ରାଜ୍ୟ

ହିତାଧିକାରୀଙ୍କୁ ମାସିକ ଭତ୍ତା ୩ହଜାର ଟଙ୍କା ମିଳିବ ନା ନାହିଁ, ଜାଣନ୍ତୁ ….

ଭୁବନେଶ୍ୱର,୧୨।୭: ହିତାଧିକାରୀମାନଙ୍କୁ ପ୍ରତିମାସର ୨୦ତାରିଖ ସୁଦ୍ଧା ମଧୁବାବୁ ପେନସନ ଯୋଜନାରେ ମାସିକ ଭତ୍ତା ଦେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଆଜି ମାସିକ ଭତ୍ତା ବୃଦ୍ଧି ନେଇ ପ୍ରାରମ୍ଭିକ ବିଚାରବିମର୍ଶ ହୋଇପାରେ ବୋଲି ଜଣାପଡିଛି। ନିର୍ବାଚନ ପୂର୍ବରୁ ଭାଜପା…

ଦୁଇ ସାଙ୍ଗଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି

ନୟାଗଡ଼,୧୨ା୭: ଦୁଇ ସାଙ୍ଗଙ୍କ ଉପରେ ଏକ ଅଜଣା ଗାଡ଼ି ମାଡ଼ିଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ନୟାଗଡ଼ ଜିଲା ଦଶପଲ୍ଲା ଥାନା ଡମାହାଣ୍ଡି ଛକ ନିକଟରେ ଶୁକ୍ରବାର ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ମୃତ ଯୁବକ…

୫ ଦିନ ପରେ ମିଳିଲା ଓମ୍‌ ପ୍ରକାଶଙ୍କ ମୃତଦେହ

ଖୋର୍ଦ୍ଧା,୧୨ା୭: ଖୋର୍ଦ୍ଧା ଜିଲାର ତାପଙ୍ଗ ଖଣି ପାଣିରୁ ୫ ଦିନ ଧରି ନିଖୋଜ ଥିବା ଓମ୍‌ ପ୍ରକାଶ ରଥଙ୍କ ମୃତଦେହ ସୋମବାର ମିଳିଛି। ଆଜି ସକାଳେ ପାଣିରେ ମୃତଦେହ ଭାସିଥିଲା। ଅଗ୍ନିଶମ ବାହିନୀ ମୃତଦେହ ଉଦ୍ଧାର କରିଛନ୍ତି। ସୂଚନାଯୋଗ୍ୟ, ସୋମବାର ରିଲ୍ସ…

ଭାଜପାକୁ ଶକ୍ତିଶାଳୀ କରିବାକୁ ଏମିତି ପଦକ୍ଷେପ ନେଲେ ମନମୋହନ

ଭୁବନେଶ୍ୱର/ ବ୍ରହ୍ମପୁର, ୧୨।୭(ସୁନିତ୍‌ ମିଶ୍ର/ନରସିଂହ ସାହୁ):ଭାଜପା ମିଡିଆ ବିଭାଗକୁ ଅଧିକ ଦୃଢ଼ କରିବା ପରିପ୍ରେକ୍ଷୀରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ରାଜ୍ୟ ପ୍ୟାନେଲିଷ୍ଟ ଭାବେ ଟି. ଗୋପୀଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଦଳ ପକ୍ଷରୁ ବୁଧବାର ଏସମ୍ପର୍କରେ ଏକ ପ୍ରେସ୍‌…

ସବୁ ଯଦି ଲୀଳାମୟଙ୍କ ଇଚ୍ଛା ତେବେ ଏତେ ପ୍ରସ୍ତୁତିର ଆବଶ୍ୟକତା କ’ଣ

ଭୁବନେଶ୍ୱର, ୧୨।୭(ସୁନିତ୍‌ ମିଶ୍ର):ପହଣ୍ଡି ସମୟରେ ଚାରମାଳ ଉପରେ ବଳଭଦ୍ର ପଡ଼ିଯିବା ଘଟଣାକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ଏହି ଘଟଣାରେ ବାରମ୍ବାର ଶାସକ ଏବଂ ବିରୋଧୀ ମୁହାଁମୁହିଁ ହେବାରେ ଲାଗିଛନ୍ତି। ବିଜେଡି ଓ କଂଗ୍ରେସ ଏହି ବିଭ୍ରାଟ ଲାଗି ସରକାରକୁ…

