ରାଜ୍ୟ

ହ୍ୟୁମାନ ସାଗର-ରୁକୁ ସୁନାଙ୍କ ବିରୋଧରେ ବଡ଼ ଅଭିଯୋଗ: ମାମଲା ରୁଜୁ

ଭୁବନେଶ୍ୱର,୮।୭: ଓଲିଉଡ୍‌ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ପୁଣି ଅଡୁଆରେ ପଡିଛନ୍ତି। ଜଗନ୍ନାଥଙ୍କ ଭଜନକୁ କଦର୍ଥ କରି ଗାଉଥିବା ଅଭିଯୋଗରେ ହ୍ୟୁମାନ ସାଗର ଏବଂ ରୁକୁ ସୁନାଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ମାନବାଧିକାର କର୍ମୀ ଶିବ ସୁନ୍ଦର ସ୍ବାଇଁ ଏହି…

ରାଜ୍ୟ ସ୍ବାର୍ଥ ପାଇଁ ଲଢେଇ ଜାରି ରହିବ, ଲୋକଙ୍କ ସ୍ବର ସରକାରଙ୍କ ପାଖରେ ପହଞ୍ଚିବ: ବିଜେଡି 

ଭୁବନେଶ୍ୱର,୮।୭: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ଦଳର ରୂପରେଖକୁ ପରିବର୍ତ୍ତନ କରିଛନ୍ତି । ରାଜ୍ୟ ପଦାଧିକାରୀ କମିଟିକୁ ଭାଙ୍ଗିବା ସହ ନିଜର ରାଜନୈତିକ ସଚିବ, ଲୋକ ସମ୍ପର୍କ ଅଧିକାରୀ, ଦଳର ମୁଖପାତ୍ର, ଜାତୀୟ ମୁଖପାତ୍ରର ନୂଆ ଟିମ୍‌ ଘୋଷଣା କରିଛନ୍ତି।…

ଶରଧାବାଲିରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ

ପୁରୀ,୮।୯: ବଡ଼ଦାଣ୍ଡରେ ସୋମବାର ସକାଳୁ ପୁଣି ରଥଟଣା ଆରମ୍ଭ ହୋଇଥିଲା। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମରିଚୀକୋଟ ଛକ ନିକଟରେ ଅଟକିଥିବା ତାଳଧ୍ୱଜ ରଥକୁ ଟାଣି ନେଇଥିଲେ। ହେଲେ ମଧ୍ୟାହ୍ନରେ ଶରଧାବାଲିରେ ପହଞ୍ଚିଛି ବଡ଼ଠାକୁରବଳଭଦ୍ରଙ୍କ ତାଳଧ୍ୱଜ ରଥ। ପଛେପଛେ ମା’ ସୁଭଦ୍ରାଙ୍କ ଦର୍ପଦଳନ…

ସରକାରୀ ଜମିରୁ ତୁରନ୍ତ ହଟିବ ବେଆଇନ ଜବରଦଖଲ: ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୮ା୭: ସାରା ରାଜ୍ୟରେ ସରକାରୀ ବେଆଇନ ଜବରଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରୀ ଜମିଗୁଡ଼ିକ ମୁଖ୍ୟତଃ ବିକାଶ…

ବଡ଼ଦାଣ୍ଡରେ କୁଢ଼ କୁଢ଼ ପ୍ଲାଷ୍ଟିକ ବୋତଲ, ଅଇଁଠା ଖଲି, ଚପଲ

ଭୁବନେଶ୍ୱର, ୮ା୭: ରବିବାର ସକାଳୁ ସକାଳୁ ବଡ଼ଦାଣ୍ଡରେ ଲାଘିଥିଲା ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ। ବଡ଼ଦାଣ୍ଡରେ ପାଦ ଥାପୁ ଥାପୁ ଅନୁଭବ ହୋଇଥିଲା ପ୍ରବଳ ଗରମ ଆଉ ଗୁଳୁଗୁଳି। ଆଉ ଦିନ ବଢିବା ସହିତ ବଢି ଚାଲିଥିଲା ଭକ୍ତଙ୍କ ସଂଖ୍ୟା। ଏହାରି…

ପ୍ୟାରିସ୍‌ ଅଲିମ୍ପିିକ୍ସ ପାଇଁ କିଶୋର ଜେନା,ଅମିତ ରୋହିଦାସଙ୍କୁ ପ୍ରୋତ୍ସାହନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୭: ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫…

ସାପକାମୁଡ଼ା ରୋଗୀଙ୍କ ମୃତ୍ୟୁ ପରେ ବି ଗୁଣିଆ ଲଗାଇ ଝଡ଼ାଫୁଙ୍କା

ପାଟଣା,୮ା୭(ବୀରକିଶୋର ଦାଶ): ବିଜ୍ଞାନ ଯୁଗରେ ଏବେ ବି କେତେକ ଲୋକ ଅନ୍ଧବିଶ୍ୱାସର ବର୍ତ୍ତୀ ହୋଇ ଝଡ଼ାଫୁଙ୍କା ଉପରେ ବିଶ୍ୱାସ କରୁଥିବା ଦେଖିବାକୁ ମିଳୁଛି। ଏଭଳି କରୁଣ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ପୁଟିଳୀଆ ଗ୍ରାମରେ ଜଣେ ନାବାଳକ ସାପ କାମୁଡ଼ାରେ…

ଅଟକିଥିବା ରଥ ପୁଣି ଗଡିଲା

ପୁରୀ,୮।୯: ବଡ଼ଦାଣ୍ଡରେ ସୋମବାର ସକାଳୁ ପୁଣି ରଥଟଣା ଆରମ୍ଭ ହୋଇଛି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମରିଚୀକୋଟ ଛକ ନିକଟରେ ଅଟକିଥିବା ତାଳଧ୍ୱଜ ରଥକୁ ଟାଣିନେଉଛନ୍ତି। ଏହାପରେ ଦର୍ପଦଳନ ଏବଂ ନନ୍ଦିଘୋଷ ରଥ ଟଣାହେବ। ଦୀର୍ଘ ୫୩ ବର୍ଷ ପରେ ବିରଳ ସଂଯୋଗ…

ସୋସିଆଲ ମିଡିଆରେ ନବୀନଙ୍କ ଫଟୋ ଶେୟାର କଲେ ପାଣ୍ଡିଆନ, ଲେଖିଲେ ଏମିତି…

ଭୁବନେଶ୍ୱର,୮ା୭: ସାଧାରଣ ନିର୍ବାଚନ ପରଠାରୁ ବିଜେଡିର ପୂର୍ବତନ ନେତା କାର୍ତ୍ତିକ ପାଣ୍ଡିଆନ କେଉଁଆଡ଼େ ଉଭାନ ହୋଇଯାଇଛନ୍ତି। ଯାହାକୁ ନେଇ ରାଜ୍ୟରେ ଚର୍ଚ୍ଚା ଚାଲିଛି। ପାଣ୍ଡିଆନ କେଉଁଠି ଅଛନ୍ତି ବୋଲି ଅନେକ ପ୍ରଶ୍ନ କରୁଛନ୍ତି। ସେ କେଉଁଠି ଅଛନ୍ତି ଯଦିଓ ସଠିକ୍‌ ଜଣାପଡ଼ିନାହିଁ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮ା୭(ଅସମାପିକା ସାହୁ):ରାଜ୍ୟରେ ଏବେ ମୌସୁମୀ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର କୋରାପୁଟ, ରାୟଗଡ଼ା, ଗଜପତିରେ…

୮ ତାରିଖର ପିଜି ପ୍ରବେଶିକା ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୮ା୭(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି-୨୦୨୪) ଗତ ୩ ତାରିଖରୁ ଆରମ୍ଭ ହୋଇଛି। ତେବେ ୮ ତାରିଖ ସୋମବାର ହେବାକୁ ଥିବା ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ରଥଯାତ୍ରା ପାଇଁ ସରକାର ଛୁଟି ଘୋଷଣା…

ଚକ ଭାଙ୍ଗିଯିବାରୁ କ୍ରେନ୍‌ରେ ଟଣାହେଲା ରଥ

ଦେବଗଡ଼,୭।୭(ଶଶାଙ୍କ ଶେଖର ଝାଙ୍କର): ଚକ ଭାଙ୍ଗିଯିବାରୁ କ୍ରେନ ଦ୍ୱାରା ଟଣାହେଲା ରଥ। ସୁରକ୍ଷିତ ଭାବେ ମାଉସୀ ମା’ ମନ୍ଦିରରେ ପହଞ୍ଚିଲେ ଚତୁର୍ଦ୍ଧା ମୂର୍ତ୍ତି। ଏ ଭଳି ଏକ ଘଟଣା ଦେଖିବାକୁ ମିଳିଛି ଦେବଗଡ ଜିଲା ବାରକୋଟ ବ୍ଲକ ସଦର ମହକୁମାରେ। ମିଳିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?