ରାଜ୍ୟ

ମେଣ୍ଟ  ଚର୍ଚ୍ଚା ମଧ୍ୟରେ ଭାଜପା କୋର କମିଟି ବୈଠକ: ୨୧ ଲୋକସଭା,  ୧୪୭ ବିଧାନସଭା ଆସନ ଉପରେ…

ଭୁବନେଶ୍ୱର,୧୬।୩: ମେଣ୍ଟ  ଚର୍ଚ୍ଚା ମଧ୍ୟରେ ଶନିବାର ଭାଜପା ରାଜ୍ୟ ନିର୍ବାଚନ କମିଟି ବୈଠକ ବସିବ । ଏହା ପୂର୍ବରୁ ଦଳର କୋର କମିଟି ବୈଠକ ବସିଛି । ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏହି ବୈଠକ ବସିଛି। ବୈଠକରେ ରାଜ୍ୟ ଭାଜପା ସଭାପତି…

ବଡ ଘୋଷଣା କରିପାରନ୍ତି ନବୀନ, ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୬।୩: ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହା ଚଳିତ ସରକାରର ଶେଷ କ୍ୟାବିନେଟ । ତେବେ ଏହି କ୍ୟାବିନେଟରେ ବଡ଼ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ । ଯାହା ଉପରେ ରହିଛି ସମସ୍ତଙ୍କର ନଜର । ତେବେ ଯାହା…

ଏନ୍‌ଏସି ମାନ୍ୟତା ଦାବିରେ ତିହିଡି ବନ୍ଦ

ତିହିଡି,୧୬।୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡିକୁ ଏନ୍‌ଏସି ମାନ୍ୟତା ମିଳି ପାରିନାହିଁ। ଏହାର ପ୍ରତିବାଦରେ ଶନିବାର ତିହିଡି ବନ୍ଦ ପାଳନ କରାଯାଇଛି। ତିହିଡି ବ୍ଲକ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସକାଳ ୬ଟାଠାରୁ ଦୋକାନ, ବଜାର ବନ୍ଦ କରାଯାଇଥିବା ବେଳେ ବ୍ୟାଙ୍କ…

ଖଟିରେ ମେଣ୍ଟ ଚର୍ଚ୍ଚା

ରାଉରକେଲା,୧୫।୩ (ସଙ୍ଗୀତା ଜେନା): ବିଜେଡି ଓ ଭାଜପା ମେଣ୍ଟ ହେବା ନେଇ ଅନିଶ୍ଚିତତା ଲାଗିରହିଛି। ଏହା ହେଲେ ସୁନ୍ଦରଗଡ଼ ଜିଲାର ରାଉରକେଲା ଓ ରଘୁନାଥପାଲି ବିଧାନସଭା ଆସନ କେଉଁ ଦଳ ହାତକୁ ଯିବ, ଇସ୍ପାତ ସହରର ଛକ ଓ ଖଟି ଆସରଗୁଡ଼ିକରେ…

ଆଜି ଭାଜପାର ରାଜ୍ୟ ନିର୍ବାଚନ କମିଟି ବୈଠକ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି-ଭାଜପା ମେଣ୍ଟ ହେବ ବୋଲି ଯେଉଁ ଚର୍ଚ୍ଚା ଚାଲିଥିଲା ସେନେଇ ଗୁରୁବାରଠାରୁ ବିଶେଷ ଆଲୋଚନା ହେଉନାହିଁ। ମେଣ୍ଟ ହେବ ନ ହେବ ତା’ର ସ୍ପଷ୍ଟ ଚିତ୍ର ନ ଥିବା ଉଭୟ ବିଜେଡି…

ଭାଜପା ଆଶାୟୀଙ୍କ ସହ ଯୋଡ଼ିହେଲେ ତ୍ରିନାଥ

ରାୟଗଡ଼ା/ଗୁଣପୁର,୧୬।୩(ଆଶିଷ ରଞ୍ଜନ ପଣ୍ଡା/ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରର ପୂର୍ବତନ ବିଧାୟକ ତ୍ରିନାଥ ଗମାଙ୍ଗ ବିଜେଡି ଛାଡ଼ି ଶୁକ୍ରବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି ା ଭୁବନେଶ୍ୱରଠାରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଓ ଅନ୍ୟାନ୍ୟ ଦଳୀୟ…

କଂଗ୍ରେସରେ ବିଜେଡିର ୨ ପୂର୍ବତନ ଏମ୍‌ପି ଯଶୋବନ୍ତ, ଶକୁନ୍ତଳା

ଭୁବନେଶ୍ୱର/ କେନ୍ଦୁଝର ୧୬।୩(ସୁନିତ୍‌ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକସଭାର ୨ ପୂର୍ବତନ ବିଜେଡି ଏମ୍‌ପି ଯଶୋବନ୍ତ ନାରାୟଣ ସିଂ ଲାଗୁରୀ ଓ ତାଙ୍କ ସ୍ତ୍ରୀ ଶକୁନ୍ତଳା ଲାଗୁରୀ  ବିଜେଡି ଛାଡି କଂଗ୍ରେସରେ ଯୋଗଦେଇଛନ୍ତି। ଦୀର୍ଘ ବର୍ଷ ହେଲା କୋଣଠେସା…

ବିଜେଡିକୁ ପ୍ରାର୍ଥୀ ଚୟନ ଚିନ୍ତା

ଲୋଇସିଂହା, ୧୬ା୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୟନ ପାଇଁ କସରତ ଚଳାଇଛନ୍ତି। ୨୦୧୯ ନିର୍ବାଚନରେ ଏଠାରୁ ଭାଜପା ପ୍ରାର୍ଥୀ ମୁକେଶ ମହାଲିଙ୍ଗ ବିଜୟୀ ହୋଇଥିଲେ। ବିଗତ…

ଏଣିକି ବନ୍ୟପ୍ରାଣୀଙ୍କ ସହ ଫଟୋ-ଭିଡିଓ ପୋଷ୍ଟ କଲେ ବନ୍ଧା ହେବେ, ହୋଇପାରେ ୭ ବର୍ଷ ପର୍ଯ୍ୟନ୍ତ ଜେଲ୍‌

ଭୁବନେଶ୍ୱର, ୧୫।୩(ଅସମାପିକା ସାହୁ) -ସୋସିଆଲ ମିଡିଆରେ ସଂରକ୍ଷିତ ବନ୍ୟପ୍ରାଣୀ (ଜୀବିତ, ମୃତ ବା ଅଙ୍ଗପ୍ରତ୍ୟଙ୍ଗ)ଙ୍କ ସହିତ ଫଟୋ ଉଠାଇ ପୋଷ୍ଟ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏଥିପାଇଁ ଉଭୟ ମଣିଷ ଓ ବନ୍ୟପ୍ରାଣୀଙ୍କ ଜୀବନ ପ୍ରତି ବିପଦ ସମ୍ଭାବନା ରହୁଥିବାରୁ ରାଜ୍ୟ…

ଅର୍ଚ୍ଚନା-ଜଗବନ୍ଧୁଙ୍କୁ ୪ ଘଣ୍ଟା ଜେରା, ଗଣମାଧ୍ୟମକୁ କହିଲେ…

ଭୁବନେଶ୍ୱର,୧୫।୩(ସତ୍ୟଜିତ୍‌ ରାଉତ): ହନିଟ୍ରାପ୍‌ ମାମଲାରେ ଛନ୍ଦିହୋଇଥିବା ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଶୁକ୍ରବାର ଆୟକର ବିଭାଗ ପକ୍ଷରୁ ଜେରା ହୋଇଛନ୍ତି। ଅପରାହ୍ନ ପ୍ରାୟ ୧ଟା ୩୦ରେ ଆୟକର ଅଫିସକୁ ଅର୍ଚ୍ଚନା ଓ ଜଗବନ୍ଧୁ ଯାଇ ୪ ଘଣ୍ଟା…

ଭାଜପାରୁ ଇସ୍ତଫା ଦେଲେ ଲାଲା, ଇରାନୀ

ନୟାଗଡ଼,୧୫ା୩(ଲୋକନାଥ ମିଶ୍ର): ନୟାଗଡ଼ ଭାଜପା ନେତ୍ରୀ ଇରାନୀ ରାୟ ଓ ଭାଜପାର ପୂର୍ବତନ ଜିଲା ସଭାପତି ଲାଲା ମନୋଜ ରାୟ ପ୍ରାଥମିକ ସଦସ୍ୟ ପଦରୁ ଶୁକ୍ରବାର ଇସ୍ତଫା ଦେଇଛନ୍ତି। ଏହି ଦମ୍ପତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଓ ଜାତୀୟ…

ଆସନ୍ତା ୨୦ ଯାଏ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୫।୩(ଅନୁରାଧା ମହାରଣା): ରାଜ୍ୟରେ ତାତି ସହ ଗୁଳୁଗୁଳି ଜାରି ରହିଥିତ୍ବାବେଳେ ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ହେଉଛି। ତେବେ ଆସନ୍ତା ୫ଦିନ ଅର୍ଥାତ୍‌ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘଡ଼ଘଡ଼ି ଓ ବର୍ଷା ପରିମାଣ ବଢ଼ିବ। ୩ଦିନ ପରେ ତାପମାତ୍ରାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri