ରାଜ୍ୟ

ବନ୍ୟା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୬: ଆକ୍ସନ ମୋଡରେ ମୋହନ ସରକାର। ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜଳ ସମ୍ପଦ ବିଭାଗର ବିଳମ୍ବିତ ପ୍ରକଳ୍ପ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ବିଭାଗୀୟ ସଚିବ ଅନୁ…

ଏହି ୩ ଜିଲାକୁ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର:୨୨ା୬: ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ…

ସଂଧ୍ୟାରୁ ବାରିପଦାରୁ ଗଡିବ ବସ୍‌

ବାରିପଦା,୨୨ା୬: ସଂଧ୍ୟାରୁ ବାରିପଦାରୁ ଗଡିବ ବସ୍‌। ବସ୍‌ ନ ଗହିବା ବିବାଦ ତୁଟିବା ପରେ ଏନେଇ ନିଷ୍ପତ୍ତି ହୋଇଛି ମୟୂରଭଞ୍ଜ ଏସପି କହିଛନ୍ତି। ଏସପିଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏନେଇ ସମାଧାନ ହୋଇଛି। ସଂଧ୍ୟା ୭ଟାରୁ ସ୍ବାଭାବିକ ହେବ ବସ ଚଳାଚଳ।…

୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଦାରୁଦିଅଁ

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ଏହି ଦିବ୍ୟ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ପୁରୀରେ ପ୍ରବଳ…

ଜି ଉଦୟଗିରରେ ଜଗନ୍ନାଥଙ୍କ ଗଜାନନ ବେଶ

ଜି ଉଦୟଗିରି,୨୨।୬(ଶିଶିର ପଟ୍ଟନାୟକ ): ଜି ଉଦୟଗିରି ଜଗନ୍ନାଥ ମନ୍ଦିରରେ ଶନିବାର ଦିନ ସ୍ନାନ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ,ସୁଭଦ୍ରା ଓ ସୁଦର୍ଶନଙ୍କ ସ୍ନାନ ବିଧି ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଠାକୁର ମାନଙ୍କୁ ପହଣ୍ଡି କରି ସ୍ନାନ…

ମା’-ବାପାଙ୍କୁ ହତ୍ୟା କରି ପୋତିଦେଲା ପୁଅ

ସିମୁଳିଆ,୨୨।୬: ବାଲେଶ୍ୱର ଜିଲା ସିମୁଳିଆ ଥାନା ଗରସଙ୍ଗ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜନ୍ମ କଲା ପୁଅ ମା’-ବାପାଙ୍କୁ ଅତି ନୃଶଂସ ଭାବେ ହତ୍ୟା କରି ମାଟିରେ ପୋତି ଦେଇଥିବା ଘଟଣା ସାମ୍‌ନାକୁ ଆସିଛି। ବାରି ପଛପଟୁ ଦୁର୍ଗନ୍ଧ ହେବା…

ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣା: ସନ୍ତୋଷ ସିଂ ସାଲୁଜା ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨୨।୬: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାକୁ ନେଇ ରାଜନୀତି ମହଲରେ ଚର୍ଚ୍ଚା ହେଉଛି। କିଏ କାହିଁକି ଏଭଳି କାଣ୍ଡ କରିଛି, ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ଏହି ସମୟରେ ପିସିସି ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ବଡ଼…

କାହିଁକି ଭତ୍ତୃହରିଙ୍କୁ କରଗଲା ପ୍ରୋ ଟେମ ସ୍ପିକର, ଜଣାପଡିଲା ବଡ଼ କାରଣ

ନୂଆଦିଲ୍ଲୀ,୨୨।୬: ସୋମବାର ଠାରୁ ୧୮ତମ ଲୋକ ସଭାର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ତଥାପି ଏହା ପୂର୍ବରୁ ପ୍ରୋଟେମ ସ୍ପିକରଙ୍କୁ ନେଇ ବିବାଦ ଲାଗି ରହିଛି। କଂଗ୍ରେସ ଏହି ପ୍ରସଙ୍ଗରେ ସଂସଦର ପରମ୍ପରାକୁ ନଷ୍ଟ କରିଛି ବୋଲି ଅଭିଯୋଗ କରିଛି।…

ବରିଷ୍ଠ ଆଇଏଏସ୍‌ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ବଡ଼ ଦାୟିତ୍ୱ

ଭୁବନେଶ୍ୱର,୨୨।୬: ବରିଷ୍ଠ ଆଇଏଏସ୍‌ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଏକ ବିଜ୍ଞପ୍ତି…

ସକ୍ରିୟ ରହିଛି ମୌସୁମୀ ବାୟୁ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୬: ଓଡ଼ିଶାର ୨୪ ଜିଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ହୋଇଛି। ବାକି ୬ ଜିଲାରେ ମୌସୁମୀ ବାୟୁ ଛୁଇଁନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି।…

ସାନ୍ତାଳୀ ଭାଷାରେ ଶପଥ ନେବେ ମୟୂରଭଞ୍ଜ ଏମ୍‌ପି ନବଚରଣ ମାଝି, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୨।୬: ନବନିର୍ବାଚିତ ଏମ୍‌ପି ମାନେ ଆସନ୍ତା ୨୪ ତାରିଖରେ ସଂସଦରେ ଶପଥ ଗ୍ରହଣ କରିବେ । ଓଡ଼ିଶାର ୨୧ ଏମ୍‌ପି ମଧ୍ୟ ଶପଥ ଗ୍ରହଣ କରିବେ । ତେବେ ଏମ୍‌ପିମାନେ ଶପଥଗ୍ରହଣ କରିବାକୁ ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ମୟୂରଭଞ୍ଜରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?