ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…
ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍ ଭାଙ୍ଗିଯାଇଥିଲା। ଏଣୁ ଟେକ୍ଅପ୍ କରିବାର ୧୦ ମିନିଟ୍ ପରେ ବିମାନଟି ଜରୁରୀ ଅବତରଣ କରିଥିଲା। ଏଥିରେ ପ୍ରାୟ ୧୭୧ ଜଣ…
ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ
ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ ବାକି ରହିଛି। ଶେଷରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବୁଧବାର ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କୁ…
୭ ବେଳକୁ ସାରା ରାଜ୍ୟରେ କମିବ ତାତି!
ଭୁବନେଶ୍ୱର,୧।୫: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ତା’ ମଧ୍ୟରୁ ଦୁଇ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ତେବେ ୭ ତାରିଖ ବେଳକୁ ସାରା ରାଜ୍ୟରେ ତାତି ୩ରୁ ୪ ଡିଗ୍ରୀ କମିବ…
ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ
ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି ଥରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ମେ’ ୬ରେ ମୋଦି ଓଡ଼ିଶା…
ବଲାଙ୍ଗୀର ଲୋକସଭା ଭାଜପା ପ୍ରାର୍ଥୀ ସଙ୍ଗୀତାଙ୍କ ସମ୍ପତ୍ତି ୫୦.୯୨ କୋଟି
ବଲାଙ୍ଗୀର, ୧ା୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ୨୦୨୪ ନିର୍ବାଚନ ସକାଶେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ପତ୍ର ସହ ଦାଖଲ କରିଥିବା ଆଫିଡେଭିଡ୍ରେ ସେ…
ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା
ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍ କରିଛନ୍ତି ଭାଜପା ଏମ୍ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ ନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ଙ୍କ ଉପରେ…
ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍ର ସଫଳ ପରୀକ୍ଷଣ
ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର ସଫଳ ପରୀକ୍ଷଣ ହୋଇଛି। ସକାଳ ୮ଟା ୩୫ ମିନିଟରେ ଏହାର ପରୀକ୍ଷଣ ହୋଇଥିବା ଜଣାଯାଇଛି।…
୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି
ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ ସେ ୪ସେଟ୍ ପ୍ରାର୍ଥତ୍ପତ୍ର ଜିଲା ନିର୍ବାଚନ କାର୍ଯ୍ୟାଳୟରୁ ନେଇଛନ୍ତି। ପ୍ରାର୍ଥତ୍ପତ୍ର ଦାଖଲ ସମୟରେ କେନ୍ଦ୍ରମନ୍ତ୍ରୀ…
ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ପ୍ରଦୀପ, କହିଲେ…
ଭୁବନେଶ୍ୱର,୧।୫: ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ତଥା ବ୍ରହ୍ମପୁରରୁ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ଯଦି ତାଙ୍କ ବିରୋଧରେ ଆରୋପ ଆସିଛି ତା’ ହେଲେ ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କ ବିରୋଧରେ ବି ଅଭିଯୋଗ…
ଥମୁନି ଶିମିଳିପାଳ ବନାଗ୍ନି
ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ ଉଦ୍ୟମ ଜାରି ରଖିଛି। ବାୟୁ ମଣ୍ଡଳର ପ୍ରଚଣ୍ଡ ଉତ୍ତାପ ଓ ଜଙ୍ଗଲ ନିଆଁର ପ୍ରକୋପରେ…
ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ
ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି। କଂଗ୍ରେସ ଛାଡ଼ି ପ୍ରଦୀପ ମାଝି ବିଜେଡିରେ ମିଶିବା ପରେ ଝରିଗାଁ ନିର୍ବାଚନମଣ୍ଡଳୀରେ ଦଳରେ ପୂର୍ବରୁ…
ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩
ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ ହେଲା ଆକାଶରୁ ଅଗ୍ନିବର୍ଷା ହେଉଛି। ସକାଳ ୮ଟାରୁ ଅପରାହ୍ନ ୩ଟା ଯାଏ ରାସ୍ତାଘାଟ ଶୂନଶାନ୍…
Archives


