ରାଜ୍ୟ

ଧର୍ମେନ୍ଦ୍ରଙ୍କ ଭୁବନେଶ୍ୱର ଘରକୁ ଘେରାଉ କଲେ ଛାତ୍ର

ଭୁବନେଶ୍ୱର,୨।୭: ନିଟ ଅନିୟମିତତା ନେଇ ଜାତୀୟ ରାଜନୀତିରୁ ରାଜ୍ୟ ରାଜନୀତି ସରଗରମ ରହିଛି। ଏହାରି ଭିତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପରୀକ୍ଷା ତ୍ରୁଟି ନେଇ ସମାଲୋଚନା କରାଯାଉଛି। ତେବେ ମଙ୍ଗଳବାର ଛାତ୍ର କଂଗ୍ରେସ ଧର୍ମେନ୍ଦ୍ରଙ୍କ ଭୁବନେଶ୍ୱର ବାସଭବନକୁ ଘେରାଉ କରିଛି।…

ଟ୍ରକ ଧକ୍କାରେ ଚ୍ରାଫିକ କନଷ୍ଟେବଳ ମଧୁସୂଦନଙ୍କ ମୃତ୍ୟୁ ଘଟଣା: ୩ ଦିନ ପରେ ଚାଳକ ଗିରଫ

ଭୁବନେଶ୍ୱର,୨।୭(ସତ୍ୟଜିତ୍‌ ରାଉତ): ଟ୍ରକ ଧକ୍କାରେ ଟ୍ରାଫିକ କନଷ୍ଟେବଳ ମଧୁସୂଦନ କିର୍ସାନୀଙ୍କ ମୃତ୍ୟୁ ଘଟଣାରେ କମିଶନରେଟ୍‌ ପୋଲିସ ଅଭିଯୁକ୍ତ ଚାଳକଙ୍କୁ ମଙ୍ଗଳବାର ଗିରଫ କରିଛି। ସେ ହେଲେ କଟକ ଜିଲା ବୈଦେଶ୍ୱର ଥାନା ଅନ୍ତର୍ଗତ ଗହୀରଗଡିଆ ଗ୍ରାମର ପ୍ରଶାନ୍ତ କୁମାର ନାଏକ (୨୮)।…

ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଭାଜପା-କଂଗ୍ରେସ କର୍ମୀ ମୁହାଁମୁହିଁ: ରାହୁଲଙ୍କ ପୋଷ୍ଟରକୁ ଗୋବର ଫିଙ୍ଗିବା ପରେ ଟେକାପଥର ମାଡ଼

ଭୁବନେଶ୍ୱର,୨।୭: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟରକ୍ୟାଣ୍ଟିନ ଛକ। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟକୁ ନେଇ ଭାଜପା ଏବଂ ଛାତ୍ର କଂଗ୍ରେସ ମଧ୍ୟରେ ମୁହାଁମୁହିଁ ସ୍ଥିତି ଦେଖିବାକୁ ମିଳିଛି। ରାହୁଲଙ୍କ ପୋଷ୍ଟରକୁ ଗୋବର ଫିଙ୍ଗାକୁ ଛାତ୍ର…

ମୋଦିଙ୍କ ଉପରେ ବର୍ଷିଲେ ସୁଲତା: କହିଲେ ନବୀନଙ୍କୁ ନେଇ କାହିଁକି କରୁଥିଲେ ମିଛ ପ୍ରଚାର

ଭୁବନେଶ୍ୱର,୨।୭ ରାଜ୍ୟସଭାରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ରାଜ୍ୟସଭା ଏମ୍‌ପି ସୁଲତା ଦେଓ । ସୁଲତା କହିଛନ୍ତି, ରାଷ୍ଟ୍ରପତି ନିଜ ଅଭିଭାଷଣରେ କହିଥିଲେ କେନ୍ଦ୍ରରେ ସ୍ଥିର ଓ ବହୁମତର ସରକାର ଚାଲିଛି । ମାତ୍ର ବାସ୍ତବରେ କେନ୍ଦ୍ରରେ ମେଣ୍ଟ ସରକାର…

ସଂସଦରେ ଓଡ଼ିଶା କଥା ଉଠାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂଦରେ ରାଷ୍ଟ୍ରପତିଙ୍କ ସମ୍ବୋଧନରେ ଧନ୍ୟବାଦ ଅର୍ପଣ ଉପରେ ଆଲୋଚନା ଆରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ଭାଷଣ ଆରମ୍ଭ କରିବା ମାତ୍ରେ ଲୋକ ସଭାରେ ବିରୋଧୀ ନେତା ହଙ୍ଗାମା କରିଛନ୍ତି। ମୋଦି ଭାଷଣ ଦେବାବେଳେ ବହୁ ବିରୋଧୀ ଏମପି…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ: ଏହିଭଳି ରହିବ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୨।୭: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ରାଷ୍ଟ୍ରପତି ଭୁବନେଶ୍ୱର, ପୁରୀ, ଏବଂ ଖୋର୍ଦ୍ଧା ଆଦି ଅଞ୍ଚଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ସୁରକ୍ଷାକୁ…

ବିଜେଡି ସରକାରରେ ବନ୍ଦ ଥିବା ସ୍କୁଲ ଏବେ ଖୋଲିବ 

ଭୁବନେଶ୍ୱର,୨।୭: ବିଜେଡି ସରକାର ଚାଲିଥିବା ବେଳେ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକ ଖୋଲାଯିବ। ଏ ନେଇ ମଙ୍ଗଳବାର ଗଣଶିକ୍ଷା ବିଭାଗ ପକ୍ଷରୁ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁଠି ପିଲାଙ୍କୁ ପାଠ ପଢିବା ପାଇଁ ଦୂରକୁ ସ୍କୁଲ ଯିବାକୁ ପଡୁଛି, ଅନ୍ୟପକ୍ଷେ ସ୍ଥାନୀୟ ଲୋକଙ୍କର…

ଆଦିତ୍ୟ ମହାପାତ୍ର କିଏ? ଯିଏ ନବୀନଙ୍କ ବ୍ୟକ୍ତିଗତ ସଚିବ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର,୨ା୭: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ଆଦିତ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ। ଏବେ ସେ ନବୀନଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ ହୋଇଛନ୍ତି। ଆଦିତ୍ୟ ହେଉଛନ୍ତି ଜଣେ…

ବଢିବ ଭତ୍ତା ଟଙ୍କା! ଏବେ ଏତିକି ପାଇବେ, ମନ୍ତ୍ରୀ ଦେଲେ ସୂଚନା

ଭୁବନେଶ୍ୱର,୨ା୭: ବଢିବ ଭତ୍ତା ଟଙ୍କା। ଭତ୍ତା ଟଙ୍କାକୁ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏନେଇ ସାମଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଘୋଷଣା କରିଛନ୍ତି । ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପ୍ରସ୍ତୁତି ଚାଲିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।…

ପାଣ୍ଡିଆନଙ୍କ ସ୍ଥାନରେ ନବୀନଙ୍କ ବ୍ୟକ୍ତିଗତ ସଚିବ ଭାବେ ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨ା୭: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ। ସୂଚନାଯୋଗ୍ୟ, ନବୀନ…

ରାଜଧାନୀରେ ୩ ବର୍ଷର ଝିଅଙ୍କୁ ବଳାତ୍କାର: ଅଭିଯୁକ୍ତ ଯୁବକଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର,୨।୭: ରାଜଧାନୀରେ ଏକ ଲଜ୍ଜାକର ଘଟଣା ସାମ୍‌ନାକୁ ଆସିଛି। ୩ ବର୍ଷର ନାବାଳିକା ଝିଅଙ୍କୁ ବଳାତ୍କାର କରାଯାଇଥିବା ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଏୟାରଫିଲ୍ଡ ଥାନା ଅଞ୍ଚଳରୁ ଫେରାର ଥିବା ଅଭିଯୁକ୍ତଙ୍କୁ ମଙ୍ଗଳବାର କମିଶନରେଟ୍‌ ପୋଲିସ ଗିରଫ…

ସିଆର୍‌ପିଏଫ୍‌ ଯବାନଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଖଇରା,୨।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ଗଗନଧୁଳି ଗ୍ରାମର ରାଘବାନନ୍ଦ ମାଝିଙ୍କ ଘରୁ ରାତିରେ ଚୋରି ହୋଇଥିବା ନେଇ ଖଇରା ଥାନାରେ ଅଭିଯୋଗ ହୋଇଛି। ଜମ୍ମୁରେ ସିଆର୍‌ପିଏଫ ଯବାନ ଭାବେ କାର୍ଯ୍ୟରତ ରାଘବାନନ୍ଦ ୭ଦିନ ତଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?