କର୍ତ୍ତବ୍ୟରେ ଅବହେଳା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଥାନାରେ ଏତଲା
ଭୁବନେଶ୍ୱର,୧୧।୭: ପହଣ୍ଡି ଘଟଣା ପ୍ରସଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭିଭି ଯାଦବଙ୍କ ନାଁରେ ଜନୈକ ଆଇନଜୀବୀ ଏତଲା ଦେଇଛନ୍ତି। କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଭିଯୋଗ କରାଯାଇଛି।…
ପହଣ୍ଡି ଅଘଟଣ: ୧୪ ତାରିଖରେ ଉପବାସ କରିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କଲେ ପ୍ରସାଦ ହରିଚନ୍ଦନ
ଭୁବନେଶ୍ୱର,୧୧।୭: ବଳଭଦ୍ରଙ୍କ ପହଣ୍ଡି ଅଘଟଣକୁ ଦୁଃଖଦ ଏବଂ ଅଭାବନୀୟ କହିଛନ୍ତି ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ। ସେ କହିଛନ୍ତି, ଏଭଳି ଘଟଣା କେବେ ଘଟି ନ ଥିଲା। ଏଥିପାଇଁ ଆମେ ସମସ୍ତେ ଦୋଷୀ କହିଲେ ଭୁଲ ହେବନି । ସେହି…
ପହଣ୍ଡି ଅଘଟଣକୁ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ଇତିହାସରେ କେବେ…
ଭୁବନେଶ୍ୱର,୧୧।୭: ପହଣ୍ଡି ଅଘଟଣକୁ ଦୁଃଖଦ କହିଲେ କଟକ ଏମ୍ପି ଭର୍ତ୍ତୃହରି ମହତାବ। ଭର୍ତ୍ତୃହରି କହିଛନ୍ତି, ଘଟଣାକୁ ହାଲୁକା ଭାବେ ନେବା ଉଚିତ୍ ନୁହେଁ, ଏହା ଅତ୍ୟନ୍ତ ଦୁଃଖଦାୟକ। ଏଭଳି ଘଟଣା ଇତିହାସରେ କେବେ ଦେଖି ନଥିଲୁ। ରଥରେ ଏତେ ଲୋକ କାହିଁକି…
ବରିଷ୍ଠ ଆଇପିଏସ ଅଫିସର ଆଶିଷ ସିଂଙ୍କ ବଦଳି, ମିଳିଲା ବଡ଼ ଦାୟିତ୍ୱ
ଭୁବନେଶ୍ୱର,୧୧।୭: ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଆଇଜି ଆଶିଷ ସିଂଙ୍କୁ ବଦଳି କରାଯାଇଛି। ତାଙ୍କୁ ଗୃହ ବିଭାଗ ଓଏସ୍ଡି ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଏହା ପୂର୍ବରୁ ଆଶିଷଙ୍କ ଉପରେ ଇସିଆଇ…
ଗଜପତି ଜିଲାର ଅତିରିକ୍ତ ଜିଲାପାଳଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ା୭: ଗଜପତି ଜିଲା ଅତିରିକ୍ତ ଜିଲାପାଳ ବୀରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ନବୀନ ତାଙ୍କ ସୋସିଆଲ ମିଡିଆ ପ୍ଲାଟ୍ଫର୍ମ‘ଏକ୍ସ’ରେ ଲେଖିଛନ୍ତି, ଗଜପତି ଜିଲାର କାର୍ଯ୍ୟରତ ଅତିରିକ୍ତ…
ଭଙ୍ଗା ହୃଦୟରେ ମୋହନଙ୍କୁ ଚିଠି ଲେଖିଲେ ନବୀନ
ଭୁବନେଶ୍ୱର,୧୧।୭: ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ। ଏକ ଲମ୍ବା ଚିଠିରେ ଏହି ଘଟଣା ତାଙ୍କ ହୃଦୟକୁ କଷ୍ଟ ଦେଇଥିବା ନବୀନ ଲେଖିଛନ୍ତି।…
ଫୋନ୍ ନେଇ ଶ୍ରୀମନ୍ଦିର ଭିତରେ ଫଟୋ ଉଠାଉଛନ୍ତି ଭକ୍ତ, ହାତ ଟେକି ଦେଇଛି ଶ୍ରୀମନ୍ଦିର ପୋଲିସ