୬ ମାସରେ ୩୬ କୋଟିର ଠକେଇ

ଭୁବନେଶ୍ୱର,୧୨ା୭(ସତ୍ୟଜିତ୍‌ ରାଉତ): ବ୍ୟାପକ ସଚେତନତା ସତ୍ତ୍ୱେ ସାଇବର ଠକେଇ ବଢ଼ିବାରେ ଲାଗିଛି। ପୋଲିସ ପାଇଁ ଏହା ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି। ଭୁବନେଶ୍ୱରରେ ଗତ ୬ ମାସରେ ପ୍ରାୟ ୩୬ କୋଟି ଟଙ୍କା ସାଇବର ଠକେଇ ହୋଇଛି। ଗତ ଜାନୁଆରୀରୁ ଜୁନ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଦଳିଲା ଛେନାପୋଡ଼ ତଥ୍ୟ, ଆରିସା ପିଠା ଗାଏବ

ଭୁବନେଶ୍ୱର,୧୨ା୭(ଶର୍ମିଷ୍ଠା ପାଣିଗ୍ରାହୀ): ଖାଦ୍ୟ ଡେଲିଭରି ଆପ୍‌ ଜୋମାଟୋରେ ଛେନାପୋଡ଼ ଓ ଆରିସା ପିଠା ବେଙ୍ଗଲର ବୋଲି ଲେଖାଯାଇଥିଲା। ଏହା ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ରାଜ୍ୟ ବ୍ୟାପୀ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଏନେଇ ଗତ ମଙ୍ଗଳବାର ୯ ତାରିଖ…

ରାଜ୍ୟରେ ୫୦୦ମୁହାଁ ଡେଙ୍ଗୁ

ଭୁବନେଶ୍ୱର,୧୨ା୭(ଅସମାପିକା ସାହୁ): ରାଜ୍ୟରେ ଏବେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମାସକରେ ସଂକ୍ରମିତଙ୍କ ସଂଖ୍ୟା ୨ଗୁଣାରୁ ଅଧିକ ବୃଦ୍ଧି ପାଇଛି। ଗତ ମାସ ୧୦ ତାରିଖରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଳିଥିବା ସୂଚନାରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୩୫ ଥିବାବେଳେ…

ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର,୧୧।୭: ଆଡ଼ପ ପହଣ୍ଡି ଅଘଟଣ ପରେ ରାଜ୍ୟ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପୁରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦବୀରୁ ବୀର ବିକ୍ରମ ଯାଦବଙ୍କୁ ହଟାଇ ଦେଇଛନ୍ତି। ତାଙ୍କ ସ୍ଥାନରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ସଚିବ…

ଭତ୍ତାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୧।୭: ଗରିବ ହିତାଧିକାରୀମାନଙ୍କୁ ପ୍ରତିମାସର ୨୦ତାରିଖ ସୁଦ୍ଧା ମଧୁବାବୁ ପେନସନ ଯୋଜନାରେ ମାସିକ ଭତ୍ତା ଦେବାକୁ ଆଜି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ରାଜ୍ୟର ଭାଜପା ସରକାର ନିଜର ନିର୍ବାଚନୀ ଇସ୍ତାହାରରେ ମାସିକ ସର୍ବନିମ୍ନ ୩ହଜାର ଟଙ୍କା ଭତ୍ତା ଦେବାକୁ…

ବଢିଲା ବବିଙ୍କ ଅଡୁଆ, ନିଜ କର୍ମଚାରୀଙ୍କ ନାଁରେ ଖୋଲିଛନ୍ତି ଅନେକ କମ୍ପାନୀ

ଭୁବନେଶ୍ୱର,୧୧।୭: ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ(ବବି)ଙ୍କ ଅଡୁଆ ବଢିଛି। ଏପଟେ ବବିଙ୍କ ଖାସ ଅନୁଗତ ଥିବା ବିଜେଡିର କିଛି ଯୁବ ଓ ଛାତ୍ର ନେତା ସମେତ ନିଜସ୍ବ କର୍ମଚାରୀଙ୍କ ନାଁରେ ୩୦ରୁ ଅଧିକ କମ୍ପାନୀ ଏବେବି ଆକ୍ଟିଭ ଥିବା ଜଣାପଡିଛି…

ନବୀନଙ୍କ ଚିଠିକୁ ନେଇ ଏଭଳି ଉତ୍ତର ରଖିଲେ ମୋହନ, ଟୁଇଟ୍‌ କରି କହିଲେ…

ଭୁବନେଶ୍ୱର,୧୧।୭: ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ ଏକ ଚିଠି ଲେଖିଥିଲେ। ତେବେ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଚିଠିର ଉତ୍ତର ରଖିଛନ୍ତି। ଆଉ କହିଛନ୍ତି, ଜଗତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?