ମେଣ୍ଟ ଚର୍ଚ୍ଚା ଭିତରେ ୨ ସାମଲ
ବନ୍ତ,୯।୩(ହରି ନାରାୟଣ ମହାନ୍ତି): ରାଜ୍ୟରେ ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ନେଇ ଚାରିଆଡ଼େ ଚର୍ଚ୍ଚା ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଯଦି ମେଣ୍ଟ ହୁଏ, ତେବେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ଆସନ କାହା ଭାଗରେ ପଡ଼ିବ ଓ…
ଆସନ ବୁଝାମଣାରେ ଅଟକିଛି
ଭୁବନେଶ୍ୱର, ୯।୩(ସୁନିତ୍ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବା ଏକ ପ୍ରକାର ନିଶ୍ଚିତ ହୋଇଗଲାଣି। ପ୍ରଥମ ପର୍ଯ୍ୟାୟରେ ବିଜେଡିର ଆଗଧାଡ଼ିର ନେତାଙ୍କ ସହ ନବୀନ ନିବାସରେ ବୈଠକ ହୋଇଥିଲା। ସମାନ ଦିନରେ ଅର୍ଥାତ୍ ଗତ ବୁଧବାର…
ଉଠିଲା ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ
ଭୁବନେଶ୍ୱର,୮।୩: ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ନିର୍ଦ୍ଧାରିତ ସମୟରେ ଉଠିଛି ମହାଦୀପ। ସନ୍ଧ୍ୟାରୁ ଦୀପ ଜାଳି ବସିଥିବା ହଜାର ହଜାର ଶ୍ରଦ୍ଧାଳୁ ରାତି ୧୦ଟାରେ ମହାଦୀପ ଦର୍ଶନ କରିଛନ୍ତି। ପ୍ରକାଶ ଯେ, ମହାଶିବରାତ୍ରି ପାଇଁ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ଭୋରରୁ ଭକ୍ତଙ୍କ ଗହଳି…
ମହାଶିବରାତ୍ରୀରେ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ପରିସରେ ଭବ୍ୟ ଦୃଶ୍ୟ, ଦେଖନ୍ତୁ ଫଟୋ
ଭୁବନେଶ୍ୱର,୮।୩: ମହାଶିବରାତ୍ରି ଅବସରରେ ଓଡ଼ିଶାର ସମସ୍ତ ଶୈବପୀଠ ରେ ଭକ୍ତି, ଭବ୍ୟ ମାହୋଲ। ରାଜଧାନୀ ଭୁବନେଶ୍ୱରର ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁ ଦର୍ଶନ ପାଇଁ ଲମ୍ବା ଲଇଁ ଲଗାଇଛନ୍ତି। ସନ୍ଧ୍ୟା ସମୟରେ ମନ୍ଦିର ପରିସରଠୁ ଆରମ୍ଭ କରି ବିନ୍ଦୁ…
ଲୋକସଭା ନିର୍ବାଚନରେ ମହିଳାଙ୍କୁ ୩୩% ଆସନରେ ଟିକେଟ୍ ଦେବ ବିଜେଡି: କାର୍ତ୍ତିକ ପାଣ୍ଡିଆନ
ଭୁବନେଶ୍ୱର,୮।୩: ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ ବିଜୁ ଜନତା ଦଳ(ବିଜେଡି) ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା ମଧ୍ୟରେ ବଡ ବୟାନ ଦେଇଛନ୍ତି ଫାଇଭ ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତ ନିର୍ବାଚନ ଭଳି ଆଗାମୀ ଲୋକସଭା…
ଜାଗରରେ ଅଘଟଣ, ରାସ୍ତା ପାର ହେଉଥିବା ବେଳେ ବୃଦ୍ଧଙ୍କ ଉପରେ ମାଡ଼ିଗଲା ଟ୍ରକ୍
ଭୁବନେଶ୍ୱର,୮।୩ (ସୂର୍ଯ୍ୟକାନ୍ତ ବେହେରା): ଜାଗର ଦେଖିବାକୁ ରାସ୍ତା ପାର ହେଉଥିବା ବେଳେ ଜଣେ ବୃଦ୍ଧଙ୍କ ଉପରେ ମାଡିଗଲା ଟ୍ରକ୍ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣିରେ ଏଭଳି ଦୁର୍ଘଟଣା ଘଟିଛି । ମୃତକ ହେଲେ ପଳାଶୁଣିର ଯୁଧିଷ୍ଟିର ସାହୁ (୭୫)।…
