ଏଣିକି ସରକାରୀ କର୍ମଚାରୀ ହେଲମେଟ ପିନ୍ଧିବା ବାଧ୍ୟତାମୂଳକ, ନହେଲେ ମିଳିବନି ଦରମା
ଭୁବନେଶ୍ୱର,୨୮।୬: ରାଜ୍ୟରେ ଦୁର୍ଘଟଣା ଜନିତ ମୃତ୍ୟୁ ବା ଦୁର୍ଘଟଣା ରୋକିବାକୁ ଟ୍ରାଫିକ ନିୟମ କଡ଼ାକଡ଼ି କରାଯାଇଛି । ଅମାନିଆଙ୍କୁ ସାବାଡ କରିବାକୁ ଏଥିରେ ସଂସ୍କାର ମଧ୍ୟ ଆସିଛି । ଯେଉଁମାନେ ଟ୍ରାଫିକ ନିୟମ ଅବମାନନା କରୁଛନ୍ତି ସେମାନଙ୍କଠାରୁ ମୋଟା ଅଙ୍କର ଜରିମାନା…
ପୁରୀ ହେବ ଭାରତର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର: ମନ୍ତ୍ରୀ
ପୁରୀ, ୨୮।୬: ଶ୍ରୀକ୍ଷେତ୍ରକୁ ଭାରତ ବର୍ଷର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର ଭାବେ ପରିଗଣିତ କରାଯିବ। ଶୁକ୍ରବାର ଅପରାହ୍ନରେ ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ ଓ ଅନୁଧ୍ୟାନ କରି…
ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଲେ ଭାଜପା ସରକାର
ଭୁବନେଶ଼୍ବର, ୨୮।୦୬: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଇଛନ୍ତି ରାଜ୍ୟ ସରକାର । ସେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ସୂଚନା ଥାଉକି, ରାଜ୍ୟର ମୁଖ୍ୟ…
‘ସୁଭଦ୍ରା ଯୋଜନା’କୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ, ଜାଣନ୍ତୁ କ’ଣ କହିଲେ…
ଭୁବନେଶ୍ୱର,୨୮।୬: ଖୁବ୍ଶୀଘ୍ର ଆରମ୍ଭ ହେବ ସୁଭଦ୍ରା ଯୋଜନା । ଯାହା ନିର୍ବାଚନରେ ପ୍ରତିଶ୍ରୁତି ଦିଆଯାଇଥିଲା ତାକୁ ବାସ୍ତବ ରୂପରେଖ ଦେବେ ସରକାର । ଶୁକ୍ରବାର ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏବେ ସୁଭଦ୍ରା ଯୋଜନାର ମୋଡାଲିଟି…
ମଦକୁ ନେଇ ବଡ଼ ଖବର, ଆହୁରି ଏତେ ମଦ ଦୋକାନ ଖୋଲିବାକୁ ବିଜ୍ଞପ୍ତି ପ୍ରକାଶ କଲେ ସରକାର
ଭୁବନେଶ୍ୱର, ୨୮।୬: କିଛିଦିନ ପୂର୍ବରୁ ଓଡ଼ିଶାରେ ମଦ ବ୍ୟାନ ହେବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ। କହିବାର ୧୨ଘଣ୍ଟା ନ ଜାଉଣୁ ଅବକାରୀ ବିଭାଗର ବରିଷ୍ଠ ଅଧିକାରୀ ଏପରି ଯୋଜନା ନ ଥିବା…
କୋରାପୁଟରେ ପ୍ରବଳ ବର୍ଷା: ଜୟପୁରରେ ଟପିଲା ରେକର୍ଡ
କୋରାପୁଟ,୨୮।୬(ଅମିତାଭ ବେହେରା): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏପରିକି ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଶୁକ୍ରବାର କୋରାପୁଟ ଜିଲାରେ ପ୍ରବଳ ବର୍ଷା ହୋଇଛି। ଜିଲାରେ ୬୯୧.୧ ମିଲିମିଟର ବର୍ଷା ହୋଇଥିବା ବେଳେ…
ରଥଯାତ୍ରା ପାଇଁ ଗଡ଼ିବ ୩୧୫ ସ୍ବତନ୍ତ୍ର ଟ୍ରେନ୍: ମନ୍ତ୍ରୀ
