ଜଗିବେ ୧୨ ପ୍ଲାଟୁନ ପୋଲିସ ଫୋର୍ସ
ଭୁବନେଶ୍ୱର,୮।୩(ସୂର୍ଯ୍ୟକାନ୍ତ ବେହେରା): ମହାଶିବରାତ୍ରୀରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଶ୍ରଦ୍ଧାଳୁମାନେ କିପରି ଶାନ୍ତିଶୃଙ୍ଖଳାରେ ଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ କରିବେ ସେନେଇ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା…
ଆଜି ଜାଗର: ଚଳଚଞ୍ଚଳ ଏକାମ୍ରକ୍ଷେତ୍ର
ଭୁବନେଶ୍ୱର,୮।୩(ଶର୍ମିଷ୍ଠା ପାଣିଗ୍ରାହୀ): ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ରାଜଧାନୀର ସମସ୍ତ ଶୈବପୀଠ। ଶିବଙ୍କ ମନ୍ତ୍ରଧ୍ୱନିରେ ଶୁକ୍ରବାର ଏକାମ୍ରକ୍ଷେତ୍ର କମ୍ପି ଉଠିବ। ପ୍ରଭୁ ଶ୍ରୀଲିଙ୍ଗରାଜଙ୍କଠୁ ନେଇ କପିଳେଶ୍ୱର, ମେଘେଶ୍ୱର, ମୁକ୍ତେଶ୍ୱର, କେଦାରଗୌରୀ, ବ୍ରହ୍ମେଶ୍ୱର, ଭାସ୍କରେଶ୍ୱର ଭଳି ଅନେକ ଶୈବପୀଠରେ ଶିବଙ୍କ ଆରାଧାନରେ ମଗ୍ନ…
ବିଜେଡି-ଭାଜପା ମେଣ୍ଟ! ଏମିତି ହେବ ଆସନ ବୁଝାମଣା
ଭୁବନେଶ୍ୱର,୮ା୩ (ଅନିଲ ଦାସ):ବିଜେଡି ଏବଂ ଭାଜପା ମଧ୍ୟରେ ମେଣ୍ଟ ଓ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଥିବା ସୂଚନା ମିଳିଛି। ମିଳିଥିବା ଅସମର୍ଥିତ ସୂଚନା ଅନୁଯାୟୀ, ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏବଂ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ…
ଆଜି ହୋଇପାରେ ମେଣ୍ଟ ଘୋଷଣା
ଭୁବନେଶ୍ୱର,୭ା୩ (ଅନିଲ ଦାସ):ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ଏବଂ ଭାଜପା ମେଣ୍ଟ ଗଠନକୁ ନେଇ ୨ ଦିନ ହେବ ଚର୍ଚ୍ଚା ଲାଗିରହିଛି। ବୁଧବାର ନବୀନ ନିବାସରେ ବିଜେଡି ନେତାଙ୍କ ବୈଠକ ଓ ସନ୍ଧ୍ୟାରେ ଦିଲ୍ଲୀରେ ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ…
ଆଉଟ୍ଲୁକ୍ର ସଫଳତମ ମହିଳା ତାଲିକାରେ ଆଦ୍ୟାଶା ସତପଥୀ
ଭୁବନେଶ୍ୱର,୮।୩(ଶର୍ମିଷ୍ଠା ପାଣିଗ୍ରାହୀ): ଅନ୍ତର୍ଜାତୀୟ ମହିଳା ଦିବସ ଅବ୍ୟବହିତ ପୂର୍ବରୁ ଆଉଟଲୁକ୍ ପତ୍ରିକା ପକ୍ଷରୁ କରାଯାଇଥିବା ଏକ ସର୍ଭେରେ ଭାରତର ୩୬ଜଣ ସଫଳତମ ମହିଳାଙ୍କ ମଧ୍ୟରେ ଓଡ଼ିଶାରୁ ଆଦ୍ୟାଶା ସତପଥୀଙ୍କୁ ସ୍ଥାନିତ କରାଯାଇଛି। ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ…
୨୦ ବର୍ଷରେ ବହୁ ଆଗକୁ ବଢ଼ିଛନ୍ତି ମହିଳା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮ା୩(ଅନିଲ ଦାସ): ଗତ ୨୦ ବର୍ଷ ମଧ୍ୟରେ ଓଡ଼ିଶାର ମହିଳାମାନେ ବହୁତ ଆଗକୁ ବଢ଼ିଛନ୍ତି। ରାଜ୍ୟ ସରକାର ସେମାନଙ୍କ ରାଜନୈତିକ, ସାମାଜିକ ଓ ଅର୍ଥନୈତିକ ଅଧିକାରର ସୁରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ ଉଦ୍ୟମ ଜାରି ରଖିଛନ୍ତି ବୋଲି ବିଶ୍ୱ ମହିଳା ଦିବସ…
ଏନଡିଏକୁ ଫେରିବେ ନବୀନ ! ପୁରଣ ହେବ ମୋଦିଙ୍କ ୪୦୦ ଆସନ ଜିତିବା ସ୍ବପ୍ନ
ଭୁବନେଶ୍ୱର,୭।୩: ଦୀର୍ଘ ୧୫ ବର୍ଷ ପରେ ଭାଜପା ନେତୃତ୍ୱାଧୀନ ଏନଡିଏକୁ ବିଜେଡି ଫେରୁଥିବା ଚର୍ଚ୍ଚା ହେଉଛି। ୨୦୨୪ ନିର୍ବାଚନରେ ଏକାକୀ ୩୭୦ ଏବଂ ଏନଡିଏ ୪୦୦ ଆସନ ଜିତିବା ଲକ୍ଷରେ ଥିବା ଭାଜପା ଏହାର ପୁରୁଣା ସହଯୋଗୀ ମାନଙ୍କୁ ନିଜ ସହିତ…
ପାହାନ୍ତିଆରେ ଉଠିବ ବିଶ୍ୱେଶ୍ୱର ବାବାଙ୍କ ମହାଜାଗର ଦୀପ
ସରଣ୍ଡା, ୭।୩(ଯୁଧିଷ୍ଠିର ମହାପାତ୍ର): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଅଷ୍ଟଶମ୍ଭୁ ମଧ୍ୟରେ ଅନ୍ୟତମ ଶୈବପୀଠ ସରଣ୍ଡାରେ ବିରାଜିତ ମହାପ୍ରଭୁ ଶ୍ରୀଶ୍ରୀ ବିଶ୍ୱେଶ୍ୱରଙ୍କ ମହାଶିବରାତ୍ରି ଓ ଜାଗର ମହୋତ୍ସବ ପାଳନ ନିମନ୍ତେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ପୂଜାନୀତି କାର୍ଯ୍ୟ ନିର୍ଘଣ୍ଟ ସ୍ଥିରୀକୃତ କରାଯାଇଛି।…
ମେଣ୍ଟ ଚର୍ଚ୍ଚା ମଧ୍ୟରେ ଦିଲ୍ଲୀ ଗସ୍ତରେ ପ୍ରଣବ ଏବଂ ଭିକେ ପାଣ୍ଡିଆନ
ଭୁବନେଶ୍ୱର,୭ା୩: ଓଡ଼ିଶାରେ ଭାଜପା ଏବଂ ବିଜେଡି ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା ବାସ୍ତବତା ଆଡକୁ ଗତି କରୁଛି। ବୁଧବାର ନବୀନ ନିବାସରେ ବିଜେଡିର ବରିଷ୍ଠ ନେତାଙ୍କ ଘମାଘୋଟ ଆଲୋଚନା ହୋଇଥିଲା ବେଳେ ଦିଲ୍ଲୀରେ ଦୁଇ ଦିନ ହେଲା ରାଜ୍ୟ ଭାଜପାର…
ବିଧାୟକ ଶ୍ରୀକାନ୍ତଙ୍କ ବିରୋଧରେ ଯୌନ ଶୋଷଣ ମାମଲା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସଂଯୁକ୍ତା
କଟକ,୭ା୩(କାର୍ତ୍ତିକ ସାହୁ): ପୂର୍ବତନ ଶ୍ରମ ମନ୍ତ୍ରୀ ତଥା ପୋଲସରା ବିଜେଡି ବିଧାୟକ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ମାମଲାର କାର୍ଯ୍ୟାନୁଷ୍ଠାନ ପାଇଁ ବିଜେଡି ନେତ୍ରୀ ସଂଯୁକ୍ତା ମହଲା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପୋଲିସ ନିଷ୍କ୍ରିୟତା ବିରୋଧରେ ସେ ହାଇକୋର୍ଟଙ୍କୁ…
ବୁଲେଟ ଚକାରେ ଓଢ଼ଣି ଲାଗି ୮ ବର୍ଷର ଝିଅର କଟିଗଲା ହାତ
କେସିଙ୍ଗା,୭।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲାସ୍ଥିତ ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ଏକ ଅଘଟଣ ଘଟିଛି। ଏକ ବୁଲେଟ ଚକାରେ ଓଢ଼ଣି ଲାଗି ୮ ବର୍ଷର ଝିଅର ହାତ କଟି ଯାଇଛି। ବୁଲେଟରେ ସ୍ବାମୀ, ସ୍ତ୍ରୀ ଓ ତାଙ୍କ…
ଭିଡିଓ ଭାଇରାଲ ପରେ ବାତିଲ ହେଲା ଟେଣ୍ଡର ପ୍ରକ୍ରିୟା
ମାଲକାନଗିରି,୭ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକରେ ଗତ ଫେବୃଆରୀ ୧୯ରେ ଅତିରିକ୍ତ ଶ୍ରେଣୀଗୃହ ଓ ଅନ୍ୟାନ୍ୟ କାର୍ଯ୍ୟ ପାଇଁ ବିଭିନ୍ନ ମୂଲ୍ୟର ମୋଟ ୧୮ କାର୍ଯ୍ୟ ନିମନ୍ତେ ଟେଣ୍ଡର ଆହ୍ବାନ କରାଯାଇଥିଲା। ଯାହା ବୁଧବାର ୬ ତାରିଖରେ ଆବେଦନ ପ୍ରକ୍ରିୟାର…
Archives