ପୁଣି ଖୋଲିଲା ଚିଟଫଣ୍ଡ ସଂସ୍ଥାର ପୁରୁଣା ଫାଇଲ୍
ଭୁବନେଶ୍ୱର,୮।୩: ଅର୍ଥତତ୍ତ୍ୱ ଚିଟଫଣ୍ଡ୍ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ ଜାରି ରଖିଛି। ଇଡି ପକ୍ଷରୁ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ଚଢ଼ାଉରେ ବହୁ ସମ୍ପତ୍ତି ଠାବ ହୋଇଛି। ଏହି ଯାଞ୍ଚ ବେଳେ ଅଭିଯୁକ୍ତମାନଙ୍କ ନିକଟରୁ ୨୩ ଲକ୍ଷ ନଗଦ…
ଭାଜପା-ବିଜେଡି ମେଣ୍ଟ ହେଲେ କେଉଁଠୁ କିଏ ପଡ଼ିବେ ବାଦ୍? ଚିନ୍ତାରେ ପଡ଼ିଗଲେଣି ନେତା
ଭୁବନେଶ୍ୱର,୮।୩: ଲୋକ ସଭା ନିର୍ବାଚନକୁ ନେଇ ଓଡ଼ିଶାର ପ୍ରମୁଖ ଦଳଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଉଥିଲା। କିଛି ନେତା ଦଳବଦଳ କରୁଥିବା ବେଳେ ଶାସନ କ୍ଷମତାରେ ଥିବା ବିଜେଡି ପକ୍ଷରୁ ଲୋଭନୀୟ ଯୋଜନାମାନ ଅଣାଯାଉଥିବା ଅଭିଯୋଗ ହେଉଥିଲା। ହେଲେ କିଛି ଦିନ…
ସମ୍ଭାବ୍ୟ ମେଣ୍ଟକୁ ନେଇ ଚର୍ଚ୍ଚା: ଶିବକୁମାର କିମ୍ବା ରେଭନ୍ଥ ଭଳି ନେତା ଥିଲେ
ଭୁବନେଶ୍ୱର,୮।୩: ଆସନ୍ତା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇନାହିଁ। କିନ୍ତୁ ଓଡ଼ିଶାରେ ରାଜନୀତି ରୋଚକ ସ୍ତରରେ । ଚାରିଆଡ଼େ ଆଲୋଚନା ହେଉଛି ଏଠାରେ ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହୋଇପାରେ। ସେଥିପାଇଁ ଉଭୟ ଦଳର ଆଶାୟୀ ଆଶଙ୍କାରେ। ଦୀର୍ଘବର୍ଷ ହେବ…
ବିବାହ କରିବା ପରେ ଅନ୍ନପ୍ରାସନ କରାଇବ କଂଗ୍ରେସ
ଭୁବନେଶ୍ୱର,୮।୩: ବିଜେଡି ଭାଜପା ମେଣ୍ଟ ଚର୍ଚ୍ଚା ଥମି ନ ଥିବାବେଳେ ଦୁଇ ଦଳକୁ ଘେରିବାକୁ ନୂଆ ରଣନୀତି ଆପଣାଉଛି କଂଗ୍ରେସ । କିଛି ଦିନ ପୂର୍ବରୁ ଦୁଇ ଦଳର ବିବାହ କରାଇଥିଲା କଂଗ୍ରେସ । ଏବେ ଦୁଇ ଦଳର ଭାଗିଦାରୀରୁ ଚିଟଫଣ୍ଡ…
Video: ମେଣ୍ଟ ପାଇଁ ହୋଇନାହିଁ ଆଲୋଚନା, ଦିଲ୍ଲୀରୁ ଫେରି ମନମୋହନ ସାମଲଙ୍କ ସୂଚନା
ଭୁବନେଶ୍ୱର,୮।୩: ଓଡ଼ିଶାରେ ଭାଜପା ଏବଂ ବିଜେଡି ମଧ୍ୟରେ ଦୀର୍ଘ ୧୫ ବର୍ଷ ପରେ ପୁଣି ମେଣ୍ଟ ହେଉଥିବା ଆଲୋଚନା ହେଉଛି। ଏହାରି ମଧ୍ୟରେ ଦିଲ୍ଲୀରୁ ଫେରି ଗଣମାଧ୍ୟମ ଆଗରେ ବଡ ବୟାନ ଦେଇଛନ୍ତି ଭାଜପା ସଭାପତି ମନମୋହନ ସାମଲ। ”ଦିଲ୍ଲୀ ଗସ୍ତ…
କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକାରେ ଓଡ଼ିଶା ନାହିଁ
ଭୁବନେଶ୍ୱର,୮।୩: ଆସନ୍ତା ଲୋକ ସଭା ନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ ଶୁକ୍ରବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୯ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଓଡ଼ିଶାରୁ କେହି ନ ଥିବା ଦେଖାଯାଇଛି। ଦଳ ପକ୍ଷରୁ ଓଡ଼ିଶାର କୌଣସି…
Archives