ନୂଆଦିଲ୍ଲୀ/ପୁରୀ,୨୮।୬: ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହାକୁ ନେଇ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ୩୧୫ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବ ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ…
କୋରାପୁଟରେ ପୁଣି ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ
କୋରାପୁଟ,୨୮।୬: ଡିପ୍ଥେରିଆ, ଜଣ୍ଡିସ୍ ପରେ ରାଜ୍ୟରେ ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ ହେବା ସ୍ବାସ୍ଥ୍ୟ ବିଭାଗର ମୁଣ୍ଡବିନ୍ଧାର କାରଣ ହୋଇଛି। ଶୁକ୍ରବାର କୋରାପୁଟ ଜିଲା ପଡ଼େଇଗୁଡ଼ା ଗାଁରେ ୨ ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସିଡିଏମ୍ଓଙ୍କ ଅଫିସ ପକ୍ଷରୁ ସୂଚନା ମିଳିଛି। ମିଳିଥିବା…
ବଦଳିବ ମେକ ଇନ ଓଡ଼ିଶା ନାଁ! ମନ୍ତ୍ରୀ ଦେଲେ ବଡ଼ ସୂଚନା
ଭୁବନେଶ୍ୱର,୨୮।୬: ବଦଳିପାରେ ମେକ ଇନ ଓଡ଼ିଶା ନାଁ । ଏନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ଇସାରା ଦେଇଛନ୍ତି । ମେକ ଇନ ଓଡ଼ିଶା ଜାଗାରେ ଉତ୍କଳ ଇନଭେଷ୍ଟ ସମିଟ ହୋଇପାରେ ବୋଲି ଜଣାପଡିଛି। ଉତ୍କଳ ଇନଭେଷ୍ଟ ସମିଟ ଜରିଆରେ ପୁଞ୍ଜି ଆଣିବାକୁ…
ଆଇପିଏସ ଆଶିଷ ସିଂଙ୍କୁ ନେଇ ମୁହଁ ଖୋଲିଲେ ଡିଜି, କହିଲେ…
ଭୁବନେଶ୍ୱର,୨୮।୬: ଆଇପିଏସ ଆଶିଷ ସିଂଙ୍କୁ ନେଇ ଡିଜିପି ଅରୁଣ ଷଡ଼ଙ୍ଗୀ ସ୍ପଷ୍ଟ କରିଛନ୍ତି। ଡିଜିପି କହିଛନ୍ତି, ଜୁନ ୩ ତାରିଖଠାରୁ ଆଶିଷ କାର୍ଯ୍ୟରେ ଯୋଗଦେଇଛନ୍ତି। ଗତ ୧୭ରେ ଡିଜିପି କ୍ୟାମ୍ପ ଅଫିସ ମିଟିଂରେ ବି ସାମିଲ ଥିଲେ। ଆଶିଷ ତାଙ୍କ ଜଏନିଂ…
ଦୁଇ ଝିଅଙ୍କୁ ଧରି ଛାତରୁ ଡେଇଁପଡ଼ିଲେ ମା’
ଝାରସୁଗୁଡ଼ା,୨୮।୬: ଝାରସୁଗୁଡ଼ା ଜିଲା ଟାଉନ ଥାନା ଅଧୀନ ଗୁଆଲାପଡ଼ାସ୍ଥିତ ଏକ ଭଡ଼ାଘରୁ ଶୁକ୍ରବାର ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମା’ ନିଜ ଦୁଇ ଝିଅଙ୍କୁ ଧରି ଛାତ ଉପରୁ ଡେଇଁପଡିଛନ୍ତି। ଫଳରେ ମା’ ଓାର୍ଯ୍ୟାନୁଷ୍ଠା ୨ଝିଅ ଗୁରୁତର ଆହତ ହୋଇଥିବା ଜଣାପଡିଛି।…
ସମ୍ବଲପୁର ଗସ୍ତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁର,୨୮।୬: ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଶୁକ୍ରବାର ସମ୍ବଲପୁର ଜିଲା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ମନ୍ତ୍ରୀ ମହାଲିଙ୍ଗ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ମହାଲିଙ୍ଗ ମା’ ସମଲେଶ୍ୱରୀଙ୍କୁ ପୂଜାର୍ଚ୍ଚନା କରିବା ସହ…

