ ଖାରବେଳ ଆଶାୟୀ ଥିଲେ। ହେଲେ ବାଲେଶ୍ୱରରୁ ପ୍ରତାପ ଷଡ଼ଙ୍ଗୀଙ୍କୁ ଦଳ ପ୍ରାର୍ଥୀ କରିଛି। ଯାହାକୁ ନେଇ ସେ ଅସନ୍ତୋଷ…
ନାମାଙ୍କନପତ୍ର ଦାଖଲ କଲେ ଦୀପାଳି
ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ ଶୋଭାଯାତ୍ରାରେ ସେ ଝାରସୁଗୁଡ଼ା ଉପଜିଲାାପାଳ ତଥା ରିଟର୍ନିଂ ଅଫିସରଙ୍କ ଠାରେ ନାମାଙ୍କନପତ୍ର ଦାଖଲ କରିଛନ୍ତି।
ଶନିବାର ଓଡ଼ିଶା ଆସିବେ ଜୟଶଙ୍କର
ଭୁବନେଶ୍ୱର,୩।୫: ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫ ଦୁଇଦିନ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହିପରି ୫ରେ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଆସିବେ।…
Archives


