ବଳଦେବଜୀଉ ମନ୍ଦିରକୁ ବୋମାରେ ଉଡାଇବାକୁ ଧମକ, କାର୍ଯ୍ୟାନୁଷ୍ଠାନ ପାଇଁ ଏସ୍ପିଙ୍କୁ…
କେନ୍ଦ୍ରାପଡ଼ା, ୨୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସହରର ଇଚ୍ଛାପୁରସ୍ଥ ବଳଦେବଜୀଉ ମନ୍ଦିରକୁ ଖୁବ ଶୀଘ୍ର ବୋମାରେ ଉଡାଇ ଦିଆଯିବ। ଏପ୍ରକାର ଏକ ପୋଷ୍ଟ ସାମାଜିକ ଗଣମାଧ୍ୟମରେ ସୋମବାର ଘୂରି ବୁଲୁଛି । ଯାହା ଏବେ ଶ୍ରଦ୍ଧାଳୁଙ୍କ ମନରେ ବିସ୍ମୟ ସୃଷ୍ଟି କରିବା ସହିତ…
ହାଇକୋର୍ଟଙ୍କ ନିର୍ଦ୍ଦେଶ, ୧୫ ଦିନ ଭିତରେ ଅଙ୍ଗନବାଡ଼ି କର୍ମୀଙ୍କୁ ବକେୟା ଦରମା…
କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା ନିଶ୍ଚୟ ବୋଲି କହିଛନ୍ତି । ବାର୍ଷିକ ୯ ପ୍ରତିଶତ ସୁଧ ପ୍ରତିପକ୍ଷ ସରକାରୀ ଅଧିକାରୀମାନେ…
ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…
ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର ରାତି ଅଧିଆ ଚଢାଉ କରି ସାଇବର ଠକେଇ ଅଭିଯୋଗରେ ତିନି ଜଣଙ୍କୁ ଉଠାଇ ନେଇଥିବା…
ଓଡିଶାରେ ବିଧାନ ପରିଷଦ ସୁନିଶ୍ଚିତ: ରାଜନୀତି ସରଗରମ, ଜାଣନ୍ତୁ ଭିତିରି କଥା
ଭୁବନେଶ୍ୱର, ୨୦।୧(ସୁନିତ୍ ମିଶ୍ର):ରାଜ୍ୟରେ ବିଧାନପରିଷଦ ଗଠନ ହେବ ଏହାଦ୍ୱାରା ଯୁବଗୋଷ୍ଠୀଙ୍କୁ ସୁଯୋଗ ମିଳିବ, ଏହି କଥା କହି ୨୦୧୪ ଏବଂ ୨୦୧୯ ନିର୍ବାଚନ ସମୟରେ ଏକାଧିକ ଟିକେଟ ଆଶାୟୀଙ୍କୁ ବୁଝାଇବାରେ ବିଜେଡି ସଫଳ ହୋଇଥିଲା। ସେହି ଯୁବଗୋଷ୍ଠୀ ବିଳମ୍ବରେ ବୁଝିଲେ ଏହା…
ବାବୁଙ୍କ ଦକ୍ଷତା ମାପିବେ ସରକାର: ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା
ଭୁବନେଶ୍ୱର,୨୦।୧ (ରବିନାରାୟଣ ଜେନା):ରାଜ୍ୟବାସୀଙ୍କୁ କିଭଳି ହାତ ପାଆନ୍ତାରେ ରାଜସ୍ବ ସେବା ମିଳିବ ତାକୁ ନେଇ ଗତ ୧୮ମାସ ମଧ୍ୟରେ ରାଜସ୍ବ ବିଭାଗ ପକ୍ଷରୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ବିବିଧ ପ୍ରମାଣପତ୍ର ପ୍ରଦାନ ଓ ପୁରୁଣା ଆଇନକୁ ବନ୍ଦ କରିବା ଭଳି ୧୩ଟି…
କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ
ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା): ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ ଆସୁଛି। ହେଲେ ଦୀର୍ଘ ୨୬ବର୍ଷ ଧରି ଜାତୀୟ କଂଗ୍ରେସ କେବଳ ସଂଘର୍ଷ କରି ଚାଲିଛି,…
ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି
ଭୁବନେଶ୍ୱର, ୨୦|୧ (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍ ସମୟରେ ଶୀତ ଲହରି ଜାରି ରହିଥିଲେ ମଧ୍ୟ ଦିନସାରା ବସନ୍ତ ଋତୁର ପବନ ନିଆରା ଅନୁଭବ…
ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ
ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ…
ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର
ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ସମୀର ରଞ୍ଜନ ଦାସଙ୍କ ମଧ୍ୟରେ ଚାଲିଥିବା ବିବାଦ ଏବେ…
ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍
ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍, ପଲାସୁଣୀ ଛକ ନିକଟରେ ଯାଉଥିବା ଅନ୍ୟ ଏକ କାରକୁ ଜୋରଦାର ଧକ୍କା ଦେଇଥିଲା। ଧକ୍କା…
ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’
ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନରେ ବ୍ୟାପକ ସଂଶୋଧନ କରାଯାଇ ଏକ ନୂତନ ‘ଲ୍ୟାଣ୍ଡ…
ମେଡିକାଲ ବାଥରୁମ୍ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’
ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଏମିତି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ସୂଚନା…
Archives


