ମେଣ୍ଟକୁ ନେଇ ଏମିତି କହିଦେଲେ ପ୍ରଶାନ୍ତ ଜଗଦ୍ଦେବ: ପୁଣି ବଢିଲା ସସ୍ପେନ୍ସ
ଭୁବନେଶ୍ୱର,୧୫।୩: ରାଜ୍ୟରେ ଭାଜପା ଓ ବିଜେଡି ମଧ୍ୟରେ ନିର୍ବାଚନୀ ମେଣ୍ଟକୁ ନେଇ ଆଶା ଏବଂ ଆଶଙ୍କା ବଢୁଥିବାବେଳେ ନିକଟରେ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିବା ଚିଲିକା ବିଧାୟକ ନିଜ ପ୍ରତିକ୍ରିୟା ଦେଇଛନ୍ତି। ମେଣ୍ଟ ଚର୍ଚ୍ଚା ବିଜେଡିରୁ ଆରମ୍ଭ ହୋଇଛି। ଯେହେତୁ…
ନିର୍ବାଚନ ପାଇଁ କଂଗ୍ରେସ ଦେଲା ୯ ଗ୍ୟାରେଣ୍ଟି, କ୍ଷମତାକୁ ଆସିଲେ କୃଷକଙ୍କୁ ମାସିକ ମିଳିବ ୨୦୦୦ ଟଙ୍କା
ଭୁବନେଶ୍ୱର,୧୫।୩: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସ ୯ ଗ୍ୟାରେଣ୍ଟି ଦେଇଛି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। କଂଗ୍ରେସ ସବୁବର୍ଗକୁ ଲକ୍ଷ୍ୟ କରି ଏହି ୯ ଗ୍ୟାରେଣ୍ଟି ଆଣିଥିବା ବେଳେ କ୍ଷମତାକୁ ଆସିଲେ ଏହି ଗ୍ୟାରେଣ୍ଟି କାର୍ଯ୍ୟକାରୀ ହେବ। ଜାଣନ୍ତୁ…
ଦୁଇ ଗୋରୁ ବେପାରୀଙ୍କ ଉପରକୁ ଗୁଳିମାଡ଼
ସୁନ୍ଦରଗଡ଼,୧୫ା୩(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା କୁତ୍ରା ନିକଟରେ ଶୁକ୍ରବାର ଏକ ପିକ୍ଅପ୍ ଉପରକୁ ଗୁଳିମାଡ ହୋଇଛି। ଏଥିରେ ଥିବା ଡ୍ରାଇଭର ଓ ଅନ୍ୟ ଜଣଙ୍କ ଦେହରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ସେମାନେ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।…
ଯୁବକଙ୍କ କାଠଫାଳିଆ ମାଡ଼ରେ ଆଉ ଜଣେ ଯୁବକଙ୍କ ଜୀବନ ଗଲା
ପାରଳାଖେମୁଣ୍ଡି,୧୫ା୩(ଗିରିଧାରୀ ପରିଛା): ଜଣେ ଯୁବକଙ୍କ କାଠ ଫାଳିଆ ମାଡ଼ରେ ଆଉ ଜଣେ ଯୁବକଙ୍କ ଜୀବନ ଯାଇଛି। ଏଭଳି ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକଠାରେ। ମୃତ ଯୁବକ ଜଣକ ହେଲେ ମୋହନା ଥାନା ପିଣ୍ଡିକି ଗାଁର ଭକ୍ତ ବନ୍ଧୁ…
ଆସନ୍ତାକାଲି ନିର୍ବାଚନ ତାରିଖ ଘୋଷଣା
ନୂଆଦିଲ୍ଲୀ/ଭୁବନେଶ୍ୱର,୧୫ା୩: ଆସନ୍ତାକାଲି ଅର୍ଥାତ୍ ଶନିବାର ଘୋଷଣା ହେବ ନିର୍ବାଚନ ତାରିଖ। ଲୋକ ସଭା ଏବଂ କିଛି ରାଜ୍ୟର ବିଧାନସଭା ପାଇଁ ତାରିଖ ଘୋଷଣା ହୋଇପାରେ। ଆସନ୍ତାକାଲି ଅପରାହ୍ନ ୩ଟାରେ ଏକ ଖବରଦାତା ସମ୍ମିଳନୀରେ ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ। ଓଡ଼ିଶାରେ…
ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କରି ପୋତିଦେଲେ
କୋରାପୁଟ/ନାରାୟଣପାଟଣା,୧୫ା୩(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲା ମାଓବାଦୀ ଅଧ୍ୟୁଷିତ ନାରାୟଣପାଟଣା ଥାନା ଅଧିନସ୍ଥ ତଳ ଗୁମାଣ୍ଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିଙ୍ଗୁରୁ ତାଡ଼ିଙ୍ଗିଙ୍କୁ ଗୁରୁବାର ବିଳମ୍ବିତ ରାତିରେ କେହି ହତ୍ୟା କରି ପୋତି ଦେଇଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାରୁ ଏପରି…
ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଘରେ ପୂରାଇ ଜିଅନ୍ତା ଜାଳିଦେଲେ ସ୍ବାମୀ
ଭୋଗରାଇ,୧୫ା୩(ପ୍ରଦୀପ ଦାସ): ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଘର ଭିତରେ ନୃଶଂସ ଭାବେ ନିଆଁ ଲଗାଇ ଜିଅନ୍ତା ଜାଳି ଦେଇଛନ୍ତି ସ୍ବାମୀ। ଏପରି ଏକ ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ରସଲପୁର ଗ୍ରାମ ନୂଆପାଲି ବଡାମ ବାସୁଳୀ ଛକରେ।…
ବିନ୍ଦୁସାଗରରେ ମହିଳାଙ୍କ ମୃତଦେହ
ଭୁବନେଶ୍ୱର,୧୫ା୩: ଭୁବନେଶ୍ୱର ବିନ୍ଦୁସାଗରରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ମିଳିଛି। ଆଜି ଭୋର୍ରୁ ମହିଳାଙ୍କ ମୃତଦେହ ବିନ୍ଦୁସାଗରରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଲିଙ୍ଗରାଜ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ…
ପ୍ରସନ୍ନଙ୍କ ଆଶୁଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫ା୩: ପୂର୍ବତନ ରାଜ୍ୟ ସଭା ଏମ୍ପି ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ସମ୍ବଲପୁରର ରେଢ଼ାଖୋଲରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ତାଙ୍କର ଆଶୁଆରୋଗ୍ୟ…
ଜଳବାୟୁ ପରିବର୍ତ୍ତନ କଫି ଅମଳରେ ବାଧକ
କୋରାପୁଟ,୧୫ା୩(ଅମିତାଭ ବେହେରା): ବିଶ୍ୱରେ ଜଳବାୟୁ ପରିବର୍ତ୍ତନ ଯୋଗୁ ପାଣିପାଗ ଓ ଋତୁଚକ୍ରରେ ସନ୍ତୁଳନ ନଷ୍ଟହେବାରେ ଲାଗିଛି। ଏହାର ଫଳ ସ୍ବରୂପ ଅସ୍ବାଭାବିକ ବର୍ଷା, ଖରା, ଶୀତ ଆଦି ଅନୁଭୂତ ହେଉଛି। ତେବେ ଏହି ଜଳବାୟୁ ପରିବର୍ତ୍ତନ କଫିଚାଷ ଉପରେ ମଧ୍ୟ ପ୍ରଭାବ…
ତାତିରୁ ମିଳିବ ଆଶ୍ୱସ୍ତି: ୩ ଦିନ ଏହି ସବୁ ଜିଲାରେ ବର୍ଷିବ
ଭୁବନେଶ୍ୱର,୧୫।୩: ତାତିରୁ ମିଳିବ ଆଶ୍ୱସ୍ତି। ଆଜିଠୁ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପେଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଆଜି ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ,…
୫୫ ଖିଲାପକାରୀଙ୍କ ଉପରେ ୨୯.୫୦ କୋଟି ବକେୟା
ଭୁବନେଶ୍ବର, ୧୫ା୩(ବନ୍ଦନା ସେଠୀ): ଏବର୍ଷ ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି)ର ରାଜସ୍ବ ଆଦାୟ ଅତି ନଗଣ୍ୟ ରହିବ। ଆର୍ଥତ୍କ ବର୍ଷ ପୂରିବାକୁ ଆଉ ମାତ୍ର ୧୫ଦିନ ଥିବାବେଳେ ଏବେସୁଦ୍ଧା ଧାର୍ଯ୍ୟ ଲକ୍ଷ୍ୟର ୬୦% ରାଜସ୍ବ ଆଦାୟ ହୋଇପାରିନାହିଁ। ଗୋଟିଏ ପଟେ ଟ୍ୟାକ୍ସ…
Archives


