ରାଜ୍ୟ

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଡ଼ିଆରେ ହେବ ଡାକ୍ତରୀ ପାଠପଢ଼ା

ଭୁବନେଶ୍ୱର,୫ା୭(ବନ୍ଦନା ସେଠୀ):ରାଜ୍ୟରେ ଓଡ଼ିଆ ଭାଷାରେ ଡାକ୍ତରୀ ପାଠ ପଢାଯିବ। ଏଥିପାଇଁ କେଉଁସବୁ ବ୍ୟବସ୍ଥା ଆପଣାଯିବ ତାହା ସ୍ଥିର କରିବା ପାଇଁ ରାଜ୍ୟ ସରକାର ଏକ ୨୨ଜଣିଆ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ଏମ୍‌ବିବିଏସ୍‌ କୋର୍ସ ପାଇଁ ଆବଶ୍ୟକ ପାଠ୍ୟପୁସ୍ତକକୁ ଓଡ଼ିଆରେ ଅନୁବାଦ…

ରତ୍ନଭଣ୍ଡାର ଖୋଲିବା ନେଇ ବଡ଼ ଘୋଷଣା କଲେ ଆଇନମନ୍ତ୍ରୀ:୧୬ ଜଣିଆ କମିଟି ଗଠନ

ଭୁବନେଶ୍ୱର,୫ା୭(ଅନିଲ ଦାସ):ଖୁବ୍‌ଶୀଘ୍ର ଶ୍ରୀଜୀଉଙ୍କ ରତ୍ନଭଣ୍ଡାର ଖୋଲିବ। ରତ୍ନଭଣ୍ଡାର ଖୋଲିବା ନେଇ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି। ଏ ନେଇ ଗୁରୁବାର ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଓଡ଼ିଶା ହାଇକୋର୍ଟର ପୂର୍ବତନ…

ବିଷ ପିଇଦେଲେ ଶାଳୀ, ଭିଣୋଇ

ବେହେରା, ୪ା୭(ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କୋକସରା ଥାନା ପଲସପାଣି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। କୌଣସି କାରଣକୁ ନେଇ ଶାଳୀ ଓ ଭିଣୋଇ ବିଷ ପିଇଥିବା ବେଳେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା…

ଏହି ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ!

ଭୁବନେଶ୍ୱର, ୪।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୦୬ ବ୍ୟାଚ ଆଇଏଏସ ମନୋଜ କୁମାର ସାହୁଙ୍କୁ ନିଯୁକ୍ତ କରାଯାଇପାରେ। ଏନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଥିବା ଜଣାପଡିଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ…

ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଏହି ଅଧିକାରୀଙ୍କୁ ମିଳିଲା ନିଯୁକ୍ତି

ଭୁବନେଶ୍ୱର, ୪।୭: ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୨ ବ୍ୟାଚ ଆଇଏଏସ୍‌ ଗଣେଶ୍ୱର ଜେନାଙ୍କୁ ନିଯୁକ୍ତ ଦିଆଯାଇଛି । ଆଜି ତାଙ୍କୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି ।…

କଂଗ୍ରେରେ ମିଶିଯାଉ ବିଜେଡି : ଏପରି କାହିଁକି କହିଲେ ସପ୍ତଗିରି

ଭୁବନେଶ୍ୱର, ୪।୭: ଦୀର୍ଘ ୧୦ ବର୍ଷ ଧରି କେନ୍ଦ୍ରରେ ଏନ୍‌ଡିଏ ସରକାରର ସବୁ ନିଷ୍ପତ୍ତିକୁ ବିଜେଡି ସମର୍ଥନ କରିଆସୁଥିଲା। ହେଲେ ଏବେ ରାଜ୍ୟରେ ୨୧ ଲୋକ ସଭା ଆସନ ମଧ୍ୟରୁ ଗୋଟିଏ ହେଲେ ବି ସିଟ୍‌ ବିଜେଡି ଜାତିପାରିଲା ନାହିଁ। ଭାଜପାକୁ…

