ରାଜ୍ୟ

ମୁଖ୍ୟମନ୍ତ୍ରୀ ପଦ ମର୍ଯ୍ୟାଦା ରଖନ୍ତୁ: ପ୍ରତାପ ଦେବ

ଭୁବନେଶ୍ୱର,୨୫ା୬(ଅନିଲ ଦାସ): କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଟିପ୍ପଣୀକୁ ନେଇ ବିଜେଡି କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତା ତଥା ବିଧାୟକ ପ୍ରତାପ କେଶରୀ ଦେବ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ କେନ୍ଦୁଝରରେ…

ନାବାଳିକା ବୋହୂଙ୍କୁ ହତ୍ୟା: ମଶାଣିରୁ ଖୋଜା ଚାଲିଛି ପ୍ରମାଣ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ନାବାଳିକା ବୋହୂଙ୍କ ଅଚାନକ ମୃତ୍ୟୁ ପରେ ତାଙ୍କୁ ଡାକ୍ତରଖାନା ନ ନେଇ କିମ୍ବା ପୋଲିସକୁ ଖବର ନ ଦେଇ ଅତି ତରବରିଆ ଭାବେ ପୋଡ଼ିଦିଆଯାଇଛି। ଏଥିରୁ ସନ୍ଦେହ ବଢ଼ୁଥିବା ବେଳେ ତାଙ୍କୁ ହତ୍ୟା କରାଯାଇଛି ବୋଲି ତାଙ୍କ…

ଆଜି ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ୱର,୨୫।୬(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ନିମନ୍ତେ ମଙ୍ଗଳବାର ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ସାମ୍ସ ପୋର୍ଟାଲରେ ଏହା ଉପଲବ୍ଧ ହେବ। ୨୫ରୁ ୨୮ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ସ୍ଲାଇଡ୍‌ ଅପ୍‌ଶନ…

ଦୃଢ଼ ବିରୋଧୀ ଭୂମିକା ନେବ ବିଜେଡି

ଭୁବନେଶ୍ୱର,୨୫।୬(ଅନିଲ ଦାସ): ଦୀର୍ଘ ୨୪ ବର୍ଷ ପରେ ବିଜେଡି ଓଡ଼ିଶାରେ କ୍ଷମତାଚ୍ୟୁତ ହୋଇଛି। ଏକ ଦୃଢ଼ ବିରୋଧୀ ଦଳ ଭାବେ ବିଜେଡି ନିଜକୁ ପ୍ରସ୍ତୁତ କରିବା ଆରମ୍ଭ କରିଛି। ଉଭୟ ଭାଜପା ଓ କଂଗ୍ରେସ ସହ ସମଦୂରତା ଆପଣେଇଥିବା କଥା କହି…

ଚାଷୀଙ୍କୁ ଦଲାଲ ମୁକ୍ତ କରାଯିବ: ମୁଖ୍ୟମନ୍ତ୍ରୀ

ଚମ୍ପୁଆ/ଝୁମ୍ପୁରା,୨୫।୬ (ମହେଶ୍ୱର ଦାସ/ଶଶିଭୂଷଣ ସାହୁ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ନିଜ ଜିଲା କେନ୍ଦୁଝରକୁ ମୋହନ ଚରଣ ମାଝୀ ୨ ଦିନିଆ ଗସ୍ତରେ ଆସିଛନ୍ତି। ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟି ରାଇକଳାକୁ ଯାଇଛନ୍ତି। ଏହି ଅବସରରେ ଝୁମ୍ପୁରା…

ବିଜେଡି ସରକାର ସମୟରେ ମୋତେ ହତ୍ୟା ଉଦ୍ୟମ ହୋଇଥିଲା: ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୫।୬(ପି.ଟି.): ବିଜେଡି ସରକାର ସମୟରେ ମୋ ଉପରେ ବୋମା ପକାଇ ହତ୍ୟା ଉଦ୍ୟମ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଯୋଗ କରିଛନ୍ତି। କେନ୍ଦୁଝରର ଝୁମ୍ପୁରାଠାରେ ସୋମବାର ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେବାବେଳେ ସେ ଏହା କହିଛନ୍ତି। ତେବେ…

ରାସ୍ତାକଡ଼ରୁ ମିଳିଲା ଶିଶୁପୁତ୍ର

ନୂଆପଡ଼ା,୨୪ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା ଲଖନା ଥାନା କୁରୁମପୁରି ପଞ୍ଚାୟତ ବେଲମୁଣ୍ଡିଆ ପଡ଼ା ରାସ୍ତାପାର୍ଶ୍ୱରୁ ସୋମବାର ଏକ ଶିଶୁପୁତ୍ର ଉଦ୍ଧାର ହୋଇଛି। ଶିଶୁର ବୟସ ଏକ ମାସରୁ ଦେଢମାସ ଭିତରେ ହେବ ବୋଲି ଅନୁମାନ କରାଯାଉଛି ା ଲଖନା ଥାନା…

ବିଜେଡି ରାଜ୍ୟସଭା ଏମ୍‌ପିମାନଙ୍କୁ ନବୀନ ଦେଲେ ମେସେଜ୍‌, କହିଲେ ଏଥର…

ଭୁବନେଶ୍ୱର,୨୪।୬: ୨୪ ବର୍ଷ ପରେ ଓଡ଼ିଶାରେ ବିଜେଡିର ପତନ ଘଟିଛି। ବିଧାନସଭା ନିର୍ବାଚନରେ ଚମତ୍କାର ପ୍ରଦର୍ଶନ କରିବା ପରେ ଭାଜପା ପ୍ରଥମ ଥର କ୍ଷମତାକୁ ଆସିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସୋମବାର ଦଳର ୯ ରାଜ୍ୟସଭା…

ମୁଖ୍ୟମନ୍ତ୍ରୀଙ୍କୁ କିଏ ଯାଚିଥିଲେ ଖଣି? ବଡ଼ ଖୁଲାସା କଲେ ମୋହନ ମାଝି

ଭୁବନେଶ୍ୱର,୨୪।୬: ୨ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଜେଡିକୁ ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ରୀତଦାସ ବୋଲାଉଥିବା ଲୋକେ ମୋତେ ନିଜ ସପକ୍ଷକୁ ଆଣିବା ପାଇଁ ଉଦ୍ୟମ କରିଥିଲେ। ମୋତେ ମନ୍ତ୍ରୀପଦ ଓ ଖଣି ଦେବାର ଲୋଭ ଦେଖାଇଥିଲେ…

ଦେବୀ ପ୍ରସାଦ ମିଶ୍ର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଡେପୁଟି ସେକ୍ରେଟାରୀ

ଭୁବନେଶ୍ୱର,୨୪।୬: ଗୃହ ଓ ନଗର ଉନ୍ନୟନ ବିଭାଗ ଡେପୁଟି ସେକ୍ରେଟାରୀ ଦେବୀ ପ୍ରସାଦ ମିଶ୍ରଙ୍କୁ ସୋମବାର ବଦଳି କରାଯାଇଛି। ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଡେପୁଟି ସେକ୍ରେଟାରୀ ଭାବେ ନିଯୁକ୍ତି ଦିଆଯାଇଛି।ଏ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ…

ମା’ଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ନେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୪ା୬: ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟିରେ ପାଦ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ସେଠାରେ ପାରମ୍ପାରିକ ନୃତ୍ୟଗୀତ କରି ତାଙ୍କୁ ସ୍ବାଗତ…

ଛତିଶା ନିଯୋଗ ବୈଠକରେ ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ, ଜାଣନ୍ତୁ କେତେବେଳେ ଆରମ୍ଭ ରଥଟଣା

ପୁରୀ,୨୪।୬: ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଦିନ ୧ଟା ୧୦ରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ପହଣ୍ଡି ସରିବ ବୋଲି ସମୟ ଧାର୍ଯ୍ୟ କରାଯାଇଛି। ଅପରାହ୍ନ ୪ଟାରେ ଗଜପତିଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?