ରାଜ୍ୟ

ରଥ ଚକ ତଳେ ଗଲା ଜୀବନ

ଝାରସୁଗୁଡ଼ା,୭।୭: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ଅଧୀନ କୁକୁଜଂଙ୍ଘା ଜଗନ୍ନାଥ ମନ୍ଦିରରେ ରବିବାର ରଥଟଣା ବେଳେ ଏକ ଅଘଟଣ ଘଟିଛି। ରଥ ଚକ ତଳେ ଚାପି ହୋଇ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, କୁକୁଜଂଙ୍ଘା ଜଗନ୍ନାଥ ମନ୍ଦିର…

ପୁରୀ ରଥଯାତ୍ରାରେ ମୃତ ଶ୍ରଦ୍ଧାଳୁଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୭: ରବିବାର ପୁରୀରେ ତାଳଧ୍ୱଜ ରଥଟଣା ସମୟରେ ପ୍ରବଳ ଭିଡ଼ ଯୋଗୁ ହିନ୍ଦୀ ସ୍କୁଲ ସମ୍ମୁଖରେ ଜଣେ ଭକ୍ତ ଅଣନିଃଶ୍ୱାସୀ ହୋଇ ତାଙ୍କର ମୃତ୍ୟୁ ଘଟିଥିଲା। ସେତିକିବେଳେ କେତେକ ଭକ୍ତ ଆହତ ହୋଇଥିବା ମଧ୍ୟ ସୂଚନା ମିଳିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ…

ବିଜେଡିର ନୂଆ ମୁଖପାତ୍ର ମଣ୍ଡଳୀ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ…

ଭୁବନେଶ୍ୱର,୭।୭: ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ଦଳରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ତାଙ୍କ ସ୍ବାକ୍ଷରରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ ରାଜ୍ୟସ୍ତରୀୟ ସମସ୍ତ ଦଳୀୟ ପଦାଧିକାରୀଙ୍କୁ ହଟାଇ ଦିଆଯାଇଛି। ହେଲେ ଜିଲାସ୍ତରୀୟ କମିଟି ଓ କର୍ମକର୍ତ୍ତା ଅପରିବର୍ତ୍ତିତ…

ବାଟରେ ଅଟକିଲେ ତିନି ଠାକୁର

ପୁରୀ,୭ା୭: ରବିବାର ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚଳିତ ବର୍ଷ ଦୁଇ ଦିନ ହେବ ରଥ ଟଣା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼…

ଗଡ଼ିଲା ୩ ରଥ ତାଳଧ୍ବଜ, ଦର୍ପଦଳନ, ନନ୍ଦିଘୋଷ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଥିଲେ ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…

ପୁରୀ ରଥଟଣା ବେଳେ ଅଘଟଣ: ଜଣେ ପୁରୁଷ ଶ୍ରଦ୍ଧାଳୁ ମୃତ

ପୁରୀ,୭ା୭: ରବିବାର ପୁରୀରେ ରଥଟଣା ବେଳେ ଏକ ଅଘଟଣ ଘଟିଛି। ତାଳଧ୍ୱଜ ରଥଟଣା ସମୟରେ ଜଣେ ପୁରୁଷ ଭକ୍ତ ଅଣନିଃଶ୍ୱାସୀ ହୋଇ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମଳିଛି। ହେଲେ ଶ୍ରଦ୍ଧାଳୁଙ୍କ ପରିଚୟ ଜଣାପଡି ନାହିଁ। ମିଳିଥିବା ସୂଚନା ମୁତାବକ, ତାଳଧ୍ୱଜ…

ଝିଅ ବାହାଘର ପାଇଁ ରଖିଥିଲେ ସୁନା ଗହଣା, ସବୁ ଲୁଟିନେଲେ ଦୁର୍ବୃତ୍ତ

ହାଟଡିହୀ,୭ା୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଗୋପ ଗ୍ରାମରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପୋଲିସ କେସ୍‌ ନଂ ୨୧୭/୨୦୨୪ରେ ଏକ ମାମଲା ରୁଜୁ କରିଥିବା ବେଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଅଭିଯୋଗରୁ ଜଣାଯାଇଛି ଯେ,…

ବଡ଼ଦାଣ୍ଡରେ ଗଡ଼ିଲା ରଥ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଥିଲେ ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…

ବଡ଼ଦାଣ୍ଡରେ ଲୀଳାମୟଙ୍କୁ ଚାହିଁ ହାତ ଯୋଡ଼ିଲେ ନବୀନ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର । ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପହଞ୍ଚିଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଠାକୁରଙ୍କୁ ଦେଖିବା ପରେ ଭାବବିହ୍ବଳ ହୋଇପଡ଼ିଥିଲେ। ସେ ଦୁଇହାତ ଯୋଡ଼ି…

ହାତ ଟେକି ଆଣ୍ଠୁ ମାଡ଼ି ମହାବାହୁଙ୍କୁ ମୁଣ୍ଡିଆ ମାରିଲେ ରାଷ୍ଟ୍ରପତି

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି କାଳିଆକୁ ଦେଖି ଭାବବିହ୍ବଳ ହୋଇପଡିଥିଲେ। ଏପରିକି ରାଷ୍ଟ୍ରପତି ହାତ ଟେକି ଆଣ୍ଠୁ ମାଡ଼ି ମହାପ୍ରଭୁ ଜଗନ୍ନାଥଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରିଥିଲେ।…

ଶଖାଙ୍କ ପାଖକୁ ଆସିଛନ୍ତି ସୁଦାମା

ଭୁବନେଶ୍ୱର,୭।୭: ଶ୍ରୀକ୍ଷେତ୍ରରେ ଭକ୍ତ ସୁଦାମା। ବଡ଼ଦାଣ୍ଡରେ ଶୋଇ ନିଜ ସଖାକୁ ଅପେକ୍ଷା କରିଛନ୍ତି। ଖାଲି ପାଦରେ ଚାଲି ଚାଲି ଅଣ୍ଟାରେ ଖୁଦ ମୁଠି ନେଇ ଅନେକ ଦୂରରୁ ଆସିଥିବା ସୁଦାମା ସଖା କୃଷ୍ଣଙ୍କୁ ଭେଟିବା ପାଇଁ ଧାଇଁ ଆସିଛନ୍ତି। ତାଙ୍କ ଆଖିରେ…

୩ ରଥରେ ଛେରାପହଁରା କଲେ ଗଜପତି ମହାରାଜା

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?