ରାଜ୍ୟ

ଜାଣନ୍ତୁ ଜିଆଇ ଟ୍ୟାଗ୍‌ କ’ଣ,

ଭୁବନେଶ୍ୱର,୩।୩: ଏକ ନିର୍ଦ୍ଦିଷ୍ଟ ଉତ୍ପାଦର ଭୌଗୋଳିକ ସ୍ଥିତି ବା ଏହାର ମୂଳ ସ୍ଥାନ (ସହର, ଅଞ୍ଚଳ ବା ଦେଶ)କୁ ସୂଚାଇବା ପାଇଁ ଭୌଗୋଳିକ ସଙ୍କେତ (ଜିଆଇ)କୁ ବ୍ୟବହାର କରାଯାଇଥାଏ। ବିଶ୍ୱ ବାଣିଜ୍ୟ ସଂଗଠନ (ଡବ୍ଲ୍ୟୁଟିଓ)ର ସଦସ୍ୟ ଭାବେ ଭାରତ ୧୯୯୯ରେ ଜୋଗ୍ରାଫିକାଲ…

‘୧୨୦ ବିଧାନସଭା, ୧୭ ଲୋକ ସଭା ଆସନରେ ଜିତିବ ବିଜେଡି’

ଭୁବନେଶ୍ୱର,୨।୩(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ଏବଂ ୫-ଟି ପ୍ରକରଣରେ ସାରା ରାଜ୍ୟରେ ଚାଲିଥିବା ରୂପାନ୍ତରଣ କାର୍ଯ୍ୟ ଯୋଗୁ ବିଜେଡି ରାଜନୈତିକ ଦୃଷ୍ଟିକୋଣରୁ ଅତ୍ୟନ୍ତ ଦୃଢ଼ ସ୍ଥାନରେ ରହିଛି । ଆଗାମୀ ନିର୍ବାଚନରେ ବିଜେଡି ୧୨୦ରୁ ଅଧିକ ବିଧାନସଭା…

ପଞ୍ଚାୟତରେ ନିୟୋଜିତ ପିଏଚ୍‌ଆଇଇଭିଙ୍କ ଦରମା ବଢ଼ିଲା, ଏବେ ପାଇବେ ୧୦ ହଜାର ଟଙ୍କା

ଭୁବନେଶ୍ୱର,୨।୩(ସୁନିତ୍‌ ମିଶ୍ର): ରାଜ୍ୟର ବିଭିନ୍ନ ବିଦ୍ୟାଳୟର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରୀଛାତ୍ରମାନଙ୍କୁ ଶିକ୍ଷା ତଥା ସ୍ବତନ୍ତ୍ର ସେବା ଯୋଗାଇବା ନିମନ୍ତେ ୨୦୧୪ରୁ ବିଭିନ୍ନ ଗ୍ରାମପଞ୍ଚାୟତରେ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (ପିଏଚ୍‌ଆଇଇଭି)ମାନଙ୍କୁ ନିୟୋଜିତ କରାଯାଇଥିଲା। ବର୍ତ୍ତମାନ ଏହି ଶିକ୍ଷା ସ୍ବେଚ୍ଛାସେବୀମାନଙ୍କୁ ମାସିକ ୫୩୭୯ ଟଙ୍କା…

ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶା ନାହିଁ: ମନମୋହନ କହିଲେ…

ଭୁବନେଶ୍ୱର,୨।୩(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାଜପା ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ପକ୍ଷରୁ ମୋଟ ୧୬ଟି ରାଜ୍ୟ ଏବଂ ୨ଟି କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ୧୯୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା…

କୁକୁଡ଼ା ଚିଆଁ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ: ଉପକୃତ ହେବେ ୭ ଲକ୍ଷରୁ ଊର୍ଦ୍ଧ୍ୱ ପରିବାର

ଭୁବନେଶ୍ୱର, ୨।୩(ଅସମାପିକା ସାହୁ)- ଅପପୁଷ୍ଟି ଦୂରୀକରଣ ପାଇଁ ‘ଘରଦୁଆରେ ପୁଷ୍ଟି ଯୋଜନା’ରେ କୁକୁଡ଼ା ଚିଆଁ ବଣ୍ଟନ କାର୍ଯକ୍ରମ ଆରମ୍ଭ ହୋଇଛି। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଶନିବାର ଭର୍ଚ୍ଚୁଆଲ ମାଧ୍ୟମରେ…

୧୫ରୁ ୧ମରୁ ୮ମ ବାର୍ଷିକ ପରୀକ୍ଷା, ଜାଣନ୍ତୁ ସବିଶେଷ ସୂଚନା…

ଭୁବନେଶ୍ୱର, ୨।୩(ଅସମାପିକା ସାହୁ) – ରାଜ୍ୟରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ୧ମରୁ ୮ମ ଶ୍ରେଣୀ ବାର୍ଷିକ ପରୀକ୍ଷା ବା ସମ୍ମେଟିଭ-୨ ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବ। ଏହି ଲିଖିତ ପରୀକ୍ଷା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ବିଜେଡିର ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ

ହିଞ୍ଜିଳିକାଟୁ ୨ା୩ (ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ପାଟଣା ସାହି ଓ୍ବାର୍ଡ ନଂ୫ ରୁ ଶନିବାର ଅପରାହ୍ନରେ ବିଜେଡି ଦଳ ପକ୍ଷରୁ ଘରେ ଘରେ ଶଙ୍ଖ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର,…

କଟକ ରୁପା ତାରକସିକୁ ମିଳିଲା ଜିଆଇ ଟ୍ୟାଗ୍‌

କଟକ,୨ା୩(କାର୍ତ୍ତିକ ସାହୁ): ବହୁଦିନର ଦାବି ଆଜି ପୂରଣ ହୋଇଛି। ପ୍ରାଚୀନ କଟକ ସହରର ଅନ୍ୟତମ ଐତିହ୍ୟ ଭାବେ ପରିଗଣିତ ରୁପା ତାରକସିକୁ ଶନିବାର ଜିଆଇ ଟ୍ୟାଗ୍‌ ମିଳିଛି। ଏହାଦ୍ୱାରା ଓଡ଼ିଶାର ଜିଆଇ ଟ୍ୟାଗ୍‌ ତାଲିକାରେ ରୁପା ତାରକସି ୨୬ ନମ୍ବର ସ୍ଥାନରେ…

ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ଲିଙ୍ଗରାଜ ମହାପ୍ରଭୁଙ୍କ ଚଳିତ ବର୍ଷ ପ୍ରସିଦ୍ଧ ମହାଶିବରାତ୍ରି ଅବସରରେ ଖୋର୍ଦ୍ଧା ଜିଲାପାଳ ଚଞ୍ଚଳ ରଣାଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ କମିଟି ବୈଠକ ସର୍କିଟ ହାଉସ୍‌ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସେବାୟତ, ମନ୍ଦିର ପ୍ରଶାସନ, ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ…

ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାର ୫୨ ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ଶନିବାର ଜଳସେଚନ କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ସୃଷ୍ଟି ହୋଇଛି। ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ୪ଟି ଜିଲାରେ ୧୩୧ କୋଟି ଟଙ୍କା…

କେନ୍ଦୁଝରରେ ମେଡିକାଲ କଲେଜ, ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାରଠାରୁ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ରୋଗୀ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ କେନ୍ଦୁଝରରେ ୫୦୦ ଶଯ୍ୟା ବିଶିଷ୍ଟ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲକୁ ଉଦ୍‌ଘାଟନ…

ଭଦ୍ରକରେ ଭାଇର ଆତ୍ମହତ୍ୟା ଖବର ଶୁଣି ଜୀବନ ହାରିଲା ଭଉଣୀ

ଭୁବନେଶ୍ୱର,୨।୩: ଏକ ଆଶ୍ଚର୍ଯ୍ୟଜନକ ଘଟଣା କ୍ରମେ ଭଦ୍ରକ ଜିଲାରେ ଭାଇ ଭଉଣୀ ଗୋଟିଏ ଦିନରେ ଆତ୍ମହତ୍ୟା କରିଛନ୍ତି। ରିପୋର୍ଟ ଅନୁଯାୟୀ ପ୍ରଥମେ ଭାଇ ଆତ୍ମହତ୍ୟା କରିଥିଲେ ଏବଂ ଏହାର ଦୁଇ ଘଣ୍ଟା ବ୍ୟବଧାନରେ ଭାଇର ମୃତ୍ୟୁ ଖବର ଶୁଣି ଭଉଣୀ ନିଜର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri