ଜଳେଶ୍ୱର ଥାନାର ପୂର୍ବତନ ଆଇଆଇସିଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ
କଟକ,୧୫ା୩ (କାର୍ତ୍ତିକ ସାହୁ) ଜଳେଶ୍ୱର ଥାନାର ପୂର୍ବତନ ଆଇଆଇସି ଧନେଶ୍ୱର ସାହୁଙ୍କୁ ଓଡ଼ିଶା କ୍ରାଇମବ୍ରାଞ୍ଚ ତାଙ୍କ କଟକ ଜିଲା ନରସିଂହପୁର ବଡ଼ଭୂଇଁସ୍ଥିତ ବାସଭବନରୁ ଶୁକ୍ରବାର ଗିରଫ କରିଛି। ତାଙ୍କୁ ଶନିବାର କୋର୍ଟରେ ଉପସ୍ଥାପନ କରାଯିବ। ପୂର୍ବତନ ଆଇଆଇସି ସାହୁ ଗତ ୩…
ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ସାର୍ବଜନୀନ ମାମଲା, ୩ ସପ୍ତାହରେ ରିପୋର୍ଟ ଦିଅ: ହାଇକୋର୍ଟ
କଟକ,୧୫ା୩ (କାର୍ତ୍ତିକ ସାହୁ) ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାର ରଘୁବୀର ଦାସ ତଦନ୍ତ କମିସନ୍ଙ୍କ ରିପୋର୍ଟ ସାର୍ବଜନୀନ କରାଯିବା ନେଇ ରୁଜୁ ମାମଲାର ଶୁଣାଣି ହାଇକୋର୍ଟରେ ଶୁକ୍ରବାର ହୋଇଛି। ରାଜ୍ୟ ସରକାର ସ୍ଥିତି ସମ୍ପର୍କିତ ରିପୋର୍ଟ ଦାଖଲ…
ମେଣ୍ଟ ଚର୍ଚ୍ଚା ମଧ୍ୟରେ ଅମିତ ଶାହାଙ୍କ ବଡ଼ ବୟାନ, କହିଲେ ଓଡ଼ିଶାରେ…
ନୂଆଦିଲ୍ଲୀ,୧୫ା୩: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ ବିଜୁ ଜନତା ଦଳ(ବିଜେଡି) ମଧ୍ୟରେ ମେଣ୍ଟ ଚର୍ଚ୍ଚା ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ଅମିତ ଶାହା। ଗୁରୁବାର ଇଣ୍ଡିଆ ଟୁଡେର କାନକ୍ଳେଭର ଏକ ସାକ୍ଷାତକାରରେ ସେ କହିଛନ୍ତି ”ଓଡ଼ିଶାରେ ଭାଜପା କେମିତି ଆଗକୁ…
ଅରିନ୍ଦମଙ୍କୁ କେଉଁଠୁ ଟିକେଟ୍ ଦେବ ଭାଜପା ?
ଭୁବନେଶ୍ୱର,୧୫।୩: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେବାର ଘଣ୍ଟାଏ ନ ପୂରୁଣୁ ଭାଜପାରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଯୋଗ ଦେବା ପରେ ସେ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ତେବେ ଭାଜପା ଅରିନ୍ଦମଙ୍କୁ ନେଇ କ’ଣ ଯୋଜନା ରଖିଛି। ଅରିନ୍ଦମଙ୍କ…
ପୂର୍ଣ୍ଣ ଅନୁଦାନପ୍ରାପ୍ତ ବେସରକାରୀ କଲେଜ ଶିକ୍ଷକ ଓ ଅଣଶିକ୍ଷକଙ୍କ MACP ଓ PH.D ପାଇଁ ନିୟମ ସରଳ କଲେ ସରକାର
ଭୁବନେଶ୍ୱର,୧୫ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ ର ଶିକ୍ଷକ ଓ କର୍ମଚାରୀମାନଙ୍କ ନିମନ୍ତେ ନିମ୍ନଲିଖିତ ସେବା ସୁବିଧା ଅନୁମୋଦନ କରିଛନ୍ତି। ପୂର୍ଣ୍ଣ ସହାୟତା ପାଉଥିବା ବେସରକାରୀ ମହାବିଦ୍ୟାଳୟର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ସୁବିଧା ପାଇଁ…
ବିଜେଡି ଛାଡ଼ି ଭାଜପାରେ ମିଶିବା ପରେ ଅରିନ୍ଦମ ଦେଲେ ବଡ଼ ବୟାନ: ଦଳର ମୁଖିଆଙ୍କୁ ଭେଟିବା…