ଲାଞ୍ଚ ନେଇ ସହକାରୀ ଆର୍‌ଆଇ ଗିରଫ

କଟକ,୪ା୭(କାର୍ତ୍ତିକ ସାହୁ): ପୁରୀ ତହସିଲ ଅଧୀନ ଚନ୍ଦନପୁର ଆର୍‌ଆଇ ସର୍କଲର ସହକାରୀ ଆର୍‌ଆଇ ପବିତ୍ର କୁମାର କାଣ୍ଡି ଲାଞ୍ଚ ନେବା ମାମଲାରେ ଗୁରୁବାର ଗିରଫ ହୋଇଛନ୍ତି। ଜଣେ ବ୍ୟକ୍ତିଙ୍କଠାରୁ ୫୧୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଅଧିକାରୀ ତାଙ୍କୁ ଧରିଥିଲେ।…

ରତ୍ନଭଣ୍ଡାର ପ୍ରସଙ୍ଗ ଉପରେ ବଡ଼ ପ୍ରତିକ୍ରିୟା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କହିଲେ ୬ରେ…

ଭୁବନେଶ୍ୱର,୪।୭: ରତ୍ନଭଣ୍ଡାର ପ୍ରସଙ୍ଗ ଉପରେ ବଡ଼ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲିବ। ୬ ତାରିଖ ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଅନ୍ୟପଟେ, ୮ରେ ରତ୍ନଭଣ୍ଡାର ଖୋଲିବାକୁ…

ଇସ୍ତଫା ଦେବେ କି ପିସିସି ସଭାପତି! ଏଆଇସିସି ପାଖକୁ ଇସ୍ତଫାପତ୍ର ପଠାଇଥିବା ଚର୍ଚ୍ଚା

ଭୁବନେଶ୍ୱର,୪।୭: ବଦଳିବେ କି ପିସିସି ସଭାପତି ? ଜୋର ଧରିଲା ମୁଖିଆ ପରିବର୍ତ୍ତନ ଚର୍ଚ୍ଚା। ଶରତ ପଟ୍ଟନାୟକ ଏଆଇସିସି ପାଖକୁ ଇସ୍ତଫାପତ୍ର ପଠାଇଥିବା ଆଲୋଚନା ହେଉଛି। ହେଲେ ଏନେଇ ନା କେନ୍ଦ୍ରୀୟ ନେତୃତ୍ୱ କି ନିଜେ ପିସିସି ସ୍ପଷ୍ଟ କିଛି କରିନାହାନ୍ତି।…

୬ରେ ଘୂର୍ଣ୍ଣିବଳୟ: ୫ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୪।୭: ରାଜ୍ୟରେ ୫ଦିନ ଯାଏ ବର୍ଷା ଜାରି ରହିବ। ୬ ଓ ୭ ତାରିଖ ବେଳକୁ କେତେକ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଏ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୬ ତାରିଖ ବେଳକୁ…

୮ରେ ବନ୍ଦରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୪।୭: ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ରଥଯାତ୍ରା ପାଇଁ ସରକାରୀ ଛୁଟିଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ଗୁରୁବାର ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ସୂଚନା ଦେଇଛି। ସୂଚନାଯୋଗ୍ୟ, ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ସାଧାରଣ…

ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ବସିବା ଦିଗ, ଏହା ପଛରେ ରହିଛି ବଡ଼ କାରଣ, ଜାଣନ୍ତୁ କ’ଣ କହିଲେ ବାସ୍ତୁବିତ୍‌

ଭୁବନେଶ୍ୱର,୪।୭: ଲୋକସେବା ଭବନ ନିଜ କାର୍ଯ୍ୟାଳୟରେ ବସିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ନବୀନ ପଟ୍ଟନାୟକ ଯେଉଁ ପ୍ରକୋଷ୍ଠରେ ବସୁଥିଲେ, ସେଇଠି ମୋହନ ବସିଛନ୍ତି। ତେବେ ସିଏମଓ ଆସବାବପତ୍ର ସହ ଚେୟାର ଦିଗ ବି ବଦଳାଯାଇଛି। ଚେୟାର ଦିଗ ସଂପର୍କରେ ବାସ୍ତୁବିତ୍‌ ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?