ପୁରୀ,୧୧।୭: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ପରେ ଢିଲା ହୋଇଛି ସୁରକ୍ଷା ବ୍ୟବସ୍ଥା। ଏକସଙ୍ଗେ ଚାରିପଟ ଦେଇ ଭକ୍ତ ମନ୍ଦିର ଭିତରକୁ ପ୍ରବେଶ କରୁଥିବା ବେଳେ ସୁରକ୍ଷା ତ୍ରୁଟି ପାଇଁ ସାଙ୍ଗରେ ମୋବାଇଲ ନେଇ ଫଟୋ ଉଠାଉଛନ୍ତି। ଯାହା ଶ୍ରୀମନ୍ଦିର ତଥା ଶ୍ରଦ୍ଧାଳୁଙ୍କ…
ଅଭିନେତ୍ରୀ ରିୟାଙ୍କ ନାଁରେ ହୋଇଥିବା ମାମଲା କଟକ ସ୍ଥାନାନ୍ତର
କଟକ,୧୧ା୭: ଓଡ଼ିଆ ସିନେ ଅଭିନେତ୍ରୀ ରିୟା ଦେ ଅଡୁଆରେ ପଡ଼ିଛନ୍ତି। ତାଙ୍କ ନାଁରେ ହୋଇଥିବା ମାମଲା କଟକ ସ୍ଥାନାନ୍ତର କରାଯାଇଛି। ଚନ୍ଦ୍ରଶେଖରପୁର ଥାନାର ମାମଲା ବିଡ଼ାନାସୀ ଥାନାକୁ ସ୍ଥାନାନ୍ତର ହୋଇଛି। ଘରୋଇ ସହାୟିକାଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଏହି ମାମଲା ହୋଇଥିଲା।…
ପ୍ରେମିକଙ୍କ ମୃତ୍ୟୁ ଖବର ଶୁଣି ନଦୀକୁ ଡେଇଁପଡ଼ିଲେ ପ୍ରେମିକା
ଜଗତସିଂହପୁର,୧୧ା୭: ପ୍ରେମିକଙ୍କ ମୃତ୍ୟୁ ଖବର ଶୁଣି ଗୁରୁବାର ପ୍ରେମିକା ମହାନଦୀକୁ ଡେଇଁ ପଡ଼ିଛନ୍ତି। ଏପରି ଅଭାବାନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ତାରତୋଲଠାରେ। ପ୍ରେମିକର ମୃତ୍ୟୁ ଖବର ଶୁଣି ନଦୀକୁ ଡେଇଁଥିବା ଗ୍ରାମବାସୀ ସୂଚନା ଦେଇଛନ୍ତି। ଆଜି ତାରତୋଲ…
୪ ଗ୍ରାମବାସୀଙ୍କୁ ଅପହରଣ କରି ଜଣଙ୍କୁ ପିଟିପିଟି ହତ୍ୟା କଲେ ମାଓବାଦୀ
ମାଲକାନଗିରି,୧୧ା୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲାର କେସ୍ତାବାରମ ଥାନା ଅନ୍ତର୍ଗତ ସାକ୍ଲେର ଗ୍ରାମର ୪ ଗ୍ରାମବାସୀଙ୍କୁ ମାଓବାଦୀମାନେ ଦୁଇଦିନ ପୂର୍ବେ ଅପହରଣ କରିଥିଲେ। ଅପହରଣ କରିବା ପରେ ସାକ୍ଲେର ନିକଟ ଜଙ୍ଗଲରେ ପ୍ରଜାମେଳି କରି ସେହି ୪ଙ୍କୁ…
ଜଗନ୍ନାଥଙ୍କ ଭଜନ ଗାଉ ଗାଉ ଟଳିପଡ଼ିଲେ ଅତିରିକ୍ତ ଜିଲାପାଳ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ା୭: ଗଜପତି ଜିଲା ଅତିରିକ୍ତ ଜିଲାପାଳ ବୀରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତଃ ଦାସ ଜଣେ ନିଷ୍ଠାପର, ଦାୟିତ୍ୱ ସମ୍ପନ୍ନ ଅଧିକାରୀ ଭାବେ ଜନସାଧାରଣଙ୍କ ହିତ…
ଜଗନ୍ନାଥଙ୍କ ଭଜନ ଗାଉ ଗାଉ ଟଳି ପଡିଲେ ଅତିରିକ୍ତ ଜିଲାପାଳ
ଗଜପତି,୧୧।୭(ଗିରିଧାରୀ ପରିଚ୍ଛା): ମୃତ୍ୟୁ କେତେବେଳେ ଆସେ ଜାଣି ହୁଏନି। ଖୁସି କି ଦୁଃଖର ସମୟ ବୁଝେନି ମୃତ୍ୟୁ। ଆଉ ଅଚାନକ ସମୁଦ୍ରର ଢେଉ ଭଳି ମାଡିଆସେ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲାର ପାରଳାଖେମୁଣ୍ଡିରେ। ଖୁସିର ମାହୋଲରେ ଗୀତ…