ଭୁବନେଶ୍ୱର,୧୫।୩: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେବାର ଘଣ୍ଟାଏ ନ ପୂରୁଣୁ ଭାଜପାରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଶୁକ୍ରବାର ସେ ପଦ୍ମ ଧରିଛନ୍ତି। ତେବେ ଭାଜପାରେ ସାମିଲ ହେବା ପରେ…
ଇଡକୋକୁ ହସ୍ତାନ୍ତର ହେବ ବରଗଡ ଚିନିକଳ ଜମି, ପ୍ରତିଷ୍ଠା କରାଯିବ ନୂତନ ଶିଳ୍ପ
ଭୁବନେଶ୍ୱର,୧୫ା୩: ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ ପ୍ରତିଷ୍ଠା କରିବାପାଇଁ ପଦକ୍ଷେପ ନେବ। ସୂଚନାଯୋଗ୍ୟ ଯେ ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି…
ଭାଜପାରେ ଯୋଗଦେଲେ ଅଭିନେତା ଅରିନ୍ଦମ ରାୟ
ଭୁବନେଶ୍ୱର,୧୫ା୩: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେବାର ଘଣ୍ଟାଏ ନ ପୂରୁଣୁ ଭଜାପରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। ବିଜେଡିରେ ତାଙ୍କୁ କିମ୍ବା ତାଙ୍କ କାର୍ଯ୍ୟକୁ ଦଳରେ…
ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରାଗଲା ଏୟାରଲିଫ୍ଟ: ସ୍ବାସ୍ଥ୍ୟାବସ୍ଥା…
ସମ୍ବଲପୁର,୧୫।୩: ପୂର୍ବତନ ରାଜ୍ୟ ସଭା ଏମ୍ପି ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଶୁକ୍ରବାର ଏୟାରଲିଫ୍ଟ କରାଯାଇଛି। ସମ୍ବଲପୁର ଜମାଦାରପାଲି ଏୟାରଷ୍ଟ୍ରିପରୁ ସ୍ବତନ୍ତ୍ର ଏୟାର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ୱର ଅଣାଯାଇଛି । ଦୁର୍ଘଟଣାରେ ଗୁରୁତର ଆହତ ହେବା…
ଇଡି ଚଢାଉବେଳେ ନିର୍ବାଚନୀ ବଣ୍ଡ କିଣିଛନ୍ତି ଏହି ଦିଗ୍ଗଜ ଖଣି-ଷ୍ଟିଲ କମ୍ପାନୀ, ଓଡିଶା ସହ ରହିଛି ଲିଙ୍କ୍
ନୂଆଦିଲ୍ଲୀ,୧୫।୩: ଲୋକସଭା ନିର୍ବାଚନ ଘୋଷଣାର ଗୋଟିଏ ଦିନ ପୂର୍ବରୁ ନିର୍ବାଚନ ଆୟୋଗ ଇଲୋକ୍ଟରଲ ବଣ୍ଡର ଡାଟା ଓ୍ବେବସାଇଟ୍ରେ ସାର୍ବଜନୀନ କରିଛନ୍ତି। ଆୟୋଗ, ଏସବିଆଇରୁ ବଣ୍ଡ କିଣିଥିବା ଓ ବଣ୍ଡ କିଣିଥିବା ରାଜନୈତିକ ଓ ସବୁ କମ୍ପାନୀର ନାମ ଓ୍ବେବସାଇଟରେ ଅପଲୋଡ କରିଛନ୍ତି।…
ହାଇସ୍କୁଲରେ ୧,୦୬୧ ପୋଷ୍ଟ ଗ୍ରାଜୁଏଟ୍ ଶିକ୍ଷକ ପଦବୀରେ ନିଯୁକ୍ତି ସୁଯୋଗ, ଜାଣନ୍ତୁ କିଭଳି କରିବେ ଆବେଦନ…
ଭୁବନେଶ୍ୱର,୧୫।୩(ଅସମାପିକା ସାହୁ): ରାଜ୍ୟରେ ଖାଲି ପଡ଼ିଥିବା ୧୦୬୧ ପୋଷ୍ଟ ଗ୍ରାଜୁଏଟ୍(ସ୍ନାତକୋତ୍ତର) ଶିକ୍ଷକ ପଦବୀ ପୂରଣ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ ପୂର୍ଣ୍ଣ ଅନୁଦାନପ୍ରାପ୍ତ ୪୮୮ ବର୍ଗ (୨) ହାଇସ୍କୁଲ(ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ)ଗୁଡିକ ପାଇଁ…
ବିଜେଡି ଛାଡ଼ିଲେ ଅଭିନେତା ଅରିନ୍ଦମ ରାୟ
ଭୁବନେଶ୍ୱର,୧୫ା୩: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ । ସାଧାରଣ ସଂପାଦକ ସହିତ ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। ଇସ୍ତଫା…
Archives


