ରାଜ୍ୟ

ଏଲ୍‌‌ ନିନୋ ଦୁର୍ବଳ ଚଳିତ ବର୍ଷ ସ୍ୱାଭାବିକ ରହିବ ମୌସୁମୀ ବର୍ଷା: ପାଣିପାଗ ବିଭାଗର ଅନୁମାନ

ଭୁବନେଶ୍ୱର,୨।୩: ଚଳିତ ବର୍ଷ ଏଲ୍‌‌ ନିନୋ ଧୀରେ ଧୀରେ ଦୁର୍ବଳ ହେଉଥିବାରୁ ଚଳିତ ବର୍ଷ ମୌସୁମୀ ବର୍ଷା ସ୍ୱାଭାବିକ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ହେଲେ ଗ୍ରୀଷ୍ମ ପ୍ରବାହର ପ୍ରକୋପ ଅଧିକ ରହିବାର ସମ୍ଭାବନା ଅଛି ପୂର୍ବାନୁମାନ…

ଦଳ ଛାଡୁଥିବା ନେତାଙ୍କ ଭବିଷ୍ୟତ ନାହିଁ: ସସ୍ମିତ ପାତ୍ର

ଭୁବନେଶ୍ୱର,୨।୩: ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ଭାଜପା ଓ ବିଜେଡି ମଧ୍ୟରେ ମେଣ୍ଟକୁ ଚର୍ଚ୍ଚା ଜୋର ଧରିଛି। ତେବେ ମେଣ୍ଟ ଚର୍ଚ୍ଚାକୁ ଭାଜପାର ରାଜ୍ୟ ନିର୍ବାଚନ ପ୍ରଭାରୀ ଓ ରାଜ୍ୟ ଭାଜପା ସଭାପତି ଖଣ୍ଡନ କରିବା ପରେ ବିଜେଡି ମଧ୍ୟ ଏମିତି…

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଯୋଡ଼ିହେଲା ଆଉ ଏକ ନୂଆ ଫର୍ଦ୍ଦ: ୫ ମେଡିକାଲ କଲେଜର ଟିଚିଂ ହସ୍ପିଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ଶନିବାର ଓଡ଼ିଶାର ସ୍ବାସ୍ଥ୍ୟ ଶିକ୍ଷା ଓ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ନୂଆ ଫର୍ଦ୍ଦ ଯୋଡ଼ି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ପାଇଁ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜରେ…

ଭଦ୍ରକ ରାଜନୀତିରେ ହଲଚଲ: ପଦ୍ମ ଧରିବେ ରାଜୁ ଦାସ

୨୦୨୪ ସାଧାରଣ ନର୍ବାଚନକୁ ନେଇ ରାଜନୀତି ଏବେ ସରଗରମ। ନିର୍ବାଚନ ଯେତେ ପାଖେଇ ଆସୁଛି, ସେତେ ସରଗରମ ହେବାରେ ଲାଗିଛି ରାଜ୍ୟ ରାଜନୀତି । ଏହାରି ଭିତରେ ଦଳଡିଆଁ ପର୍ବ ଆରମ୍ଭ ହୋଇଛି । ଭଦ୍ରକ ରାଜନୀତିରୁ ଏକ ବଡ଼ ଖବର…

ଶିକ୍ଷୟିତ୍ରୀଙ୍କୁ ମିଳିବ ମାତୃତ୍ୱ ଛୁଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ କଳା ଓ କ୍ରୀଡ଼ା ଶିକ୍ଷୟିତ୍ରୀଙ୍କୁ ଏଣିକି ମାତୃତ୍ୱ ଛୁଟି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲା ଗସ୍ତ ଅବସରରେ…

ଜନଜାତି ବହୁଳ ଜିଲାରେ ନିୟୋଜିତ ବହୁଭାଷୀ ଶିକ୍ଷକଙ୍କ ଦରମା ୧୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨।୩(ଅସମାପିକା ସାହୁ): ଜନଜାତି ବହୁଳ ଜିଲାମାନଙ୍କରେ ନିୟୋଜିତ ବହୁଭାଷୀ ଶିକ୍ଷକଙ୍କ ପାଇଁ ଖୁସି ଖବର । କଳା ଓ କ୍ରୀଡା ଶିକ୍ଷକଙ୍କ ଦରମା ବୃଦ୍ଧି କରିବା ପରେ ଆଉ ଏକ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି…

