ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଘନଘନ ବୈଠକ: ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ କେଉଁମାନେ ହେବେ ପ୍ରାର୍ଥୀ
ଭୁବନେଶ୍ୱର,୧୭।୩: ବିଜେଡି- ଭାଜପା ସମ୍ଭାବ୍ୟ ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏଯାବତ୍ ଚିତ୍ର ସ୍ପଷ୍ଟ ହୋଇନ ଥିବା ବେଳେ ରବିବାର ରାଜ୍ୟ ଭାଜପା କାର୍ଯ୍ୟାଳୟ ଚଳଚଞ୍ଚଳ ହୋଇପଡ଼ିଛି। ବରିଷ୍ଠ ନେତାଙ୍କୁ ନେଇ କାର୍ଯ୍ୟାଳୟରେ ଘନଘନ ବୈଠକ ବସୁଛି। ଏଥିରେ ବହୁ…
କୋଡ ଅଫ କଣ୍ଡକ୍ଟ ଲାଗିବା ପରେ ଘନଘନ ଚଢ଼ାଉ
ଭୁବନେଶ୍ୱର ୧୭।୩ : କୋଡ ଅଫ କଣ୍ଡକ୍ଟ ଲାଗିବା ପରେ ସବୁଠି ଧରପଗଡ଼ ଆରମ୍ଭ ହୋଇଯାଇଛି। ମଦ୍ୟପ ଚାଳକ ଏବଂ ଅପରାଧୀ ଉପରେ ପୋଲିସର କଡ଼ା ନଜର ରହିଛି। ୫୦ଟି ଅଞ୍ଚଳରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ଧରପଗଡ଼ ଆରମ୍ଭ କରିଦେଇଛନ୍ତି।…
ଭୋଜି ଖାଇ ଯାଉଥିବା ବେଳେ ବ୍ରିଜ୍ ତଳକୁ ଖସିଲା ଭ୍ୟାନ୍: ୨ ଜଣଙ୍କ ଜୀବନ ଗଲା, ୧୦ରୁ ଊର୍ଦ୍ଧ୍ୱ ଗୁରୁତର
କୁନ୍ଦୁରା,୧୭ା୩(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍ ଭୁସାଙ୍ଗଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ଖଟଲାପଦର ନିକଟସ୍ଥ କୋଲାବ ନଦୀ ବ୍ରିଜ ତଳକୁ ଭୋଜି ଖାଇ ଯାଉଥିବା ଏକ ଭ୍ୟାନ୍ ଖସି ପଡ଼ିବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ…
ବିଜେଡି- ଭାଜପା ସମ୍ଭାବ୍ୟ ମେଣ୍ଟକୁ ନେଇ ଆଶାୟୀ ପ୍ରାର୍ଥୀ ଦ୍ୱନ୍ଦ୍ୱରେ, ଘନ ଘନ ବୈଠକ କରୁଛି ଭାଜପା
ଭୁବନେଶ୍ୱର,୧୭।୩: ବିଜେଡି- ଭାଜପା ସମ୍ଭାବ୍ୟ ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଜାରି ରହିଛି। ହେଲେ ଏଯାଏ ଚିତ୍ର ସ୍ପଷ୍ଟ ହୋଇନି। କୁହାଯାଉଛି ଉଭୟ ଦଳର ଶୀର୍ଷ ନେତୃତ୍ୱ ପରସ୍ପର ସହ ଯୋଗାଯୋଗରେ ଅଛନ୍ତି । ଅନ୍ୟପଟେ ଦୁଇ ଦଳର ଆଶାୟୀ ପ୍ରାର୍ଥୀ ନିଜର…
ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ
ପୁରୀ,୧୭।୩: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ପୂର୍ବତନ ପରିଚାଳନା କମିଟି ସଦସ୍ୟ ରଜତ କୁମାର ପ୍ରତିହାରୀଙ୍କ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି। ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ରଜତ କୁମାର ପ୍ରତିହାରୀଙ୍କ ପାର୍ଥିବ ଶରୀର ମୁମ୍ବାଇରୁ ପୁରୀର…
ଟିକସ ଗଣୁଛନ୍ତି, ସୁବିଧା ମିଳୁନି
ରାଉରକେଲା,୧୭।୩(ଦିନେଶ ମିଶ୍ର)ରାଉରକେଲା ସହରରେ ବ୍ୟବସାୟୀଙ୍କଠାରୁ ଯେଉଁ ପରିମାଣରେ ଟିକସ ଆଦାୟ ହେଉଛି ସେହି ଅନୁସାରେ ମୌଳିକ ସୁବିଧା ସୁଯୋଗ ମିଳୁନି । ଫଳରେ ବ୍ୟବସାୟୀମାନେ ବ୍ୟଧ୍ୟହୋଇ ରାସ୍ତାକଡ଼ରେ ବସି ବ୍ୟବସାୟ କରୁଛନ୍ତି। ଏଭଳି ଦୃଶ୍ୟ ପାନପୋଷ ସ୍ଥିତ ଶୁକ୍ରବାର ହାଟ ଓ…
ନୀରବ, ନିମଶ୍ଚଳ ହାତୀ ଉଦ୍ଧାର କେନ୍ଦ୍ର
ଢେଙ୍କାନାଳ,୧୭ା୩(ରତନ ନାୟାର) ଖାଁ ଖାଁ ଲାଗୁଛି ପୂରା ପରିବେଶ। ସବୁଠି ଯେମିତି ଛାଇଯାଇଛି ନୀରବତା। ନିଶ୍ଚଳ ହୋଇଯାଇଛି ସବୁକିଛି। ଚୁପ୍ଚାପ୍ ହୋଇଯାଇଛନ୍ତି ମାହୁନ୍ତ ଦୀପୁଙ୍କ ସମେତ ଅନ୍ୟ କର୍ମଚାରୀ। ପଦ୍ମା, ଶ୍ୟାମା, ଶିବାଙ୍କ ଆଖି ଖୋଜୁଛି ଉମା, ଚନ୍ଦୁ ଓ କାର୍ତ୍ତିକଙ୍କୁ।…
ଯାଜପୁର ଜିଲାରେ ୩୯,୬୬୨ ନୂଆ ଭୋଟର
ଯାଜପୁର,୧୭ା୩(ହର୍ଷବର୍ଦ୍ଧନ ବେହେରା)ରାଜ୍ୟରେ ବିଧାନସଭା ଓ ଲୋକ ସଭା ପାଇଁ ନିର୍ବାଚନ ବିଗୁଲ ବାଜିସାରିଛି। ହେଲେ ଯାଜପୁର ଜିଲାରେ ମତଦାନ କ୍ଷେତ୍ରରେ ସେତେଟା ଉତ୍ସାହ ନ ଥିବା ମନେହେଉଛି। ୨୦୨୪ରେ ଜିଲାର ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୫ ଲକ୍ଷ ୩୦ ହଜାର…
ଗଭର୍ନିଂ ବଡି ସଭାପତି ନିଯୁକ୍ତି ବେଆଇନ
ଯାଜପୁର,୧୭ା୩(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟରେ ଗଭର୍ନିଂ ବଡି ସଭାପତି ନିଯୁକ୍ତି ପ୍ରକ୍ରିୟା ନିୟମରେ ବ୍ୟାପକ ଉଲ୍ଲଂଘନ କରାଯାଇଛି। ଏକା ସମୟରେ ଜଣେ ବ୍ୟକ୍ତି ଦୁଇଟି ପଦବୀ ଦାୟିତ୍ୱ ତୁଲାଇବାର ନିୟମ ନ ଥିବାବେଳେ ତାଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ…
ପୌର ପରିଷଦର ସ୍ବଚ୍ଛ ଭାରତ ମିଶନ ଫେଲ୍
ପଟ୍ଟାମୁଣ୍ଡାଇ ୧୭ା୩(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲାର ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ କ୍ଷେତ୍ର ଓ ବାଣିଜ୍ୟ କେନ୍ଦ୍ର ଭାବେ ପଟ୍ଟାମୁଣ୍ଡାଇ ପରିଚିତ। ଏଠାକୁ ଦୈନିକ ହଜାର ହଜାର ଲୋକେ ଆସୁଥିବା ବେଳେ ଶୌଚ ଯିବା ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ…
ଅଡୁଆରେ ବିଜେଡିର ମହୀଧର
କଣ୍ଟାମାଳ, ୧୭ା୩(ଆଦିତେଶ୍ୱର ମିଶ୍ର)ବୌଦ୍ଧ ଜିଲାରେ ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀ-ବୌଦ୍ଧ ଓ କଣ୍ଟାମାଳ ା କଣ୍ଟାମାଳ ବିଧାନସଭା କ୍ଷେତ୍ର ୨୦୦୯ ମସିହାରୁ ଗଠିତ ହେବାଠାରୁ ବିଜେଡି ପ୍ରାର୍ଥୀ ୩ ଥର ବିଜୟୀ ହୋଇଛନ୍ତି ା ୨୦୦୯ରେ ଭଗବାନ କହଁର ବିଧାୟକ ହୋଇଥିବା ବେଳେ…
କର୍ମୀ ସମାବେଶରେ ରାଜ୍ୟ ସରକାରଙ୍କୁ କଲେ ଟାର୍ଗେଟ
ସମ୍ବଲପୁର,୧୭ା୩(ପ୍ରମୋଦ ବହିଦାର)ପ୍ରାୟ ୧୧ମାସ ପରେ ସମ୍ବଲପୁର ବିଧାୟକ ତଥା ବିଧାନସଭାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଆଗମନକୁ ନେଇ କର୍ମୀ ମହଲରେ ଖୁସି ପ୍ରକାଶ ପାଇଛି। ଶୁକ୍ରବାର ସନ୍ଧ୍ୟାରେ ସେ ସମ୍ବଲପୁରରେ ପହଞ୍ଚତ୍ବା ପରେ ଦଳୀୟ କର୍ମୀ ଓ କର୍ମକର୍ତ୍ତା…
Archives


