ରାଜ୍ୟ

ବଢୁଛି ମେଣ୍ଟ ସସ୍‌ପେନ୍ସ: ବିଧାୟକ ମୋହନ ମାଝୀଙ୍କ ଘରେ ଭାଜପା ବିଧାୟକଙ୍କ ମେଳି

ଭୁବନେଶ୍ୱର,୧୧।୩: ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ଉପରୁ ପରଦା ଉଠୁନି। ଏହି ସମୟରେ ଭାଜପା ବିଧାୟକ ମୋହନ ମାଝୀଙ୍କ ଭୁବନେଶ୍ୱର ବାସଭବନରେ ୫ ବିଧାୟକଙ୍କ ଏକାଠି ହେବାକୁ ନେଇ ସସ୍‌ପେନ୍ସ ତୀବ୍ର ହୋଇଛି। ବୈଠକରେ କସୁମ ଟେଟେ, ବୁଦ୍ଧାନ ମୁର୍ମୁ, ଭାସ୍କର ମଡେଇ,ନାରାୟଣ…

ଓଡ଼ିଶାର ଦୀର୍ଘତମ ଫ୍ଲାଏଓଭର ଲୋକାର୍ପିତ 

ଯୋଡ଼ା,୧୧ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲାର ଯୋଡ଼ାଠାରେ ଓଡ଼ିଶାର ଦୀର୍ଘତମ ଫ୍ଲାଏଓଭର ସୋମବାର ଲୋକାର୍ପିତ ହୋଇଯାଇଛି। ୩ କି.ମି. ଲମ୍ବ ବିଶିଷ୍ଟ ଏହି ଫ୍ଲାଏଓଭରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଲୋକାର୍ପଣ କରିଛନ୍ତି। କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ…

ମଙ୍ଗଳବାରଠୁ ଓଡ଼ିଶାରେ ଗଡ଼ିବ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ: ଏହି ସବୁ ଜିଲା ଦେଇ ଯିବ

ଭୁବନେଶ୍ୱର,୧୧।୩: ମଙ୍ଗଳବାର ଓଡ଼ିଶାରେ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଗଡ଼ିବ। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ୧୦ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ। ସେଥିମଧ୍ୟରୁ ଗୋଟିଏ ବନ୍ଦେ ଭାରତ ଏକ୍ସପ୍ରେସ ଓଡ଼ିଶାରେ ଚାଲିବ। ଏହି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ…

ମେଣ୍ଟ ଚର୍ଚ୍ଚା ମଧ୍ୟରେ ବିଜେଡି ସରକାରଙ୍କ ବିରୋଧରେ ବଡ଼ ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର,୧୧।୩: ରାଜ୍ୟରେ ବିଜେଡି ଓ ଭାଜପା ମେଣ୍ଟ ଚର୍ଚ୍ଚା ମଧ୍ୟରେ ସୋମବାର ଭାଜପା ପ୍ରଥମଥର ପାଇଁ ବିଜେଡି ସରକାରଙ୍କ ବିରୋଧରେ ଅଭିଯୋଗ ଆଣିଛି। ଭାଜପା ନିର୍ବାଚନ କମିଶନଙ୍କୁ ଭେଟି ଦୀର୍ଘଦିନ ଧରି କାର୍ଯ୍ୟରତ ଅଧିକାରୀମାନଙ୍କୁ ତୁରନ୍ତ ବଦଳି ପାଇଁ ଦାବି ଜଣାଇଛି।…

ଦାବି ନ ମାନିଲେ ମାଟ୍ରିକ୍‌ ଖାତା ମୂଲ୍ୟାୟନ କରିବୁ ନାହିଁ

ଭଦ୍ରକ,୧୧ା୩(ସନାତନ ରାଉତ): ୨୦୦୪ରୁ ୨୦୧୩ ମଧ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟରେ ନିଯୁକ୍ତ ସମସ୍ତ ଶିକ୍ଷକଙ୍କୁ ୬ଟି ନ୍ୟାଶନାଲ ଇନ୍‌କ୍ରିମେଣ୍ଟ ସହ ୬ ବର୍ଷର ଚୁକ୍ତି ଅବଧିକୁ ନିୟମିତ ଚାକିରିରେ ଯୋଗ କରିବା, ମାଧ୍ୟମିକ ଶିକ୍ଷକଙ୍କ କ୍ୟାଡର ପୁନର୍ଗଠନ ଦାବି ଆସନ୍ତା ୧୩…

ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ‘କାଳିଆ’ ଟଙ୍କା

ଭୁବନେଶ୍ୱର,୧୧।୩: ଚାଷୀଙ୍କୁ ସୋମବାର କାଳିଆ କିସ୍ତି ଟଙ୍କା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିଛନ୍ତି । ୯୩୩ କୋଟିରୁ ଅଧିକ ଟଙ୍କା ଡିବିଟି ମାଧ୍ୟମରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପ୍ରଦାନ କରାଯାଇଛି। ୧୮ ଲକ୍ଷରୁ…

