ରାଜ୍ୟ

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ କଣ୍ଟେନର (ଏନ୍‌ଏଲ୍‌ଓ ୧ଏଏଫ୍‌ ୯୧୮୦) ଅନ୍ୟ ଏକ ଟ୍ରକ୍‌ (ଟିଏନ୍‌…

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧:  ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ ପାଇଁ ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି । ରିଟର୍ଣ୍ଣିଂ ଅଫିସର…

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା ଜମି ସର୍ଭେ ଆରମ୍ଭ ହୋଇଛି । ବୁଧବାର ଅପରାହ୍ନରେ ଏହି ଟିମ୍‌ରେ ରାଜନଗର ବନ…

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ଏମ୍‌ପି ଶୁଭାଶିଷ…

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ସୂଚନା ମୁତାବକ, ଫେବୃଆରୀ ୨ରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚି…

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି ଅର୍ଥ ପାଇବେ ବୋଲି ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ…

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ ତିନିଜଣଙ୍କର ମୃତ୍ୟୁ ହୋଇଛି । ଏନ୍‌ଏଚ୍‌ରେ କଣ୍ଟେନରକୁ ଥାର୍ ଧକ୍କା ଦେବା ଫଳରେ ୩ଜଣଙ୍କ…

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି । ଖବର ଅନୁସାରେ, ଭୁବନେଶ୍ୱର ପଟୁ କଟକ ଆଡକୁ ଯାଉଥିଲା ବେଳେ ଅଘଟଣ । ତେବେ…

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜ ବାସଭବନରେ ଦଳର ୧୦ ଜଣ ବିଧାୟକଙ୍କ ସହ ଏକ…

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା ବିଜେପୁର ଅଞ୍ଚଳରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ଆଧାର ଡାଟାବେସର ଗୁରୁତର…

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ ପ୍ରାୟ ୫୬,୪୯୫ ଜଣ ପରୀକ୍ଷାର୍ଥୀ ଏହି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷାରେ ଅଂଶଗ୍ରହଣ କରିଛନ୍ତି। ସକାଳ ୧୦ଟାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri