ଆଜି ହେରାପଞ୍ଚମୀ
ପୁରୀ,୧୧ା୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଆସି ଏବେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିରାଜମାନ କରିଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ଶ୍ରୀବିଗ୍ରହମାନଙ୍କ ନୀତିକାନ୍ତି। ଘୋଷଯାତ୍ରାର ଏକ…
ରାଜନଗର ବିଧାୟକଙ୍କ ଘରକୁ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ, ଦେଲା ଚେତାବନୀ
ରାଜନଗର,୧୧।୭: କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାୟକ ଧ୍ରୁବ ସାହୁଙ୍କ ଘରକୁ ଛାତ୍ର କଂଗ୍ରେସ ପକ୍ଷରୁ ଅଣ୍ଡା ମାଡ଼ କରାଯାଇଛି। ଏଥିସହ ତାଙ୍କର କୁଶପୁତ୍ତଳିକା ମଧ୍ୟ ଦାହ କରାଯାଇଛି। ଏହା ପୂର୍ବରୁ ଗତ ୫ ତାରିଖରେ ଦଳ ପକ୍ଷରୁ ରାଜନଗରରେ ବିକ୍ଷୋଭ ପ୍ରଦର୍ଶନ…
ମଦ ଦୋକାନ ଉଠିଲା, ଢାବାରେ ବିକ୍ରି ବଢ଼ିଲା
ଯାଜପୁର,୧୧ା୭(ହର୍ଷବର୍ଦ୍ଧନ ବେହେରା):ଧନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ କେନ୍ଦ୍ର ସରକାର ବିପୁଳ ଅର୍ଥ ବ୍ୟୟବରାଦ କରି ଜାତୀୟ ରାଜପଥ(ଏନ୍ଏଚ୍) ନିର୍ମାଣ କରିଛନ୍ତି ା ଏହାର ମରାମତି ଏବଂ ରକ୍ଷଣାବେକ୍ଷଣ ପାଇଁ ମଧ୍ୟ ବିପୁଳ ଅର୍ଥ ବ୍ୟବସ୍ଥା ହେଉଛି। କିନ୍ତୁ କେତେକ…
ପ୍ରେସ୍କ୍ରିପ୍ଶନରେ ରହୁନି ଡାକ୍ତରଙ୍କ ସ୍ପଷ୍ଟ ଅକ୍ଷର
କଟକ,୧୧ା୭(ଶିଳ୍ପା ପ୍ରିୟଦର୍ଶିନୀ)ବିଭିନ୍ନ ହସ୍ପିଟାଲରେ ଡାକ୍ତରମାନେ ସ୍ପଷ୍ଟ ଓ ବଡ଼ ଅକ୍ଷରରେ ପ୍ରେସ୍କ୍ରିପ୍ଶନ୍ ଲେଖିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ହେଲେ ଏହାକୁ ଏସ୍ସିବି ମେଡିକାଲ ସମେତ ଅନ୍ୟାନ୍ୟ ସରକାରୀ ଓ ଘରୋଇ ହସ୍ପିଟାଲରେ ପାଳନ କରାଯାଉ…
ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ
ପୁରୀ,୧୧।୭(ଅଜିତ୍ କୁମାର ମହାନ୍ତି)କିଛି ମାସର ବ୍ୟବଧାନ ପରେ ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହୋଇଛି। ଫଳରେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ପଦାରେ ପଡ଼ିଛି। ଶ୍ରୀମନ୍ଦିର ଭିତରଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବୁଧବାର ଦେଖିବାକୁ ମିଳିଛି। ଉକ୍ତ ଫଟୋ ଭାଇରାଲ କରିଥିବା…
ନିଯୁକ୍ତ ହେବେ ୧୮,୭୮୮ କନିଷ୍ଠ ଶିକ୍ଷକ
ଭୁବନେଶ୍ୱର,୧୧ା୭(ଅନିଲ ଦାସ): ରାଜ୍ୟର ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକରେ ୧୯ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ମିିିଳିବ। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ଦ୍ୱାରା ୧୮,୭୮୮ ପ୍ରାର୍ଥୀଙ୍କ ଚୟନ ତାଲିକା ପ୍ରକାଶ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ର ଏକ ଗୁରୁତ୍ୱପୂର୍ଣ୍ଣ…
