ବ୍ଲକ୍ଗ୍ରାଣ୍ଟ କର୍ମଚାରୀଙ୍କ ଅନୁକମ୍ପାମୂଳକ ସହାୟତା ରାଶି ବଢ଼ାଇଲେ ସରକାର
ଭୁବନେଶ୍ୱର,୧୦ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ୍ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ବିଭିନ୍ନ ସେବା ସୁବିଧା ଘୋଷଣା କରିଛନ୍ତି। ଘୋଷଣା ଅନୁଯାୟୀ, ଏହି ବ୍ଲକଗ୍ରାଣ୍ଟ କର୍ମଚାରୀମାନେ…
ପୂର୍ବ ଶତ୍ରୁତାରୁ ଜଣଙ୍କୁ ପିଟିପିଟି ମାରିଦେଲେ, ଗାଁ ଦାଣ୍ଡରେ ପଡ଼ିଛି ମୃତଦେହ
ଖୋର୍ଦ୍ଧା/ବେଗୁନିଆ,୧୦।୩(ପ୍ରଭାତ ପାଣିଗ୍ରାହୀ/ହର ପ୍ରସନ୍ନ ପଣ୍ଡା) : ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବେଗୁନିଆ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଥାନା ଅନ୍ତର୍ଗତ ମାଣିବନ୍ଧ ପଞ୍ଚାୟତ ବଡନୂଆପଲ୍ଲୀ ଗାଁରେ ଘଟିଛି ହତ୍ୟାକାଣ୍ଡ। ମୃତ ବ୍ୟକ୍ତି ହେଲେ…
ଜେଲ୍ରୁ ଫେରାର ହୋଇଗଲେ ଦୁଇ ୨ ବିଚାରାଧୀନ କଏଦୀ
ଟିଟିଲାଗଡ଼,୧୦ା୩(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଉପକାରାଗାରରୁ ଦୁଇ ଜଣ ହତ୍ୟା ଅଭିଯୁକ୍ତ ବିଚାରାଧୀନ କଏଦୀ ଫେରାର ହେବା ଆଲୋଚନାର ବିଷୟ ହୋଇଛି। ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ସିନ୍ଧେକେଲା ଥାନା ଅଞ୍ଚଳରେ ମାନସିକ ପୂରଣ ପାଇଁ ଦୁଇଟି ଶିଶୁ ବଳି ଦେଇଥିବା…
ମଝି ଆକାଶରେ ମେଣ୍ଟ ଚର୍ଚ୍ଚା, ଭାଜପା ସଭାପତିଙ୍କୁ ଘେରିଗଲେ ଯାତ୍ରୀ
ଭୁବନେଶ୍ୱର,୧୦।୩: ଓଡ଼ିଶା ରାଜନୀତିରେ ଘଡିକେ ଘୋଡା ଛୁଟୁଛି। ଏକ ସମ୍ଭାବ୍ୟ ମେଣ୍ଟକୁ ନେଇ ପୂରା ରାଜ୍ୟରେ ଚହଳ। ଦିଲ୍ଲୀ ଦୌଡୁଛନ୍ତି ବଡ଼ ବଡ଼ ନେତା। ଗଣମାଧ୍ୟମରେ ବି ଚର୍ଚ୍ଚା ଜୋର୍। ବାଟେଘାଟେ, ଚା’ ଖଟି। ସବୁଠି ଗୋଟିଏ କଥା ଓଡ଼ିଶାରେ ବିଜେଡି-ଭାଜପା…
ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ୧୫ ଦିନର ସାମୟିକ ଛୁଟି ଘୋଷଣା କଲେ ସରକାର
ଭୁବନେଶ୍ୱର,୧୦ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ସମସ୍ତ ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ ମହିଳା କର୍ମଚାରୀମାନଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ପ୍ରଦାନ ନିମନ୍ତେ ଘୋଷଣା କରିଛନ୍ତି। ୫-ଟି…
ଉତ୍ସବରେ ଟଳିପଡ଼ିଲେ ପୂର୍ବତନ ସରପଞ୍ଚ
ମାର୍ଶାଘାଇ,୧୦।୩ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମଣିକୁଣ୍ଡା ପଞ୍ଚାୟତର ପୂର୍ବତନ ସରପଞ୍ଚ ସରୋଜକାନ୍ତ ଚୌଧୁରୀ (୭୬)ଙ୍କ ହୃଦ୍ଘାତରେ ପରଲୋକ ଘଟିଛି। ଶନିବାର ମାର୍ଶାଘାଇ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଚାଲିଥିବା ଜେଜେ ମା’ ଜେଜେବାପା ଉତ୍ସବରେ ସେ ଚେୟାରରେ…
ଇବ୍ନଦୀରେ ଗୋଟିଏ ପରିବାରର ୩ଜଣ ନିଖୋଜ ଘଟଣା: ଦୁଇଭାଇଙ୍କ ସମେତ ୩ ମୃତଦେହ ଉଦ୍ଧାର
ସୁନ୍ଦରଗଡ଼,୧୦।୩(ଜୟ ନାରାୟଣ ମେଣ୍ଡୁଳି): ପିକନିକ ହେଲା କାଳ। ସୁନ୍ଦରଗଡ ଇବ୍ ନଦୀର ସେମ ନା ଘାଟକୁ ପିକନିକ କରିବାକୁ ଯାଇ ନଦୀରେ ଗାଧୋଉଥିବାବେଳେ ୩ଜଣ ପାଣିରେ ବୁଡି ଯାଇଛନ୍ତି । ତେବେ ସେମାନଙ୍କର ମୃତଦେହ ଗତକାଲି ମିଳୁ ନ ଥିବାବେଳେ ଆଜି…
ମେଣ୍ଟ ହେବ କି ନାହିଁ? ମାର୍ଚ୍ଚ ୧୨ରେ ଆସିବ ସ୍ପଷ୍ଟ ଚିତ୍ର
ଭୁବନେଶ୍ୱର,୧୦।୩: ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ଦିନକୁ ଦିନ ଅଧିକ ରହସ୍ୟମୟ ହୋଇଉଠୁଛି । ମେଣ୍ଟ ହେବ କି ନାହିଁ, ଏ ଉତ୍ତର କାହାରି ପାଖରେ ନାହିଁ । କେହି ମେଣ୍ଟ ହେବ ବୋଲି କହୁଥିବାବେଳେ କେହି କହୁଛନ୍ତି ଏକାକୀ ଲଢିବୁ। ଏସବୁ…
ଭାଜପାରେ କାର୍ତ୍ତିକ, ସୁବିଧାଜନକ ସ୍ଥିତିରେ ବିଭୂତି
କାମାକ୍ଷାନଗର, ୧୦ା୩ (ଅମଜାଦ ଖାନ୍): ଚାରିଆଡ଼େ ନିର୍ବାଚନୀ ପବନ ବହୁଛି। ନିଲମ୍ବନ, ବହିଷ୍କାର, ଦଳଡିଆଁ, ମିଶ୍ରଣପର୍ବ ଆଦି ଜାରି ରହିଛି। ବିଭିନ୍ନ ଦଳରେ ଟିକେଟକୁ ନେଇ ଟଣାଓଟରା ଆରମ୍ଭ ହୋଇଛି। ପୁଣି ବିଜେଡି-ଭାଜପା ମେଣ୍ଟ ଆଲୋଚନାକୁ ନେଇ ବହୁକଥା ଶୁଣିବାକୁ ମିଳୁଛି।…
ଆଶାୟୀଙ୍କଠୁ ଆଗରେ ଅରବିନ୍ଦ
କେନ୍ଦ୍ରାପଡ଼ା,୧୦ା୩(ଜଗନ୍ନାଥ ଧଳ): ବିଜେଡିର ପ୍ରତିଷ୍ଠାତା ସଦସ୍ୟ ତଥ ଭାଜପା ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ନିକଟରେ ବିଜେଡିରେ ସାମିଲ ହେବା ପରେ କେନ୍ଦ୍ରାପଡ଼ା ଜିଲା ପାଟକୁରା ରାଜନୀତି ଚଳଚଞ୍ଚଳ ହୋଇଛି । ଗତ ୨୪ ବର୍ଷ ହେଲା ପ୍ରାୟ ସବୁଆଡ଼ୁ…
ମାଛବଂଶ ଲୋପ, ଚିନ୍ତାରେ ମତ୍ସ୍ୟଜୀବୀ
ରାଉରକେଲା,୧୦।୩(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ସହର ଦେଇ ପ୍ରବାହିତ ବ୍ରାହ୍ମଣୀ, କୋଏଲ ଏବଂ ଶଙ୍ଖ ନଦୀରେ ବିଷାକ୍ତ ରାସାୟନିକ ପଦାର୍ଥ ମିଶୁଥିବାରୁ ଏହି ୩ ନଦୀ କ୍ରମେ ପ୍ରଦୂଷିତ ହେବାରେ ଲାଗିଛି। ଏହା ନଦୀରେ ମାଛବଂଶ ବୃଦ୍ଧିରେ ବାଧକ ସାଜିବା ସହ ଏହାର…
୫ ଟଙ୍କାରେ ବୋତଲ ପାଣି, ବିଶୁଦ୍ଧତାକୁ ନେଇ ଉଠିଲା ପ୍ରଶ୍ନ
ବ୍ରହ୍ମପୁର,୧୦ା୩ (ସ୍ମୃତିରଞ୍ଜନ ମହାଲିକ):ମାର୍ଚ୍ଚ ଆରମ୍ଭରୁ ତାତି ବଢ଼ିଲାଣି। ମଧ୍ୟାହ୍ନ ବେଳକୁ ଅସମ୍ଭାଳ ଖରା। ଖରାରେ ଶୋଷ ମେଣ୍ଟାଇବାକୁ ଲୋକେ ବିଭିନ୍ନ ମୃଦ୍ୟୁ ପାନୀୟ ଉପରେ ନିର୍ଭର କରୁଛନ୍ତି। ଭଲ କମ୍ପାନୀର ପାଣି ବୋତଲ ଅଧିକ ଦରରେ ବିକ୍ରି ହେଉଥିବା ବେଳେ ଅନେକ…
Archives


