ସୋମବାର ଶିକ୍ଷାନୁଷ୍ଠାନ ବନ୍ଦ
ଭୁବନେଶ୍ୱର, ୬ା୭(ଅସମାପିକା ସାହୁ) – ଚଳିତବର୍ଷ ଶ୍ରୀଜୀଉଙ୍କ ଗୁଣ୍ଡିଚା ଯାତ୍ରା ଦୁଇଦିନ ଧରି ଚାଲିବ। ରବିବାର ସାପ୍ତାହିକ ଛୁଟି ଥିବାବେଳେ ସୋମବାର ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ…
ଟଙ୍କା ବ୍ୟାଗ୍ ଫିଙ୍ଗି ଦୌଡ଼ିଥିଲେ ତହସିଲଦାର, ଗୋଡ଼ାଇ ଧରିଲା ଭିଜିଲାନ୍ସ ଟିମ୍
ରାୟଗଡ଼ା,୬ା୭): ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ ଗିରଫ ହୋଇଛନ୍ତି। ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ଜଣାପଡ଼ିଛି। ତହସିଲଦାର ନାୟକ ଲାଞ୍ଚ ନେଉଥିବା ଜାଣି ଭିଜିଲାନ୍ସ ଟିମ୍ ତାଙ୍କ ପିଛା…
ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ
ପୁରୀ,୬।୭: ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ ଶନିବାର ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଟାଣି ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ଏହି ଦିବ୍ୟ ଦୃଶ୍ୟ ଦେଖିଛନ୍ତି ଶତାଧିକ ଶ୍ରଦ୍ଧାଳୁ। ଏପରିକି…
ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର, ୬।୭: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଭୁବନେଶ୍ୱରରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ରାଷ୍ଟ୍ରପତି ଯୋଗଦେବେ। ଆସନ୍ତାକାଲି ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଗୁଣ୍ଡିଚା…
ଆସିଲା ଖୁସିଖବର: ଜାଣନ୍ତୁ କେଉଁମାନେ ସାମିଲ ହେବେ ହେବେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ
ଭୁବନେଶ୍ୱର,୬।୭: କୃଷକଙ୍କ ପାଇଁ ଆସିଲା ଖୁସିଖବର। କୃଷକ ଭାଇ ମାନଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ଯୋଗ୍ୟ କାଳିଆ ହିତାଧିକାରୀ ସାମିଲ ହେବେ । କୃଷି ବିଭାଗର ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ…
ସ୍କୁଲ ଆସୁ ନାହାନ୍ତି ଶିକ୍ଷୟିତ୍ରୀ, ଶିକ୍ଷକ: ୪ଦିନ ହେଲା ଝୁଲୁଛି ତାଲା
ଭଦ୍ରକ,୬।୭: ଭଦ୍ରକ ଜିଲା ବାସୁଦେବପୁରସ୍ଥିତି ଦଧିବାମନପୁର ସ୍କୁଲରେ ୪ଦିନ ହେଲା ତାଲା ଝୁଲୁଛି। ଫଳରେ ଛାତ୍ରୀଛାତ୍ରଙ୍କ ପାଠ ପଢା ବନ୍ଦ ରହିଛି। ଏନେଇ ଅଭିଭାବକ ମହଳରେ ଅସନ୍ତୋଷ ପ୍ରକାଶ ପାଇବା ସହ ତୁରନ୍ତ ଜିଲା ପ୍ରଶାସନ ସମସ୍ୟାର ସମାଧାନ କରି ଆବଶ୍ୟକ…
କ୍ରୀଡ଼ା ପାଇଁ ସମର୍ପିତ ଓଡ଼ିଶା ସରକାର; ଚାମ୍ପିୟନ ମହିଳା ରଗ୍ବୀ ଦଳକୁ ରାତି ଅଧରେ କଲେ ସ୍ୱାଗତ
ଭୁବନେଶ୍ୱର, ୬।୭: ମହାରାଷ୍ଟ୍ରର ପୁଣେସ୍ଥିତ ବେଲଓ୍ବୋଡ଼ି ଷ୍ଟାଡିୟମରେ ଗୁରୁବାର ଉଦ୍ଯାପିତ ସର୍ବଭାରତୀୟ ସିନିୟର ମହିଳା ରଗ୍ବୀ ୭ ଏସ୍ ଚାମ୍ପିୟନଶିପ୍ରେ ଓଡ଼ିଶା ଦଳ ଚାମ୍ପିୟନ ହୋଇଛି। ବିମାନ କାରଣରୁ ବିଜୟୀ ଓଡ଼ିଶା ଟିମ୍ ଶୁକ୍ରବାର ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ ବେଳେ ସେମାନଙ୍କୁ ବିଜୁ…
ଭାଜପା ଉପରେ ବର୍ଷିଲେ ପ୍ରମିଳା: ଲକ୍ଷ୍ମୀ ବସ୍କୁ ନେଇ କହିଲେ ଏମିତି
ଭୁବନେଶ୍ୱର,୬।୭: ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛି ବିିଜେଡି। ଏକ ଖବରଦାତା ସମ୍ମିଳନୀ କରି ଦଳର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ ଓ ଲୋପାମୁଦ୍ରା ବକ୍ସିପାତ୍ର କହିଛନ୍ତି, ଭାଜପା ସରକାର ରଙ୍ଗ ବଦଳାଇବା ନୀତି ଛାଡନ୍ତୁ। ଲକ୍ଷ୍ମୀ ବସ୍ର ନାଁ ଏବଂ…
ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ
ଖୋର୍ଦ୍ଧା,୬।୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବୋଲଗଡ଼ କନିଷ୍ଠ ଯନ୍ତ୍ରୀ ନୃସିଂହ ନାଥ ପ୍ରଧାନ ଲାଞ୍ଚ ନେଇ ଧରା ପଡ଼ିଛନ୍ତି। ସୂଚନାଯୋଗ୍ୟ,ଏମ୍ପି ପାଣ୍ଠି ବିନିଯୋଗରେ ବୋଲଗଡ ବ୍ଲକ ଖଙ୍ଗୁରିଆ ପଞ୍ଚାୟତ ଏକ ଗ୍ରାମରେ ନିର୍ମାଣ ହୋଇଥିବା କୋଠାଘର ବିଲ୍ ପାସ କରିବା ପାଇଁ…
୮ରେ ବନ୍ଦ ରହିବ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ
ଭୁବନେଶ୍ୱର,୬।୭: ରବିବାର ବିଶ୍ୱପ୍ରଶିଦ୍ଧ ରଥଯାତ୍ରା। ଚଳିତବର୍ଷ ରଥଯାତ୍ରା ୨ଦିନ ହେଉଥିବାରୁ ଜୁଲାଇ ୮ ତାରିଖ ଛୁଟି ଘୋଷଣା କରାଯାଇଛି। ୮ ତାରିଖରେ ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନ ଓ ବେସରକାରୀ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ମଧ୍ୟ ବନ୍ଦ ରହିବ। ପୂର୍ବରୁ…
‘ଏକ ପେଡ୍ ମା’ କେ ନାମ୍’ ଅଭିଯାନରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ: ବିଧାନସଭା ପରିସରରେ ଲଗାଇଲେ ଏହି ଗଛ
ଭୁବନେଶ୍ୱର,୬।୭(ଅସମାପିକା ସାହୁ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଓଡ଼ିଶା ବିଧାନସଭା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…
ରତ୍ନ ଭଣ୍ଡାର ଖୋଲିବାକୁ ନେଇ ଆସିଲା ବଡ଼ ନିଷ୍ପତ୍ତି
ପୁରୀ, ୬।୭: ପୁରୀରେ ବସିଥିବା ରତ୍ନ ଭଣ୍ଡାର ଯାଞ୍ଚ କମିଟିର ବୈଠକରେ ଆଜି ରତ୍ନଭଣ୍ଡାର ଚାବି ଉପରେ ଫୋକସ କରାଯାଇଛି । ଚାବି ମଳିବା ପରେ ରତ୍ନଭଣ୍ଡାର ଖୋଲାହେବ। ପରେ ଗଣତି ମଣତି ହେବ। ଭଣ୍ଡାର ଖୋଲିବା ନେଇ ତାରିଖ ଘୋଷଣା…