ରାଜ୍ୟ ସରକାରଙ୍କ ବଡ ଘୋଷଣା, ବଢିଲା କଳା-ଖେଳ ଶିକ୍ଷକଙ୍କ ଦରମା

ଭୁବନେଶ୍ୱର,୨।୩(ଅସମାପିକା ସାହୁ): ଶୁକ୍ରବାର ଗଣ ଶିକ୍ଷକଙ୍କ ଦରମା ବୃଦ୍ଧି କରିବା ପରେ ରାଜ୍ୟ ସରକାର ନବୀନ ପଟ୍ଟନାୟକ ରାଜ୍ୟର ଖେଳ ଶିକ୍ଷକଙ୍କ ଦରମା ବଢାଇଛନ୍ତି। ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ…

ସାମାନ୍ୟ ଏତିକି ଟଙ୍କା ଲାଞ୍ଚ ନେଉଥିଲେ ପୋଲିସ ବାବୁ: ଧରିଲା ଭିଜିଲାନ୍ସ

ଭୁବନେଶ୍ବର ୨।୩: ଭିଜିଲାନ୍ସ ହାତରେ ଏଏସ୍‌ଆଇ। କଟକ ଭଦ୍ରେଶ୍ବର ଥାନା ଏଏସ୍‌ଆଇ ଆଲୋକ କୁମାର ଷଡଙ୍ଗୀ ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ପରେ ତାଙ୍କୁ ଗିରଫ କରାଯାଇଛି। ତେବେ ଜମିଜମା ବିବାଦ ମାମଲାରେ କେସ…

ନିର୍ବାଚନ ପୂର୍ବରୁ ଓଡ଼ିଶା ପହଞ୍ଚିବେ ୧୫ କମ୍ପାନୀ ଫୋର୍ସ

ଭୁବନେଶ୍ୱର,୨।୩: ନିର୍ବାଚନ ପାଖେଇ ଆସୁଥିବା ବେଳେ ଏହା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ନିର୍ବାଚନକୁ ଶାନ୍ତିଶୃଙ୍ଖଳା ତଥା ଅବାଧରେ କରିବା ନିମନ୍ତେ ଲକ୍ଷ୍ୟ କରାଯାଇଛି। ଏଥିନିମନ୍ତେ ସମଗ୍ର ଦେଶରେ ସେଣ୍ଟ୍ରାଲ ଆର୍ମଡ ଫୋର୍ସ ମୁତୟନ କରାଯାଉଛି। ଏହି ପରିପ୍ରେକ୍ଷୀରେ ପ୍ରଥମ…

କଲରାପତରିଆ ବାଘ ଗଣିବେ ନବୀନ ସରକାର

ଭୁବନେଶ୍ୱର, ୨।୩(ଅସମାପିକା ସାହୁ): ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା କରିବେ। ଆସନ୍ତା ମେ’ରୁ ହାତୀ ଗଣନା ସହ ଏକକାଳୀନ କଲରାପତରିଆ ବାଘ ଗଣନା କରାଯିବ। ରାଜ୍ୟର ସବୁ ଅଞ୍ଚଳରେ କଲରାପତରିଆ ଗଣନା ହେବ ବୋଲି ପିସିସିଏଫ୍‌(ବନ୍ୟପ୍ରାଣୀ) ସୁଶାନ୍ତ ନନ୍ଦ…

ବିଜେଡି ଛାଡ଼ିବା ପରେ ପ୍ରତିକ୍ରିୟା ରଖିଲେ ବିଧାୟକ ଅରବିନ୍ଦ ଢାଲି: କହିଲେ ଘରବାହୁଡ଼ା କରିବି

ଭୁବନେଶ୍ୱର,୨।୩: ବିଜେଡି ଛାଡ଼ିବା ପରେ ଜୟଦେବ ବିଧାୟକ ଅରବିନ୍ଦ ଢାଲି ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଘରବାହୁଡ଼ା କରିବି। ରବିବାର ଭାଜପା ଯୋଗଦେବି। ତେବେ କ’ଣ ଦାୟିତ୍ୱ ଦିଆଯିବ ତାହା ଦଳ ନିଷ୍ପତ୍ତି ନେବ। ଲୋକଙ୍କ ମତାମତ ଗ୍ରହଣ କରି…

ଆଜି ଆସିବ ଭାଜପାର ୧୦୦ଜଣିଆ ପ୍ରାର୍ଥୀ ତାଲିକା, ଚର୍ଚ୍ଚାରେ ଓଡିଶାର ଏହି ୩ ନେତା

ନୂଆଦିଲ୍ଲୀ,୨।୩: ପାଖେଇ ଆସିଲାଣି ଲୋକସଭା ନିର୍ବାଚନ ୨୦୨୪ । ଏନେଇ ଅଣ୍ଟା କସିଲେଣି ଜାତୀୟ ଦଳ କଂଗ୍ରେସ ଓ ଭାଜପା। ଏହାରି ଭିତରେ ଆଜି ଅର୍ଥାତ୍‌ ଶନିବାର ଭାଜପା ତା’ର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିବ । କାହା ନାଁରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri