ରାଜ୍ୟ

ସାନ୍ତାଳୀ ଭାଷାରେ ଶପଥ ନେବେ ମୟୂରଭଞ୍ଜ ଏମ୍‌ପି ନବଚରଣ ମାଝି, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୨।୬: ନବନିର୍ବାଚିତ ଏମ୍‌ପି ମାନେ ଆସନ୍ତା ୨୪ ତାରିଖରେ ସଂସଦରେ ଶପଥ ଗ୍ରହଣ କରିବେ । ଓଡ଼ିଶାର ୨୧ ଏମ୍‌ପି ମଧ୍ୟ ଶପଥ ଗ୍ରହଣ କରିବେ । ତେବେ ଏମ୍‌ପିମାନେ ଶପଥଗ୍ରହଣ କରିବାକୁ ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ମୟୂରଭଞ୍ଜରୁ…

ବାରିପଦା ବସଷ୍ଟାଣ୍ଡରୁ ବନ୍ଦ ରହିଛି ବସ୍‌ ଚଳାଚଳ

ବାରିପଦା,୨୨।୬: ବାରିପଦା ବସଷ୍ଟାଣ୍ଡରେ ୨ ଗୋଷ୍ଠୀ ମାରପିଟ ଘଟଣାରେ ଆଜି ବସଷ୍ଟାଣ୍ଡରୁ ବସ୍‌ ଚଳାଚଳ ବନ୍ଦ ରହିଛି। ତେବେ ମାରପିଟ ଘଟଣାରେ ୧୦ ଜଣଙ୍କୁ ଅଟକ ରଖିବା ସହ ବାରିପଦା ଟାଉନ ଥାନା ପୋଲିସ ଘଟଣାର ତଦନ୍ତ କରୁଛି। ଘରୋଇ ବସ…

ମାରପିଟ ମାମଲା: ବଦଳିଲେ ଡାକ୍ତର, ଫାର୍ମାସିଷ୍ଟ

ଯାଜପୁରରୋଡ୍‌,୨୨ା୬(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଫାର୍ମାସିଷ୍ଟ ଓ ଡାକ୍ତରଙ୍କ ମଧ୍ୟରେ ହୋଇଥିବା ମାରପିଟ ଘଟଣା ପରେ ଉଭୟଙ୍କୁ ବଦଳି ନିର୍ଦ୍ଦେଶ ହୋଇଛି। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଘଟଣାର ତଦନ୍ତ କରି ଦାନ୍ତ ଡାକ୍ତର ଶୁଭଲକ୍ଷ୍ମୀ ରଥଙ୍କୁ ଚିଠି…

କାଳିଆଙ୍କୁ ଦେଖି ଭକ୍ତ ବିଭୋର: ଶ୍ରୀମନ୍ଦିରଠୁ ବେଳାଭୂମି ସବୁଠି କଡ଼ା ସୁରକ୍ଷା

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। କାଳିଆସାଆନ୍ତଙ୍କ ଶ୍ରୀମୁଖ ଟିକେ ଦେଖିବାକୁ ଭକ୍ତ ବିଭୋର ହୋଇ ପଡିଛନ୍ତି। ତେଣୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହେବାରେ ଲାଗିଲାଣି।…

ସ୍ନାନବେଦିରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଦାରୁଦିଅଁ

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ପରେ ମା’ ସୁଭଦ୍ରା ପହଣ୍ଡିରେ…

ବାଲେଶ୍ୱରରେ କର୍ଫ୍ୟୁ କଟକଣା କୋହଳ, ଆଜିଠୁ ଇଣ୍ଟରନେଟ ସେବା ଉପଲବ୍ଧ

ଭୁବନେଶ୍ୱର,୨୨।୬: ବାଲେଶ୍ୱରରେ ସ୍ଥିତି ସ୍ବାଭାବିକ ହେଉଛି। ଆଜିଠୁ ଲିଜ ଲାଇନ ସହ ବ୍ରଡବ୍ୟାଣ୍ଡରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ। ହେଲେ ମୋବାଇଲରେ ଇଣ୍ଟରନେଟ ସେବା ବନ୍ଦ ରହିବ। ଅନ୍ୟପଟେ କର୍ଫ୍ୟୁ କଟକଣା ଆଂଶିକ କୋହଳ ହୋଇଛି। ସହଦେବଖୁଣ୍ଟା ଓ ଟାଉନ ଥାନା…

ବାଲୁକା କଳାରେ ସ୍ନାନପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ,୨୨।୬: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା। ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ କରିବେ କଳାସାଆନ୍ତ । ପାରମ୍ପରିକ ରୀତିନୀତିରେ ମହାପ୍ରଭୁ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ। ଏହି ପରିପ୍ରେକ୍ଷୀରେ ବାଲୁକା ଶିଳ୍ପୀ ତଥା ପଦ୍ମଶୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା…

ରତ୍ନବେଦି ଛାଡ଼ି ସ୍ନାନ ବେଦିରେ ମହାପ୍ରଭୁ

ପୁରୀ,୨୨।୬: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ ସ୍ନାନ ଯାତ୍ରା। ନୀତିକାନ୍ତି ପରେ ଭୋର୍‌ ୫ଟାରୁ ଆରମ୍ଭ ହୋଇଥିଲା ଧାଡି ପହଣ୍ଡି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚିଛନ୍ତି। ପାରମ୍ପରିକ ରୀତିନୀତିରେ ମହାପ୍ରଭୁ ୧୦୮…

ସବୁ ଜିଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୨୨ା୬ (ଅସମାପିକା ସାହୁ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ଶୁକ୍ରବାର ସୁଦ୍ଧା ସବୁ ଜିଲାକୁ ମୌସୁମୀ ଛୁଇଁବା ପରେ ଅଧିକାଂଶ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି। ଫଳରେ ଗ୍ରୀଷ୍ମ ଲହରିରେ ବ୍ରେକ୍‌ ଲାଗିବା ସହ ଲୋକଙ୍କୁ ଆଶ୍ବସ୍ତି ମିଳିଛି।…

ମହାପ୍ରଭୁଙ୍କ ଆଦ୍ୟଲୀଳା

ମହାପ୍ରଭୁ ଶ୍ରୀଜଗନ୍ନାଥ। ଓଡ଼ିଆଙ୍କ ଆରାଧ୍ୟ ଦେବତା। ତାଙ୍କର ସମସ୍ତ ନୀତିକାନ୍ତି ମୂଳରେ ରହିଛି ଜଗତମଙ୍ଗଳ। ତେବେ ଏହି ନୀତିକାନ୍ତି ମଧ୍ୟରୁ ଅନ୍ୟତମ ସ୍ନାନ ଉତ୍ସବ। ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣମୀ ତିଥିରେ ଶ୍ରୀକ୍ଷେତ୍ରରେ ଏହା ପାଳନ କରାଯାଏ। ଉକ୍ତ ଦିନ…

ବିଧାୟକଙ୍କ ଦୁର୍ନୀତିକୁ ଲୋକଲୋଚନକୁ ଆଣିବି: ଅମରେଶ

ଭୁବନେଶ୍ୱର, ୨୨।୬ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିର୍ବାଚନ ଶୁକ୍ରବାର ବିଏମ୍‌ସି ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ୨୦୨୨ ଓ ୨୦୨୩ରେ ଦୁଇଥର ପବ୍ଲିକ ଓ୍ବାର୍କସ କମିଟି ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇଥିବା ଭୁବନେଶ୍ୱର ମଧ୍ୟ…

ପରୀକ୍ଷା ଅନିୟମିତତା: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିକଲା କଂଗ୍ରେସ

ଭୁବନେଶ୍ୱର,୨୨।୬(ସୁନିତ୍‌ ମିଶ୍ର): ୟୁଜିସି-ନେଟ୍‌ ଓ ଏନ୍‌ଇଇଟି-ୟୁଜି ପରୀକ୍ଷାରେ ଘୋର ଅନିୟମିତତା ହୋଇଥିବା ଅଭିଯୋଗ ଆଣି ଓଡ଼ିଶା କଂଗ୍ରେସ ପକ୍ଷରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରାଯାଇଛି। ଶୁକ୍ରବାର ପ୍ରଦେଶ କଂଗ୍ରେସ ପକ୍ଷରୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?