ରାଜ୍ୟ

ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୬ା୬(ଅନିଲ ଦାସ): ଗୁରୁତର ରୋଗୀମାନଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ରାଜ୍ୟର ଖଣିଜ ସମ୍ପଦ ଜିଲାରେ ଟ୍ରମା କେୟାର ସେଣ୍ଟର ନିର୍ମାଣ ହେବ। ଜିଲା ଖଣିଜ ପାଣ୍ଠି(ଡିଏମ୍‌ଏଫ୍‌) ଅର୍ଥରେ ଏହି ସେଣ୍ଟର ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ବଦଳିବ ସ୍କୁଲ ୟୁନିଫର୍ମ? ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ

ଭୁବନେଶ୍ୱର,୨୫।୬: ବଦଳିବ ସ୍କୁଲ ୟୁନିଫର୍ମ ? ଗଣଶିକ୍ଷା ମନ୍ତ୍ରୀଙ୍କ ବୟାନ ପରେ ଜୋର ଧରିଲା ଚର୍ଚ୍ଚା । ଗତବର୍ଷ ନବମ ଓ ଦଶମ ପିଲାଙ୍କ ୟୁନିଫର୍ମର ରଙ୍ଗ ବଦଳିଥିଲା । ଗାଢ଼ ନୀଳ ରଙ୍ଗକୁ ବଦଳାଇ ସବୁଜ ପ୍ୟାଣ୍ଟ ଓ ଚେକ…

ଓଡ଼ିଶା ଫେରିବେ ଆଇଏଏସ ମନୋଜ ଆହୁଜା, ମିଳିପାରେ ବଡ଼ ଦାୟିତ୍ୱ

ଭୁବନେଶ୍ୱର,୨୫।୬:ଓଡ଼ିଶା ଫେରିବେ ୧୯୯୦ ବ୍ୟାଚ ଆଇଏଏସ ମନୋଜ ଆହୁଜା। ମଙ୍ଗଳବାର କେନ୍ଦ୍ର ସରକାର ତାଙ୍କୁ ନିଜ ଓଡ଼ିଶା କ୍ୟାଡର ଫେରାଇ ଦେଇଛନ୍ତିି । ଆହୁଜାଙ୍କୁ ଓଡ଼ିଶା ଫେରାଇବା ପାଇଁ କେନ୍ଦ୍ର ସରକାରଙ୍କୁ ମୋହନ ସରକାର ଅନୁରୋଧ କରିଥିଲେ । ତେବେ ତାଙ୍କ…

ଏଥର ହେବ ଛାତ୍ର ସଂସଦ ନିର୍ବାଚନ! ମନ୍ତ୍ରୀଙ୍କ ବୟାନରୁ ସ୍ପଷ୍ଟ

ଭୁବନେଶ୍ୱର,୨୫।୬: ଗଣତନ୍ତ୍ରର ଏନ୍ତୁଡି ହେଉଛି କଲେଜ। ଆଜି ରାଜନୀତିରେ ପାଦ ଥାପିଥିବା ପ୍ରତ୍ୟେକ ନେତା କଲେଜ ରାଜନୀତିରୁ ହିଁ ନିଜର ରାଜନୀତି କ୍ୟାରିୟର ଆରମ୍ଭ କରିଥା’ନ୍ତି। ପ୍ରତିଟି ସୁଦୃଢ ରାଜନେତାର ଦକ୍ଷତା ସେହି କଲେଜ ସମୟରେ ଛାତ୍ରନେତା ସମୟରେ ହିଁ ନଜର…

ବବିଙ୍କ କ୍ୱାର୍ଟର୍ସ ଦେଖିବା ପରେ ଜିଏ ଅଧିକାରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୫।୬: ବିଜେଡି ନେନତା ପ୍ରଣବ ପ୍ରକାଶ ଦାସଙ୍କ କ୍ୱାର୍ଟର୍ସ ଦେଖିବା ପରେ ଜିଏ ଅଧିକାରୀ ବଡ଼ ସୂଚନା ଦେଇଛନ୍ତି। ଜିଏ ଅଧିକାରୀ କହିଛନ୍ତି, ନିର୍ମାଣ ପାଇଁ ଅନୁମତି ନ ଥିଲେ କାର୍ଯ୍ୟାନୁଷ୍ଠାନ ହେବ। ମୂଳ କ୍ୱାର୍ଟର୍ସ ଯାହା ଯେମିତି ଥିଲା, ସେମିତି…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୫।୬: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି…

ରଥଯାତ୍ରାକୁ ନେଇ ଆସିଲା ବଡ଼ ଖବର, ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

ପୁରୀ,୨୫।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି । ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି । ତେବେ…

ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା: ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍‌ ଲାଇଟ୍‌

ଭୁବନେଶ୍ବର,୨୫।୬: ଦୂର ହେବ ଟ୍ରାଫିକ ସମସ୍ୟା। ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍‌ ଲାଇଟ୍‌। ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ଏସ୍‌ସିବିରେ ରୋଗୀ, ଡାକ୍ତରଙ୍କ ସହ ଆଲୋଚନା କଲେ ସ୍ବାସ୍ଥ୍ୟମନ୍ତ୍ରୀ

କଟକ,୨୫।୬(ଶିଳ୍ପା ପ୍ରିୟଦର୍ଶିନୀ): ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମଙ୍ଗଳବାର ଏସ୍‌ସିବି ମେଡିକାଲ ଗସ୍ତ କରିଛନ୍ତି। ମେଡିକାଲରେ ସମସ୍ତ ବିଭାଗ ଭ୍ରମଣ କରିବା ସହ ଏସ୍‌ସବି ଅଧିକ୍ଷକ ଏବଂ ବରିଷ୍ଠ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ନୂଆ ସରକାର ଗଠନ…

ଓଡ଼ିଆରେ ଶପଥ ନେଲେ ଓଡ଼ିଶା ସାଂସଦ

ନୂଆଦିଲ୍ଲୀ,୨୫।୬: ସଂସଦରେ ଶପଥ ନେଲେ ଓଡ଼ିଆ ସାଂସଦ। ସୋମବାର ଓଡ଼ିଶାର ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ ଓରାମ ଶପଥ ଗ୍ରହଣ କରିଥିଲେ। ମଙ୍ଗଳବାର ବାକି ୧୭ ଓଡ଼ିଆ ଏମ୍‌ପି ଶପଥ ନେଇଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରାପଡ଼ା ଏମ୍‌ପି ବୈଜୟନ୍ତ…

ଲୋକଙ୍କୁ ଭ୍ରମିତ କରନ୍ତୁ ନାହିଁ, ୧୦୦ ଦିନ ଭିତରେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୬: ଶହେ ଦିନ ଭିତରେ ମହିଳାଙ୍କୁ ସୁଭଦ୍ରା ଯୋଜନା ନିଶ୍ଚୟ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲୋକଙ୍କୁ ଭ୍ରମିତ କରନ୍ତୁ ନାହିଁ । ସରକାରଙ୍କୁ ସହଯୋଗ କରନ୍ତୁ । ଡ୍ରାଫ୍ଟିଙ୍ଗ ଷ୍ଟେଜରେ ଅଛି ସୁଭଦ୍ରା…

ସମ୍ବଲପୁରରେ ଜଣ୍ଡିସ ସ୍ଥିତି ଅନୁଧ୍ୟାନ

ସମ୍ବଲପୁର,୨୦ା୬: ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ବୟସ ୧୪ରୁ ୨୦ ବର୍ଷ ମଧ୍ୟରେ ବୋଲି ଜଣାପଡ଼ିଛି। ଏଭଳିସ୍ଥତି ଭୁବନେଶ୍ବରରୁ ଆସିଥିବା ୨ ଜଣିଆ ରାପିଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?