ରାଜ୍ୟ

ପୋଲିସ ଉପରକୁ ଅଣ୍ଡାମାଡ଼

ବାରିପଦା ଅଫିସ,୧୧।୧୧: ମୟୂରଭଞ୍ଜ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବୁଧବାର ବାରିପଦା ସ୍ଥିତ ଏସ୍‌ପି ଅଫିସ ଘେରାଉ ସମୟରେ ଅଭାବନୀୟ ଘଟଣା ଘଟିଛି। ଭାଜପା କର୍ମୀମାନେ ପୋଲିସ ଉପରକୁ ଅଣ୍ଡାମାଡ଼ କରିଥିବା ବେଳେ ଠେଲାପେଲାରେ ୨ଜଣ କର୍ମୀ ଆହତ...

ଓଡ଼ିଶା ବନ୍ଦ ସଫଳ କରିବାକୁ ନିବେଦନ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ମମିତା ମେହେର ଅପହରଣ ଓ ହତ୍ୟା ମାମଲାକୁ ନେଇ ଆସନ୍ତା ୧୨ ତାରିଖ ସକାଳ ୬ଟାରୁ ୧୨ଟା ପର୍ଯ୍ୟନ୍ତ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଏହାକୁ ରାଜ୍ୟବ୍ୟାପୀ ସଫଳ କରିବା ତଥା ରାଜଧାନୀର ସବୁ...

ଦିଲ୍ଲୀରେ ପହଞ୍ଚିଲା ଯୁବ କଂଗ୍ରେସର ଆନ୍ଦୋଳନ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): କଳାହାଣ୍ଡି ମହାଲିଙ୍ଗସ୍ଥିତ ସନ୍‌ସାଇନ୍‌ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର ଓ ଗିରଫ କରିବା ସହ ମାମଲାର ନିରପେକ୍ଷ ତଦନ୍ତ ଦାବିରେ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ...

ମୁଖ୍ୟମନ୍ତ୍ରୀଙ୍କୁ କଳାପତାକା

କଟକ ଅଫିସ, ୧୧।୧୧: କଟକ ଜିଲାର ଅରିଲୋଠାରେ ଓମ୍‌ଫେଡର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ଭାଜପା ବିରୋଧ କରିଥିଲା। କଟକ ନଗର ଭାଜପା ସଭାପତି ଲଲାଟେନ୍ଦୁ ବଡୁଙ୍କ...

୧୫ରୁ ଖୋଲିବ ଷଷ୍ଠ-ସପ୍ତମ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ନଭେମ୍ବର ୧୫ରୁ ଷଷ୍ଠ ଏବଂ ସପ୍ତମ ଶ୍ରେଣୀ  ସ୍କୁଲ ଖୋଲିବ। ଏନେଇ ବୁଧବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ତେବେ ସ୍କୁଲରେ କୋଭିଡ ଗାଇଡ୍‌ଲାଇନ୍‌ ଅନୁଯାୟୀ ପାଠପଢ଼ା ହେବ ବୋଲି ସେ...

ଗିରଫ ହେଲେ କୋଟିପତି ଓପିଏଚ୍‌ଡବ୍ଲ୍ୟୁସି ଡେପୁଟି ମ୍ୟାନେଜର ପ୍ରତାପ ସାମଲ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲେଫେୟାର କର୍ପୋରେଶନ(ଓପିଏଚ୍‌ଡବ୍ଲ୍ୟୁସି)ର ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବୁଧବାର ଗିରଫ କରାଯାଇଛି। ଶେଷରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ପ୍ରତାପ ସାମଲ ଓ ତାଙ୍କ ସ୍ତ୍ରୀଙ୍କ...

ଉଦ୍‌ଘାଟିତ ହେଲା ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ

କଟକ ଅଫିସ,୧୦।୧୧: ବାରଙ୍ଗ ବ୍ଲକ ଅରିଲୋ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ ବୁଧବାର ଉଦ୍‌ଘାଟନ କରିଛନ୍ତି। ୩୦୦ କୋଟି ଟଙ୍କା ବ୍ୟୟରେ ଏହି ଅତ୍ୟାଧୁନିକ ଅଟୋମଟିକ ଡାଏରୀ ପ୍ଲାଣ୍ଟ ନିର୍ମିତ ହୋଇଛି । ପ୍ଲାଣ୍ଟରେ...