ପାଣି ମୁନ୍ଦାଏ ପାଇଁ ଡହଳବିକଳ: ଜଙ୍ଗଲରେ ବର୍ଷାପାଣି ପିଉଛନ୍ତି ଯବାନ
ମାଲକାନଗିରି, ୧୧ା୭(ଦୁର୍ଯ୍ୟୋଧନ ପତ୍ର)ଛତିଶଗଡ ଜଙ୍ଗଲ ଓ ମାଓବାଦୀ ଉପଦ୍ରବ ଅଞ୍ଚଳରୁ ଆସିଲା କିଛି ଆଶ୍ଚର୍ଯ୍ୟ କରୁଥିବା ଚିତ୍ର। ମାଓବାଦୀ ଦମନ ପାଇଁ ଯବାନମାନେ କେମିତି ନଇ ନାଳ ଦେଇ ଅପରେଶନ ସାରି କ୍ୟାମ୍ପକୁ ଫେରୁଛନ୍ତି ଓ ଜଙ୍ଗଲରେ କିପରି ଜୀବନ ଅତିବାହିତ…
ମହିଳାଙ୍କୁ ପାହାଡ଼ରେ ଗଣବଳାତ୍କାର
କବିସୂର୍ଯ୍ୟନଗର, ୧୧ା୭ (କୃପାସିନ୍ଧୁ ସ୍ବାଇଁ)ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ଜଣେ ମହିଳା ଗଣବଳାତ୍କାରର ଶିକାର ହୋଇଛନ୍ତି। ଖଇରାପଲ୍ଳୀ ଗ୍ରାମସ୍ଥିତ ହ୍ରଦ ନିକଟରୁ ବୁଧବାର ସକାଳେ ପୀଡ଼ିତାଙ୍କୁ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରି କବିସୂର୍ଯ୍ୟନଗର ଡାକ୍ତରଖାନାରେ ଭର୍ତ୍ତି କରିଛି। ପୀଡ଼ିତା…
ନଗର ଉନ୍ନୟନ ବିଭାଗରୁ ମାଥିଭାଥାନନ, କ୍ରୀଡ଼ା ବିଭାଗରୁ ଭିନିଲକ୍ରିଷ୍ଣାଙ୍କୁ ହଟାଇଲେ
ଭୁବନେଶ୍ୱର,୧୧ା୭ (ଅନିଲ ଦାସ) ରାଜ୍ୟରେ ପ୍ରଥମ ଥର କ୍ଷମତାକୁ ଫେରିଥିବା ଭାଜପା ସରକାର ଆଇଏଏସ୍ ଅଫିସର ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆଇଏଏସ୍ ଅଫିସର ଜି.ମାଥିଭାଥାନନ୍,…
ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି
ଭୁବନେଶ୍ୱର,୧୧ା୭(ଅନିଲ ଦାସ)ରାଜ୍ୟ ସରକାର ଓଡ଼ିଆ ଅସ୍ମିତା ଉପରେ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ୨୦୦ କୋଟି ଟଙ୍କାର ଏକ ସ୍ବତନ୍ତ୍ର ପାଣ୍ଠି(କର୍ପସ ଫଣ୍ଡ) ଗଠନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ…
ଭାଜପା ସରକାରରେ ଆଇଏଏସ ସ୍ତରରେ ପ୍ରଥମ ବଡ଼ ଅଦଳବଦଳ
ଭୁବନେଶ୍ୱର, ୧୦।୭: ନୂଆ ସରକାର ଆସିବା ପରେ ରାଜ୍ୟରେ ପ୍ରଥମ ଥର ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି ସରକାର। ବିଜେଡି ସରକାରରେ ଦୀର୍ଘ ଦିନ ପର୍ଯ୍ୟନ୍ତ ଗୋଟିଏ ପଦବୀରେ ଥିବା ଅନେକ ଅଧିକାରୀଙ୍କୁ ବଦଳି କରାଯାଇଛି। ବରିଷ୍ଠ ଅଧିକାରୀ ନିକୁଞ୍ଜ…
୩ ବର୍ଷର ଝିଅକୁ ବାପା ବଳାତ୍କାର କରିଥିବା ଅଭିଯୋଗ
ଚିତ୍ରକୋଣ୍ଡା,୧୦ା୭(କ୍ଷୀରୋଦ ବେହେରା): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ଥାନା ଅଧିକାରୀ ସଞ୍ଜୟ ପେଡ଼ାସେଠୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ ଗାଜୁଲୁମାମୁଡ଼ି ଗ୍ରାମ ପଞ୍ଚାୟତ ଆଲାମପକା ଗ୍ରାମର ଦିନେଶ ଠାକୁର ମଙ୍ଗଳବାର ରାତିରେ ନିଜ ୩ ବର୍ଷର ନାବାଳିକା ଝିଅକୁ ବଳାତ୍କାର…

