ରାଜ୍ୟ

ଆଜିଠୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର,୧ା୭ (ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିବ। ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣିବେ, ସେନେଇ…

ନିକୁଞ୍ଜ ଧଳଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩୦।୬(ଅସମାପିକା ସାହୁ): ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଏ ନେଇ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନିକୁଞ୍ଜ ବିହାରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ…

ଦାୟିତ୍ୱ ନେବାପରେ ଶ୍ରୀମନ୍ଦିର ଦର୍ଶନ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩୦।୬: ମୁଖ୍ୟ ଶାସନ ସଚିବ ଭାବେ ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର୍‌ ମନୋଜ ଆହୁଜା। ଲୋକସେବା ଭବନରେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓଡ଼ିଶା…

ଏହା କେବଳ ମାତ୍ର ଟ୍ରେଲର, ଆଗକୁ ଫିଲ୍ମ ଅଛି ବାକି: କାହିଁକି ଏମିତି କହିଲେ ମନମୋହନ

ଭୁବନେଶ୍ୱର,୩୦।୬:ଗତ ନିର୍ବାଚନରେ ଓଡ଼ିଶାରେ ଜବରଦସ୍ତ ବିଜୟ ପରେ ରବିବାର ଭୁବନେଶ୍ୱରରେ ଭାଜପାର ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଦଳ ପକ୍ଷରୁ ନବନିର୍ବାଚିତ ବିଧାୟକ ଓ ଏମ୍‌ପିଙ୍କୁ ଦଳ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଭାଜପା ରାଜ୍ୟ ସଭାପତି ମନମୋହନ…

ମୋହନ ସରକାରଙ୍କୁ ପ୍ରଶଂସାରେ ପୋତିପକାଇଲେ ଧର୍ମେନ୍ଦ୍ର: କହିଲେ, ଓଡ଼ିଶାରେ ଚାଲିଛି…

ଭୁବନେଶ୍ୱର,୩୦।୬: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ଦ୍ୱାରା ଆୟୋଜିତ ଏକ ସମାରୋହରେ ମୋହନ ମାଝି ସରକାରଙ୍କୁ ପ୍ରଶଂସା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଏହି ସରକାର ଭଗବାନ…

ଆଗାମୀ ୫ ବର୍ଷରେ ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କାରେ ନିବେଶ କରିବ ଭାରତୀୟ ରେଲୱେ

ନୂଆଦିଲ୍ଲୀ,୩୦ା୬: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ଓଡ଼ିଶା ପାଇଁ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଓଡିଶାରେ ୧ ଲକ୍ଷ କୋଟି ଟଙ୍କାର ନୂତନ ରେଳ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ନିକଟରେ ରାଜ୍ୟରେ ଲୋକ ସଭା…

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ଭୁବନେଶ୍ୱର,୩୦ା୬: ୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସରମନୋଜ ଆହୁଜା ରବିବାର ଅପରାହ୍ନରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବତନ ମୁଖ୍ୟ ଶାସନ ସଚିବ…

ଚାଷକାମ ସାରି ଘରକୁ ଫେରୁଥିବା ବେଳେ ହେଲା ବଜ୍ରପାତ, ଚାଲିଗଲା ଦୁଇ ଚାଷୀଙ୍କ ଜୀବନ

ଖୋର୍ଦ୍ଧା,୩୦ା୬(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବ୍ଲକ ପୁବୁସାହି ପଞ୍ଚାୟତ ଜୟମଙ୍ଗଳ ଗ୍ରାମରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ମୃତକ ଦ୍ବୟ ହେଲେ ନାରଣ ପ୍ରଧାନ(୬୨) ଓ ସରୋଜ ଜେନା(୪୨)। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସହ ଘଡ଼ଘଡ଼ି…

ରତ୍ନ ଭଣ୍ଡାର ନିଶ୍ଚୟ ଖୋଲିବ, ଦୋଷୀଙ୍କୁ ଦଣ୍ଡ ମିଳିବ: ମୁଖ୍ୟମନ୍ତ୍ରୀ

ଭୁବନେଶ଼୍ବର, ୩୦।୦୬: ଭାରତୀୟ ଜନତା ପାର୍ଟିର ନବନିର୍ବାଚିତ ବିଧାୟକ ଏବଂ ଏମ୍‌ପିମାନଙ୍କୁ ସମ଼୍ବର୍ଦ୍ଧନା ଦେବା ପାଇଁ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ । ଭୁବନେଶ଼୍ବରର ପ୍ରଦର୍ଶନୀ ପଡ଼ିଆରେ ଏହି ସମ଼୍ବର୍ଦ୍ଧନା ସଭା ହେଉଥିବା ବେଳେ ଏଥିରେ ସମସ୍ତ ଏମ୍‌ପି ଓ ବିଧାୟକ ଉପସ୍ଥିତ…

ଗୁଳି ମାଡ଼ରେ ମା’ ମୃତ, ଝିଅ ଗୁରୁତର

ଭବାନୀପାଟଣା,ଥୁଆମୂଳ ରାମପୁର ୩୦।୬ (ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ରଣପୁର ଗ୍ରାମରେ ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ଦୁର୍ବୁତ୍ତଙ୍କ ଗୁଳି ମାଡ଼ରେ ଜେମା ଦେଇ ମାଝୀ(୩୯) ନାମକ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ…

ମନମୋହନ କହିଲେ ଓଡ଼ିଶାବାସୀଙ୍କୁ ଧନ୍ୟବାଦ, ଆଗାମୀ ୫ ବର୍ଷରେ…

ଭୁବନେଶ଼୍ବର, ୩୦।୦୬: ଭାରତୀୟ ଜନତା ପାର୍ଟିର ନବନିର୍ବାଚିତ ବିଧାୟକ ଏବଂ ଏମ୍‌ପିମାନଙ୍କୁ ସମ଼୍ବର୍ଦ୍ଧନା ଦେବା ପାଇଁ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ । ଭୁବନେଶ଼୍ବରର ପ୍ରଦର୍ଶନୀ ପଡ଼ିଆରେ ଏହି ସମ଼୍ବର୍ଦ୍ଧନା ସଭା ହେଉଥିବା ବେଳେ ଏଥିରେ ସମସ୍ତ ଏମ୍‌ପି ଓ ବିଧାୟକ ଉପସ୍ଥିତ…

ପେପର ମିଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଟିଟିଲାଗଡ଼,୩୦।୬: ବଲାଙ୍ଗୀର ଜିଲା ଚୋରମରାସ୍ଥିତ ଏକ ପେପର ମିଲ୍‌ ଗୋଦାମରେ ରବିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ପେପର ମିଲ୍‌ର କେମିକାଲ ଗୋଦାମରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?