‘ହାତ’ ଧରିଲେ ରେମୁଣାର ପୂର୍ବତନ ବିଧାୟକ

ଭୁବନେଶ୍ୱର,୧୧।୩: ବାଲେଶ୍ୱର ଜିଲା ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା ସେମାବାର କଂଗ୍ରେସରେ ଯୋଗ ଦେଇଛନ୍ତି। ସେ କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ଯୋଗ ଦେଇଥିବା ସୂଚନା ମିଳିଛି। ସୁଦର୍ଶନ ଗତ…

ଏପଟେ ମେଣ୍ଟ ଚର୍ଚ୍ଚା: ସେପଟେ ଅମିତ ଶାହାଙ୍କୁ ଭେଟିଲେ ରାଜ୍ୟପାଳ

ଭୁବନେଶ୍ୱର,୧୧।୩: ରାଜ୍ୟରେ ଏବେ ଭାଜପା ଏବଂ ବିଜେଡି ମଧ୍ୟରେ ମେଣ୍ଟ ହେବା ନେଇ ଜୋରଦାର ଚର୍ଚ୍ଚା ଚାଲିଛି। ଏହି ଚର୍ଚ୍ଚା ମଧ୍ୟରେ ରାଜ୍ୟପାଳ ରଘୁବର ଦାସ ସୋମବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଏନେଇ ରାଜ୍ୟପାଳ ଟୁଇଟ୍‌ ଯୋଗେ…

ମେଣ୍ଟ ଚର୍ଚ୍ଚା ଭିତରେ ଏମିତି କହିଲେ ଭାଜପା ନେତା କନକ ବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର,୧୧।୩: ଭାଜପା ଏବଂ ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମିବାର ନାଁ ଧରୁନି। ଉଭୟ ଦଳ ନିଜ ଆଭିମୁଖ୍ୟ ସ୍ପଷ୍ଟ କରୁନାହାନ୍ତି। ଏସବୁ ଭିତରେ ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି, ଭାଜପା ଏକ ଜାତୀୟ ଦଳ, ତେଣୁ…

ହଠାତ୍‌ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଆକାଶ ହେଲା ଧୂଆଁମୟ

ପାଟଣା,୧୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ସୋମବାର ମଧ୍ୟାହ୍ନରେ ପ୍ରଚଣ୍ଡ ଶବ୍ଦ ହୋଇଛି। ଦୁଇଦୁଇ ଥର ପ୍ରଚଣ୍ଡ ଶବ୍ଦ ହେବା ସହ ଘରଦ୍ୱାର ଥରି ଉଠିଥିଲା। ତେବେ ଏହି ଶବ୍ଦର ପ୍ରକୃତ କାରଣ ଅସ୍ପଷ୍ଟ ଥିବା ବେଳେ କେତେକ…

ଆଜି ଚାଷୀଙ୍କ ଖାତାକୁ ଯିବ କାଳିଆ ଟଙ୍କା: ବିଳମ୍ବ ନ କରି…

ଭୁବନେଶ୍ୱର,୧୧।୩: ସୋମବାରରୁ ଶୁଭାରମ୍ଭ। ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରିବେ । ଖରିଫ ଋତୁ ପାଇଁ କାଳିଆ ସହାୟତା ପ୍ରଦାନ କରାଯିବ। ୪୬ ଲକ୍ଷରୁ ଊଦ୍ଧର୍‌ବ କ୍ଷୁଦ୍ର,…

ଲାଗିରହିଛି ସସପେନ୍ସ: ଭୁବନେଶ୍ୱରରେ ମେଣ୍ଟ ଘୋଷଣା କରିପାରନ୍ତି ନବୀନ-ଅମିତ ଶାହା!

ଭୁବନେଶ୍ୱର,୧୦।୩: ରାଜ୍ୟରେ ଭାଜପା ଏବଂ ବିଜେଡି ମେଣ୍ଟକୁ ନେଇ ସସପେନ୍ସ ଲାଗି ରହିଛି। ଭାଜପା ରାଜ୍ୟରେ ମେଣ୍ଟ ସମ୍ଭାବନାକୁ ବାରମ୍ବାର ଖାରଜ କରୁଥିବାବେଳେ ବିଜେଡି ନୀରବ ରହିଛି। ସେପଟେ ଭାଜପା ନେତୃତ୍ୱ ବାରମ୍ବାର ଦିଲ୍ଲୀ ଯାଉଥିଲେ ମଧ୍ୟ ମେଣ୍ଟକୁ ନେଇ ଅଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri