ରାଜ୍ୟ

ଅଙ୍ଗ ଦାନ କରି ଦୁଇ ଜୀବନ ବଞ୍ଚାଇଲେ କେନ୍ଦ୍ରାପଡ଼ାର ୧୮ ବର୍ଷୀୟ ଯୁବକ

ଭୁବନେଶ୍ୱର,୧ା୩: ମସ୍ତିଷ୍କ ଟ୍ୟୁମରରେ ପୀଡିତ ଜଣେ ୧୮ ବର୍ଷୀୟ ଯୁବକ ଦୁଇ ଜଣଙ୍କୁ ନିଜର ଅଙ୍ଗ ଦାନ କରି ସେମାନଙ୍କୁ ନୂଆ ଜୀବନ ଦେଇଛନ୍ତି। କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ରମେଶ ଦାସଙ୍କ ପୁଅ ଓମ ଶିବୁ କଟକସ୍ଥିତ ଏସସିବି ମେଡିକାଲ…

୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ପ୍ରସ୍ତୁତି ତଦାରଖ କଲେ ମୁଖ୍ୟ ସଚିବ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ସେଦିନ ପ୍ରଧାନମନ୍ତ୍ରୀ ତେଲଙ୍ଗାନା ରାଜ୍ୟରୁ କାର୍ଯ୍ୟକ୍ରମ ସାରି ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିବେ। ସେଠାରୁ ସେ ସ୍ବତନ୍ତ୍ର…

ପଦ୍ମ ଧରିଲେ ବିଜେଡିର ଟାଣୁଆ ନେତା ଜଗନ୍ନାଥ

ରାୟଗଡ଼ା,୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଶିକ୍ଷିତ ତଥା ଟାଣୁଆ ବିଜେଡି ନେତା ଭାବେ ପରିଚିତ ଜଗନ୍ନାଥ ନୁଣ୍ଡୃକା ଶୁକ୍ରବାର ଭାଜପାରେ ଯୋଗଦେଇଛନ୍ତି। ଜଗନ୍ନାଥ ନୁଣ୍ଡୃକା ଭୁବନେଶ୍ୱରଠାରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଜଗନ୍ନାଥଙ୍କ ଭାଜପାରେ ଯୋଗଦାନ ପରେ ବିଷମକଟକ ନିର୍ବାଚନମଣ୍ଡଳୀରେ…

ହାତଗଣ୍ଠି ବଦଳରେ ପଡ଼ିଲା ହାତକଡ଼ି: ବିବାହ ବେଦିରୁ ବରକୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୧।୩: ହାତଗଣ୍ଠି ବଦଳରେ ପଡ଼ିଲା ହାତକଡ଼ି। ବରକୁ ବିବାହ ବେଦିରୁ ଉଠାଇନେଲା ପୋଲିସ। ଏଭଳି ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ୱରରେ। ଭୁବନେଶ୍ୱର କମିଶନ୍‌ରେଟ ପୋଲିସ ପ୍ରଥମ ସ୍ତ୍ରୀଙ୍କ ଅଭିଯୋଗରେ ବରକୁ ଉଠାଇ ନେଇଛି। ଜିତେନ୍ଦ୍ର ସ୍ବାଇଁ ନାମକ ଜଣେ ଯୁବକ ସେ…

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ବନ୍ଧା ହେଲେ ବୃଦ୍ଧ 

ତିହିଡି,୧।୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଞ୍ଚଳର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପା ଗୁରୁବାର ଏନେଇ ତିହିଡ଼ି ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ.୮୦/୨୪)…

ବାବାସାହେବ ଭୀମରାଓ ଆମ୍ବେଡକର ବସ୍‌‌ ଟର୍ମିନାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୩: ବହୁ ପ୍ରତିକ୍ଷିତ ନବନିର୍ମିତ ବାବାସାହେବ ଭୀମରାଓ ଆମ୍ବେଦକର ବସ୍‌‌ ଟର୍ମିନାଲକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ବରମୁଣ୍ଡାଠାରେ ପ୍ରାୟ ୨୧୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ବସ୍‌‌ ଷ୍ଟାଣ୍ଡରେ ଏୟାରପୋର୍ଟ ଭଳି ସୁବିଧା ସୁଯୋଗ ରହିଛି।…

ବାପ-ପୁଅ ମିଶି ନାବାଳିକାଙ୍କୁ  କରିଥିଲେ ବଳାତ୍କାର: ରାୟ ଶୁଣାଇଲେ କୋର୍ଟ, ବାପାଙ୍କୁ ୨୦, ପୁଅଙ୍କୁ ୨୫ ବର୍ଷ ଜେଲ୍‌

କେନ୍ଦୁଝର,୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ଅତିରିକ୍ତ ଜିଲା ଓ ସତନ୍ତ୍ର ଜଜ୍‌ (ପୋକ୍ସ) ଶୁଭଶ୍ରୀ ତ୍ରିପାଠୀ ଜଣେ ୧୫ ବର୍ଷ ନାବାଳିକାଙ୍କୁ  ବଳାତ୍କାର ମାମଲାର ରାୟ ଶୁଣାଇଛନ୍ତି। ସେ ଏହି ଘଟଣାରେ ବାପାଙ୍କୁ ୨୦ ଓ ପୁଅଙ୍କୁ ୨୫ ବର୍ଷ ଜେଲ…

ମାର୍ଚ୍ଚରେ ୧୧ଦିନ ସ୍କୁଲ ଛୁଟି! କରିନିଅନ୍ତୁ ପ୍ଲାନିଂ…

ନୂଆଦିଲ୍ଲୀ,୧।୩: ଛୁଟି କେବଳ ଛୁଟି ନୁହେଁ। ଏହା ଏକ ଇମୋଶନ। ତାହା ଖାଲି ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ନୁହେଁ, ସରକାରୀ-ବେସରକାରୀ ଠାରୁ ଆରମ୍ଭ କରି ଛୁଟି ସମସ୍ତଙ୍କୁ ବହୁତ ଭଲ ଲାଗିଥାଏ। ଛାତ୍ରଙ୍କ ଠାରୁ ଆରମ୍ଭ କରି କର୍ମଚାରୀ ଯାଏଁ ଛୁଟି…

ଆଗାମୀ ଦୁଇ ଦିନରେ ଓଡ଼ିଶାରେ ଦିନବେଳା ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୧ା୩: ଆସନ୍ତା ଦୁଇ ଦିନ ମଧ୍ୟରେ ରାଜ୍ୟରେ ଦିନର ତାପମାତ୍ରା ବଢିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। “ଆସନ୍ତା ଦୁଇ ଦିନ ମଧ୍ୟରେ ଦିନବେଳା ସର୍ବାଧିକ ତାପମାତ୍ରାରେ ଧୀରେ ଧୀରେ ବୃଦ୍ଧି ଘଟିବ ଏବଂ…

୯୭୭ ଅଧ୍ୟାପକ, ୮୭ ଅଧିକାରୀ, ୫୭ କମର୍ଚାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୩(ଅସମାପିକା ସାହୁ): ଶୁକ୍ରବାର ମୋଟ୍‌ ୧୧୫୨ ନୂଆ ଅଧ୍ୟାପକ, ଅଧିକାରୀ ଏବଂ କର୍ମଚାରୀଙ୍କୁ ନିଯୁକ୍ତି ମିଳିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିଛନ୍ତି। ଯେଉଁଥିରେ ୯୭୭ ଅଧ୍ୟାପକ, ୮୭ ପଞ୍ଚାୟତ ଉନ୍ନୟନ ଅଧିକାରୀ ଏବଂ ୫୭ ସମବାୟ…

୧୮୦୦ କୋଟି ଟଙ୍କାର ଖଣି ଦୁର୍ନୀତି: ଦୀପକ ଗୁପ୍ତାଙ୍କ ବାସଭବନରେ ଇଡି ଚଢ଼ାଉ

ବଡ଼ବିଲ,୧ା୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲର ଦୁଇଟି ସ୍ଥାନରେ ଇଡି(ଏନ୍‌ଫୋର୍ସମେଣ୍ଟ ଡିରେକ୍ଟର/ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ର ଚଢ଼ାଉ ହୋଇଛି। ୧୮୦୦ କୋଟି ଟଙ୍କାର ଉଲିବୁରୁ ଖଣି ମହାଦୁର୍ନୀତିକୁ ନେଇ ଇଡି ପକ୍ଷରୁ ଏହାର ମୁଖ୍ୟ ଦୀପକ ଗୁପ୍ତାଙ୍କ ବଡ଼ବିଲସ୍ଥିତ ବାସଭବନ ଏବଂ ଧୋବି ହଟିଂସ୍ଥିତ…

ନାଗାବଳୀ ନଦୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ରାୟଗଡ଼ା,୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ଚାନ୍ଦିଲି ଗାଁ ନିକଟ ନାଗାବଳୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ପାଣିରେ ବୁଡ଼ିଯାଇ ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅନୁ ଅବଦୁଲ(୧୨) ଏବଂ ହେମାଦେଇ ସୁନା(୯)। ଉଭୟେ ସାନଚାନ୍ଦିଲି ଗ୍ରାମର।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri