ରାଜ୍ୟ

ଜି ଉଦୟଗିରିରେ ମହାପ୍ରଭୁଙ୍କ ହାତୀବେଶ, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ…

ଜି ଉଦୟଗିରି, ୨୯ା୬(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ସୋମବାର ଦିନ ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ଜି ଉଦୟଗିରି ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ ବଳଭଦ୍ରଙ୍କୁ ହାତୀବେଶ କରାଯାଇଛି । ମଙ୍ଗଳ…

କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା: ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ପ୍ରବଳ ଭିଡ଼

କୋରାପୁଟ,୨୯ା୬(ଅମିତାଭ ବେହେରା): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସୋମବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି । ପୂର୍ବାହ୍ନ ୧୦ଟା ୩୦ ମିନିଟ ସୁଦ୍ଧା ମନ୍ଦିର ପରିସରସ୍ଥ ସ୍ନାନମଣ୍ଡପକୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପହଣ୍ଡିରେ ବିଜେ କରାଯାଇଥିଲା। ସକାଳ ୭ଟା…

ପୁରୁଷୋତ୍ତମପୁରରେ ସ୍ନାନଯାତ୍ରା; ସ୍ନାନବେଦିରେ କଳାଠାକୁରଙ୍କୁ ପାଇ ଭାବବିହ୍ବଳ ଭକ୍ତ, ପରିଚାଳନା ତଦାରଖ କଲେ ତହସିଲଦାର

ପୁରୁଷୋତ୍ତମପୁର,୨୯।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି ।ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜୀଉଙ୍କୁ ରତ୍ନବେଦିରୁ ପହଣ୍ଡିକରାଇ ଆଣି ସ୍ନାନବେଦିରେ ବିଜେ କରି ସ୍ନାନ କରାଇଛନ୍ତି । ଭକ୍ତଙ୍କୁ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି…

ଝାରପଡ଼ା ଜେଲ୍‌ରେ କଏଦୀଙ୍କ ମୃତ୍ୟୁ, ରାତିରେ ଖାଇପିଇ ଶୋଇଥିଲେ, ସକାଳୁ…

ଭୁବନେଶ୍ୱର,୨୯ା୬: ଝାରପଡ଼ା ଜେଲ୍‌ରେ ଜଣେ କଏଦୀଙ୍କ ସୋମବାର ସକାଳୁ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୫୫ ବର୍ଷୀୟ ଯବାନ ନାୟକ। ତାଙ୍କ ଘର ତାରିଣୀ ବସ୍ତିରେ। ସେ ରାତିରେ ଖାଇପିଇ ଶୋଇଥିଲେ, ସକାଳୁ ଆଉ ଉଠି ନ ଥିଲେ। ଚିକିତ୍ସା…

ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…

ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଓଡ଼ିଶାକୁ ସମୃଦ୍ଧ କରିବାକୁ ପ୍ରାର୍ଥନା କଲି। ସାରା…

ଆଜି ୭ ଜିଲାରେ ଝଡ଼ବର୍ଷା, ସତର୍କତା ଜାରି କରି ପାଣିପାଗ ବିଶେଷଜ୍ଞ କହିଲେ ଜୁନ୍‌ ୩୦ ବେଳକୁ…

ଭୁବନେଶ୍ୱର,୨୯ା୬(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍‌ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ଜୁଲାଇ ୨ ବେଳକୁ ଲଘୁଚାପ ହେବା ନେଇ ପାଣିପାଗ…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା ଅନ୍ତର୍ଗତ ଜଡ଼ା ଗ୍ରାମର କୁଶ ଗୁରୁ (୫୫) । ଖବର ପାଇ ଭଟଲି…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର ଅବିନାଶ(୧୦)ଙ୍କୁ ଏକ କାର୍‌ ଧକ୍କା ଦେଇ ଚମ୍ପଟ ମାରିଛି। ସେ ଗୁରୁତର ହୋଇ…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ ସାଆନ୍ତ ଏବଂ ଦେବୀ ସୁଭଦ୍ରା। ଆଜି ଚତୁର୍ଦ୍ଧାମୂର୍ତ୍ତି ୧୦୮ ଗରା ସୁବାସିତ ଜଳରେ…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ ଯାଇଛନ୍ତି । କିନ୍ତୁ ଜଣେ ମହିଳା ଅଭିଯୁକ୍ତ ଜେଲ ହାଜତ ଦଣ୍ଡରୁ ବାଦ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି । ଏନେଇ ନିଖୋଜ ଶ୍ରମିକଙ୍କ ସ୍ତ୍ରୀ ଥାନାରେ ଲିଖିତ ଅଭିଯୋଗ କରିବାରୁ ପୋଲିସ ଏକ…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ମିଳିଥିବା ସୂଚନା ମିଳିଛି। ଖବର ପାଇ ଅଗ୍ନିଶମ ବାହିନୀ ଖୋଜାଖୋଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?