ପୁରୁଣାଙ୍କ ସହ ଲଢ଼ିବେ ନୂଆ
ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ କରି ନ ଥିବା ବେଳେ ଭାଜପା ଏହି କ୍ଷେତ୍ରରେ ନିଜ ପୂର୍ବ ଘୋଷିତ ପ୍ରାର୍ଥୀ…
ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ
ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ ସ୍ଥାନରୁ ପ୍ରତିଦ୍ୱନ୍ଦ୍ୱିତା କରିବା କିଛି ନୂଆ କଥା ନୁହେଁ। ଭାରତର ନିର୍ବାଚନୀ ଇତିହାସରେ ବହୁ…
ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା
ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ବିଧାନସଭା କ୍ଷେତ୍ରରେ ପ୍ରାର୍ଥୀ ଘୋଷଣା ବିଳମ୍ବକୁ ନେଇ ଝଡ଼ ସୃଷ୍ଟି ହୋଇଥିବା ଦେଖିବାକୁ…
ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ
ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି। ଏ ସମ୍ପର୍କରେ ଭାଜପା ପକ୍ଷରୁ ମୁଖ୍ୟ ନିର୍ବାଚନ ଅଧିକାରଙ୍କ ଦୃଷ୍ଟି…
ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ
ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର ଏହି ନିର୍ବାଚନମଣ୍ଡଳୀର ୩ ଗୋଷ୍ଠୀ ନେତା ଓ କାର୍ଯ୍ୟକର୍ତ୍ତାମାନଙ୍କୁ ଭୁବନେଶ୍ୱର ଶଙ୍ଖ ଭବନକୁ ଡାକି…
୩ ଜିଲା ଲକ୍ଷ୍ମୀ ବସ୍ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି
ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍ ଓ ଜିଲାରେ ୧୬୦୦ରୁ ଅଧିକ ବସ୍ ରହିଛି ଏବଂ ୧୨୨ଟି ଅତ୍ୟାଧୁନିକ ଜଗନ୍ନାଥ ଏକ୍ସପ୍ରେସ୍…
ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି
ଜଗତ୍ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ ଥିବା ସ୍ବୀକାର କରିଛନ୍ତି। କେବଳ ଏତିକି ନୁହେଁ, ୨ ବର୍ଷ ହେବ କଂଗ୍ରେସ ଲୋକେ…
ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ
ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭ ନିଖୋଜ ହୋଇଯାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର
ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଗୋପ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ…
ଗେଷ୍ଟ ହାଉସ୍ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…
ଭୁବନେଶ୍ୱର,୧୯।୪(ସତ୍ୟଜିତ୍ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ହେଲେ କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ତେରଗୁଡା ଅଞ୍ଚଳର ତପନ…
‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’
ଭୁବନେଶ୍ୱର, ୧୯।୪(ସୁନିତ୍ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା ସୁନିଶ୍ଚିତ ବୋଲି ଜାଣିବା ପରେ ଭୟରେ ଗୁରୁବାର ଏକ ଭୁଲ୍ ଫଟୋ ନିଜ ସାମାଜିକ…
ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ
ଭୁବନେଶ୍ୱର, ୧୯।୪(ସୁନିତ୍ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ମିଶ୍ରଣ ପର୍ବରେ ରାମଚନ୍ଦ୍ର ପଣ୍ଡାଙ୍କ ସମେତ ଗଞ୍ଜାମ ଏନ୍ଏସି ଅଧ୍ୟକ୍ଷା ପ୍ରତିଭା…
Archives


