ରାଜ୍ୟ

ଓଡ଼ିଶା ବାହାରକୁ ଆଉ ଯିବାକୁ ପଡ଼ିବନି : ଏସିବି ମେଡିକାଲରେ ହେବ ମାଗଣାରେ ଇକ୍‌ମୋ ଚିକିତ୍ସା

କଟକ ଅଫିସ, ୨୭।୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏସିବି ମେଡିକାଲ କଲେଜ ହସ୍ପିଟାଲରେ ଇକ୍‌ମୋ ମେଶିନ୍‌ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାନ ପରେ ସେ କହିଛନ୍ତି, ପୂର୍ବ ଭାରତର ଇକମୋ ହବ୍‌ ହେବ ଏସିବି ମେଡିକାଲ। ଏହା ସହିତ ରାଜ୍ୟ...

ଅଧାରାତିରେ ମହିଳାଙ୍କ କବାଟ ବାଡ଼େଇ ଘରେ ପଶିଥିଲେ ରଙ୍ଗିଲା ପୋଲିସ ବାବୁ: ରାସଲୀଳା ଉଦ୍ୟମ କରି ଫସିଲେ

ଅନୁଗୋଳ ଅଫିସ,୨୭।୮: ରାତି ଅଧରେ ଜଣେ ମହିଳାଙ୍କ ଘର କବାଟ ବାଡ଼େଇ ପଶିଥିଲେ ପୋଲିସ ବାବୁ। ମହିଳା ଜଣଙ୍କ କିଛି ପଚାରିବା ପୂର୍ବରୁ ରଙ୍ଗିଲା ପୋଲିସ ବାବୁ ଜଣଙ୍କ ଆରମ୍ଭ କରିଦେଇଥିଲେ ଦୁର୍ବ୍ୟବହାର। ମହିଳା ଜଣଙ୍କ ଏଭଳି କରିବାକୁ ମନା...

ବଢ଼ୁଛି ପିଲାଙ୍କ ଚିନ୍ତା: ରାଜ୍ୟରେ ଆଉ ୨ ଶିଶୁକନ୍ୟାଙ୍କ ଜୀବନ ନେଲା କରୋନା

ଭୁନନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ କରୋନାରେ ପୁଣି ଆଉ ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସେହି ୨ ଶିଶୁକନ୍ୟା ମଧ୍ୟରୁ ଜଣେ ମୟୂରଭଞ୍ଜ ଜିଲାର ୫ ମାସର...

ଲିଙ୍ଗରାଜ ମନ୍ଦିର ମୁଖ୍ୟଦ୍ୱାରର ହେବ ନବକଳେବର

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଲିଙ୍ଗରାଜ ମନ୍ଦିରର ମୁଖ୍ୟଦ୍ୱାର ନବକଳେବର କରାଯିବ। ଶ୍ରୀମନ୍ଦିରର ସିଂହଦ୍ୱାର ଢାଞ୍ଚାରେ ଏହାର ପୁନଃ ନିର୍ମାଣ କରାଯିବ। ଫନି ପରଠରୁ ଲିଙ୍ଗରାଜ ମନ୍ଦିର କବାଟ ଭଙ୍ଗା ଅବସ୍ଥାରେ ପଡ଼ିରହିଥିବା ବେଳେ ଏବେ ଏଏସଆଇ ପକ୍ଷରୁ ଏ ନେଇ ତତ୍ପରତା ପ୍ରକାଶ...

ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ବୈଠକ ଶୁକ୍ରବାର ସାରେ ବସିବ। ସା ୬ଟାରେ ଭର୍ଚୁଆଲ ମୋଡରେ ଏହି ବୈଠକ ହେବା ନେଇ ସୂଚନା ମିଳିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ। ଏହି ବୈଠକରେ ପଞ୍ଚାୟତିରାଜ, ଉଚ୍ଚଶିକ୍ଷା...

୧୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ମହିଳାଙ୍କ ସମେତ ଡ୍ରାଇଭର ଗିରଫ

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲା ଜଳେଶ୍ବରରୁ ଶୁକ୍ରବାର ପୁଣି ବ୍ରାଉନସୁଗାର ଜବତ ହୋଇଛି। ଜିଲା ଅବକାରୀ ଦାୟିତ୍ୱରେ ଥିବା ଡେପୁଟି କମିଶନରଙ୍କ ନିର୍ଦ୍ଦେଶରେ ଜଳେଶ୍ବରରେ ୧୦ ଜଣିଆ ଟିମ୍‌ ଜାତୀୟ ରାଜପଥ ୬୦ର ଛାଳନି ଛକଠାରେ ଏକ ସନ୍ଦେହଜନକ ଭ୍ୟାନ୍‌କୁ...

ବ୍ୟାସନଗରରେ ହେବ ଇନ୍‌ଡୋର ଷ୍ଟାଡିୟମ

ଯାଜପୁର ଅଫିସ,୨୭ା୮: ରାଜ୍ୟର ୫୨ଟି ଏନଏସି, ୩୦ଟି ମ୍ୟୁନିସିପାଲିଟି ଓ ୩ଟି ମ୍ୟୁନିସିପାଲ କର୍ପୋରେଶନ ଅଞ୍ଚଳରେ ୮୯ଟି ମହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ଏହାପରେ ରାଜ୍ୟ...

ଆଇଆଇଟି ହାଇଦ୍ରାବାଦ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ

କେନ୍ଦ୍ରାପଡ଼ା ଅଫିସ, ୨୭ା୮: ଖରସ୍ରୋତା ନଦୀରୁ ପାଣି ଉଠାଇବା ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ଆଇଆଇଟି ହାଇଦ୍ରାବାଦର ସର୍ଭେ ରିପୋର୍ଟକୁ ଆୟୁଧ କରାଯାଇଛି। ପ୍ରଶାସନିକ ଅଧିକାରୀମାନେ କଳ, ବଳ ଓ କୌଶଳ ଲଗାଇ ଖରସ୍ରୋତା ନଦୀରୁ ଜଳ ଉଠାଇବା...

ବିଷ, ଫାଶରେ ଯାଉଛି ପକ୍ଷୀଙ୍କ ଜୀବନ

ମହାକାଳପଡ଼ା,୨୭ା୮(ଡି.ଏନ୍‌.ଏ.): ପ୍ରାକୃତିକ ପରିବେଶକୁ ନେଇ ନିଜକୁ ସୁରକ୍ଷିତ ମନେ କରନ୍ତି ପକ୍ଷୀ ଓ ବନ୍ୟଜନ୍ତୁ। ବିଭିନ୍ନ ପ୍ରଜାତିର ପକ୍ଷୀ ଖାପଖୁଆଇଲା ଭଳି ପରିବେଶରେ ବସା ବାନ୍ଧିଥାନ୍ତି। କୌଣସି ବିପଦ ଆଶଙ୍କା ପୂର୍ବରୁ ସେହି ସ୍ଥାନ ପରିତ୍ୟାଗ କରନ୍ତି। କେନ୍ଦ୍ରାପଡ଼ା ଜିଲା...

ସେପ୍ଟେମ୍ବରରୁ ଐତିହ୍ୟ କରିଡର କାର୍ଯ୍ୟ

ପୁରୀ ଅଫିସ,୨୭।୮: ସେପ୍ଟେମ୍ବରରୁ ଶ୍ରୀମନ୍ଦିର ଐତିହ୍ୟ କରିଡ଼ର କାର୍ଯ୍ୟ ଆରମ୍ଭ ହେବ। ସେହିଭଳି ନରେନ୍ଦ୍ରକୋଣ ହବିଷିଆଳି କେନ୍ଦ୍ରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଚଳିତବର୍ଷଠାରୁ ସେଠାରେ ହବିଷିଆଳିମାନେ ରହିପାରିବେ ବୋଲି ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର...

ଲକ୍ଷ୍ୟ ହାସଲ ଯାଏ ପରିଶ୍ରମ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ସ୍ବପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ। ପିଲାମାନେ ବଡ଼ ମଣିଷ ହେବାର ସ୍ବପ୍ନ ଦେଖିବା ସହ ଅନ୍ତର୍ନିହିତ ପ୍ରତିଭା ଉପଯୋଗକରି ଭବିଷ୍ୟତକୁ ଉଜ୍ଜ୍ୱଳମୟ କରିବେ। ପିଲାଙ୍କ ସଫଳତା ହିଁ ସମାଜ, ବିଦ୍ୟାଳୟ ଓ ପରିବାରର...

ସେପ୍ଟେମ୍ବର ୫ ସୁଦ୍ଧା ସମସ୍ତ ଶିକ୍ଷକଙ୍କୁ ଟିକା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଚାଲିଥିବା ଟିକାକରଣରେ ଶିକ୍ଷକମାନଙ୍କୁ ଅଗ୍ରାଧିକାର ଦିଆଯିବ। ସବୁ ସରକାରୀ ଓ ବେସରକାରୀ ସ୍କୁଲର ଶିକ୍ଷୟିତ୍ରୀ ଶିକ୍ଷକ, କର୍ମଚାରୀଙ୍କୁ ଟିକା ଦେବା ପାଇଁ କେନ୍ଦ୍ର ସରକାର ଚିଠି ଲେଖିବା ପରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri