ରାଜ୍ୟ

ତାମିଲନାଡୁ ଗ୍ୟାସ୍‌ ଲିକ୍‌: ଆଖି ବୁଜିଲେ ଆଉ ଜଣେ ଜୁଆଙ୍ଗ ଯୁବତୀ

ଭୁବନେଶ୍ୱର,୨୭।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ ଘଟଣାରେ ଶନିବାର ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ ଜୁଆଙ୍ଗ ଯୁବତୀ। ମୃତ ଯୁବତୀ ତେଲକୋଇ ଅଞ୍ଚଳର କବିତା ଜୁଆଙ୍ଗ ବୋଲି ସୂଚନା…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ -୫୯୫୭)କୁ ଯାତ୍ରୀବାହୀ ଅଟୋ ଧକ୍କା ଦେଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ନରସିଂହଗଡ଼…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ ହେଲା ଚାଷୀ ମଣ୍ଡିରେ ଧାନ ରଖି ଜଗିରହିଛନ୍ତି। ଧାନ କିଣା ମନ୍ଥରତା ଯୋଗୁ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ ସ୍ଥାନୀୟ ଗାନ୍ଧୀଛକରେ ଜିଲା ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ସହିତ କେନ୍ଦ୍ର…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା ନଦୀ କୂଳରେ ପାର୍କ ନିର୍ମାଣ ଲାଗି ସରକାରଙ୍କ ପକ୍ଷରୁ ନିର୍ମାଣ କରାଯାଇଥିବା ପାଚେରିଟି…

ଏକତରଫା ପ୍ରେମ ପାଇଁ ଯୁବତୀଙ୍କୁ ଜାଳିଥିଲେ, ଏବେ…

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରେ ଘଟିଥିବା ଅଭାବନୀୟ ଘଟଣାର ଚିତ୍ର ସାମ୍ନାକୁ ଆସିଛି। ଏକତରଫା ପ୍ରେମରୁ ଯୁବକ ଜଣକ ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ସୁନ୍ଦରଗଡ଼ ଏସ୍‌ପି ସୂଚନା ଦେଇଛନ୍ତି।…

ଯାତ୍ରୀଙ୍କୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଫେରାଇଲେ ଡ୍ରାଇଭର, ପ୍ରଶଂସା କରି ଲୋକେ କହିଲେ…

ପୁରୀ,୨୭ା୬(ଅଜିତ କୁମାର ମହାନ୍ତି): କାର୍‌ରେ ଯାତ୍ରୀ ଛାଡ଼ିଯାଇଥିବା ପ୍ରାୟ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଭର୍ତ୍ତି ବ୍ୟାଗକୁ ଜଣେ କାର୍‌ ଡ୍ରାଇଭର ପ୍ରକୃତ ମାଲିକକୁ ଫେରାଇଛନ୍ତି। ଡ୍ରାଇଭର ଭାବେ କାର୍ଯ୍ୟ…

ଶ୍ରୀମନ୍ଦିର ପ୍ରଶାସନର ବଡ଼ ସୂଚନା, ୧୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୨୭।୬: ଦିନକ ପରେ ଶ୍ରୀଜିଉଙ୍କ ପବିତ୍ର ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର। ସ୍ନାନଯାତ୍ରାର ସ୍ବତନ୍ତ୍ର ନୀତିକାନ୍ତି ପାଇଁ ୧୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶନିବାର ଅବଗତ କରାଯାଇଛି। ଶନିବାର ରାତି ସାଢ଼େ…

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ ସମ୍ପୃକ୍ତ ୪ ଜଣଙ୍କୁ ଶନିବାର ଗିରଫ କରିଛି। ଗିରଫ ମଧ୍ୟରେ ଜଣେ ମହିଳା…

କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ ନିକଟ ଭୀମଦଲି ଘାଟିରେ ଘଟିଛି ଏହି ଦୁର୍ଘଟଣା। ରାୟଗଡ଼ାରୁ ଗୋଟିଏ ପରିବାର ୪…

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ ଦୁର୍ବୃତ୍ତ ଝରକା ପଟେ ପେଟ୍ରୋଲ ପକାଇ ନିଆଁ ଲଗାଇ ଦେଇଥିଲେ। ଫଳରେ ଯୁବତୀଙ୍କ…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି। ଏହି ଗୋଷ୍ଠୀ କେନ୍ଦ୍ର ୧ କୋଟି ୨୬ଲକ୍ଷ ବ୍ୟୟ ଅଟକଳରେ ନିର୍ମାଣ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?