ରାଜ୍ୟ

ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ, ଇଣ୍ଟରନେଟ୍‌ ପାଇଁ ସଂଘର୍ଷ

ବାଲେଶ୍ୱର ଅଫିସ,୨୩।୬ ( ମାନସ ବିଶ୍ୱାଳ)- ବାଲେଶ୍ବର ସହରରେ ଲାଗିଥିବା କର୍ଫ୍ୟୁ କୋହଳ ହୋଇଛି । ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ ୫ରୁ ରାତି ୯ଟା ଯାଏ କର୍ଫୁ କୋହଳ ହୋଇଥିବା ବେଳେ ଟାଉନ ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ…

କଣ୍ଟେନରକୁ ପିଟି ହୁତୁହୁତୁ ହୋଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମତେ ୪ ଗୁରୁତର

ରୂପସା, ୨୩।୬(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୧୬ ନଂ ଜାତୀୟ ରାଜପଥର ରୂପସା ଥାନା ଅନ୍ତର୍ଗତ ଏବଂ ଢାବା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ରୋଗୀ ନେଇ ଯାଉଥିବା ୧୦୮ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଏକ…

ସମ୍ବଲପୁରରେ ଏମ୍ସ, ୫ ଲକ୍ଷ ଆବାସ

ଭୁବନେଶ୍ୱର,୨୩ା୬(ଅନିଲ ଦାସ) ରାଜ୍ୟରେ ପ୍ରଥମ ଥର କ୍ଷମତାକୁ ଆସିଥିବା ଭାଜପା ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍‌ଏଓ୍ବାଇ)ରେ ଓଡ଼ିଶାର ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ପାଇଁ ଅତିକମ୍‌ରେ ୫ ଲକ୍ଷ ଘର ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିଛନ୍ତି। ସେହିପରି…

ବନ୍ଦ କାରଖାନା ଖୋଲାଯାଉ

ଭୁବନେଶ୍ୱର,୨୩ା୬, (ଅନିଲ ଦାସ): ସ୍ବାଧୀନତା ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ ଭାଜପା ସରକାର ଗଠନ ହୋଇଛି । ହେଲେ ସରକାର ଶ୍ରମିକମାନଙ୍କ ପ୍ରତି କୌଣସି ସକାରାତ୍ମକ ମନୋଭାବ ପୋଷଣ କରିନାହାନ୍ତି। ରାଜ୍ୟରେ ଅନେକ ଶହ ଛୋଟ ବଡ କାରଖାନା ବନ୍ଦହୋଇ…

ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ଖୁବ୍‌ଶୀଘ୍ର: ଆଇନମନ୍ତ୍ରୀ ହରିଚନ୍ଦନ

ପୁରୀ, ୨୩।୬(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ଖୁବ୍‌ଶୀଘ୍ର ନେବେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ରତ୍ନ ଭଣ୍ଡାର ଖୋଲିବା ଏବଂ ଏହାର ଗଣତିମଣତି କାର୍ଯ୍ୟ ଦିନେ କିମ୍ବା ୨ଦିନର…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅଧିକାରୀ ନିଯୁକ୍ତ, ଅତିରିକ୍ତ ସଚିବ ହେଲେ…

ଭୁବନେଶ୍ୱର,୨୨ା୬: ଓଏଫ୍‌ଏସ୍‌ ତଥା ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ସଚିବ ଉମେଶ ଚନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେହିପରି ବରିଷ୍ଠ ଓଏଏସ୍‌…

ନିର୍ବାଚନ ପ୍ରତିଶ୍ରୁତି ପାଳନ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ଜଳସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମ୍ପର୍କୀୟ ସମୀକ୍ଷା ବୈଠକ କରିଛନ୍ତି। ଏହି ସମୀକ୍ଷା ବୈଠକରେ ବିଭାଗୀୟ ଅଧିକାରୀମାନଙ୍କୁ ସମସ୍ତ ଦୁର୍ବଳ ନଦୀବନ୍ଧଗୁଡ଼ିକର…

ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୨୨ା୬: ରତ୍ନଭଣ୍ଡାର ଖୋଲିବା ନେଇ ଖୁବ୍‌ଶୀଘ୍ର ସରକାର ନିଷ୍ପତ୍ତି ନେବେ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଶ୍ରୀଜିଉଙ୍କ ଗଜ ବେଶ ଦର୍ଶନ ପରେ ମନ୍ତ୍ରୀ ତାଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଗଣତି ଦିନେ ଦୁଇଦିନର କାମ ନୁହେଁ।…

ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଏଥର ବିଦା ହେଲେ…

ଭୁବନେଶ୍ୱର,୨୨ା୬: ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ନିଯୁକ୍ତି ଦିଆଯାଇଥିବା ଅଧ୍ୟକ୍ଷମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଠୋର ପଦକ୍ଷେପ ନେଇଛନ୍ତି। ଏହି ଅଧ୍ୟକ୍ଷମାନଙ୍କ ଯୋଗୁ ନିଗମଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନ…

କେନ୍ଦ୍ର ବଜେଟ୍‌ ପାଇଁ ପ୍ରସ୍ତାବ ଦାଖଲ କଲେ ଓଡ଼ିଶା ସରକାର, ରହିଛି ଏସବୁ ଦାବି…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୨ା୬: ଶନିବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍‌-ବଜେଟ୍‌ ପରାମର୍ଶ ବୈଠକରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେଇଥିଲେ। ଆଗାମୀ କେନ୍ଦ୍ର ବଜେଟ୍‌ ୨୦୨୪-୨୫ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ ପରାମର୍ଶ ନେବାକୁ…

ରାଜ୍ୟର ୨୪ଟି ଜିଲ୍ଲାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ; ଜୁନରେ ୧୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୨୨।୬: ରାଜ୍ୟର ୨୪ଟି ଜିଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ପର୍ଶ କରିଛି। ପାଗ ଅନୁକୂଳ ଥିବାରୁ ମୌସୁମୀ ପୁଣି ସକ୍ରିୟା ହେବା ସହ ବିଭିନ୍ନ ଜିଲାକୁ ପ୍ରବେଶ କରୁଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଭୁବନେଶ୍ୱର ଆଞ୍ଚଳିକ…

ଗଜ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ,୨୨ା୬: ଆଜି ଅର୍ଥାତ୍‌ ଶନିବାର ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ସମସ୍ତ ନୀତିକାନ୍ତି ପରେ ଶ୍ରୀଜିଉ ଗଜ ବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?