ପୋଲିସ ଗୁଇନ୍ଦା ସୂଚନାଦାତାଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୧୦ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଦାନ୍ତଓ୍ବୋଡ଼ାଠାରେ ପୋଲିସର ଗୁଇନ୍ଦା ସୂଚନାଦାତା ସମ୍ବନ୍ଧରେ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ଯବାନ ଜଣଙ୍କ ହେଲେ ଟାଟୁମ ଗ୍ରାମର ବାସିନ୍ଦା ଉମେଶ ମାର୍କମ। ମଙ୍ଗଳବାର ରାତିରେ ଗାଁକୁ କିଛି ମାଓବାଦୀ ଆସି ଉମେଶଙ୍କୁ ହତ୍ୟା...

ରାଜ୍ୟର ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

କଟକ ଅଫିସ,୧୦।୧୧: ରାଜ୍ୟର ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ ବୁଧବାର ଉଦ୍‌ଘାଟନ କରାଯବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ବାରଙ୍ଗ ବ୍ଲକ ଅରିଲୋ ଠାରେ ୩୦୦ କୋଟି ଟଙ୍କାର ଏହି ଅତ୍ୟାଧୁନିକ ସମ୍ପୂର୍ଣ୍ଣ ଅଟୋମଟିକ ଡାଏରୀ ପ୍ଲାଣ୍ଟର ଲୋକାର୍ପଣ କରିବେ।...

ଆଇଆଇସି କହୁଛି କହି ଲକ୍ଷାଧିକ ଟଙ୍କାର ଲୁହାରଡ୍‌ ଲୁଟିଲେ ଦୁର୍ବୃତ୍ତ

ଗଞ୍ଜାମ,୧୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଆଇଆଇସି କହୁଛି କହି ଜଣେ ଟ୍ରେଡର୍ସମାଲିକଙ୍କଠାରୁ ଲକ୍ଷାଧିକ ଟଙ୍କାର ଲୁହାରଡ୍‌ ଠକେଇ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି l ଟ୍ରେଡର୍ସ ମାଲିକ ଆଇଆଇସିଙ୍କୁ ଟଙ୍କା ମାଗିବା ପରେ ଖୋଲିଛି ଠକେଇର ଗୁମର। ଆଇଆଇସି ଶୁଭେନ୍ଦୁ କୁମାର...

ଆଶଙ୍କାରେ ଚଣ୍ଡିଖୋଲ ଭୂତଳ ତୈଳଭଣ୍ଡାର

ଚଣ୍ଡିଖୋଲ,୧୦।୧୧(ଡି.ଏନ.ଏ.): ଯାଜପୁର ଜିଲା ଚଣ୍ଡିଖୋଲଠାରେ ପ୍ରସ୍ତାବିତ ଭୂତଳ ତୈଳ ଭଣ୍ଡାର ନିର୍ମାଣ ନେଇ ୨୦୧୬-୧୭ରୁ ଘୋଷଣା କରାଯାଇଥିଲେ ବି ଏ ପର୍ଯ୍ୟନ୍ତ କାର୍ଯ୍ୟ ପାଦେ ବି ଆଗେଇ ପାରିନି। ଏପରି କି ପ୍ରସ୍ତାବିତ ପ୍ରକଳ୍ପର ଜମି ଅଧିଗ୍ରହଣ କାର୍ଯ୍ୟ ମଧ୍ୟ...

ବ୍ୟାସନଗର ମ୍ୟୁନିସିପାଲିଟି ୱାର୍ଡ ପୁନର୍ଗଠିତ

ଯାଜପୁର ଅଫିସ,୧୦।୧୧: ୨୬ ୱାର୍ଡ ବିଶିଷ୍ଟ ବ୍ୟାସନଗର ମ୍ୟୁନିସିପାଲିଟିର ପଛୁଆବର୍ଗଙ୍କ ପାଇଁ ୭ଟି ୱାର୍ଡ ସଂରକ୍ଷିତ ରହିଥିବାବେଳେ ସେଥିରୁ ୪ଟି ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ତଫସିଲଭୁକ୍ତ ଜାତିଙ୍କ ପାଇଁ ସଂରକ୍ଷିତ ୩ଟି ୱାର୍ଡରୁ ୨ ମହିଳା ଓ ତଫସିଲଭୁକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri