ରାଜ୍ୟ

ନବୀନ ବିରୋଧୀ ଦଳ ନେତା ହେବା ପରେ ତାରା ଦେଲେ ବଡ଼ ବୟାନ

ଭୁବନେଶ୍ୱର,୨୦।୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ଆୟୋଜିତ ବିଜେଡି ବିଧାୟକ ଦଳ ବୈଠକରେ ନବୀନଙ୍କୁ ବିରୋଧୀ ଦଳ ନେତା ଭାବେ ଚୟନ କରାଯାଇଛି।୫ ଥର ମୁଖ୍ୟମନ୍ତ୍ରୀ ରହିବା ପରେ ନବୀନ ବିରୋଧୀ ଦଳ ନେତା ହୋଇଛନ୍ତି। ଏହାକୁ ନେଇ ଏବେ କଂଗ୍ରେସ…

ସରକାରଙ୍କ ବିକାଶମୂଳକ କାର୍ଯ୍ୟକ୍ରମକୁ ସଠିକ୍‌ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ରାଜ୍ୟ ଅତିଥି ଭବନଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗମ୍‌ର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ନିର୍ଦ୍ଦେଶକ ସରୋଜ କୁମାର ସାମଲ ଏବଂ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀମାନେ ଭେଟି ବିଭାଗୀୟ…

ଡ୍ରେନରେ ପଡି ନାବାଳକ ମୃତ୍ୟୁ ଘଟଣା: ଦୋଷ ଲଦିଦେଲା ବିଏମସି

ଭୁବନେଶ୍ୱର,୨୦।୬: ଭୁବନେଶ୍ବରରେ ମୁକୁଳା ଡ୍ରେନକୁ ନେଇ ବାରାମ୍ବାର ଅଭିଯୋଗ ଉଠୁଥିଲେ ମଧ୍ୟ ଚେତୁନି ବିଏମସି। ଶୁକ୍ରବାର ଡ୍ରେନରେ ପଡି ନାବାଳକର ମୃତ୍ୟୁ ହେବା ପରେ ପୁଣି ଥରେ ବିବାଦ ମୁଣ୍ଡ ଟେକିଛି। ଗତକାଲି BMCକୁ ଏନେଇ ରିପୋର୍ଟ ମାଗିଥିଲେ ନଗର ଉନ୍ନୟନ…

ଅଙ୍ଗନଓ୍ବାଡ଼ିର ବିକାଶ ହେଲେ ଉଭୟ ମା’-ଶିଶୁଙ୍କର ହେବ ବିକାଶ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହିଳା ଶିଶୁ ବିଭାଗର ପରିଦର୍ଶନ କରି ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ବୁଧବାର ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।…

ସମୁଦ୍ରରେ ବୁଡ଼ିଯିବାର ୧୮ ଘଣ୍ଟା ପରେ ବି ମିଳୁନି ଛାତ୍ରଙ୍କ ପତ୍ତା, ଉଦ୍ଧାର କାର୍ଯ୍ୟରେ ହେଲିକପ୍ଟର ନିୟୋଜିତ

ଛତ୍ରପୁର,୨୦ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ଛାତ୍ର ନିଖୋଜ ଘଟଣାର ୧୮ ଘଣ୍ଟା ବିତି ଯାଇଥିଲେ ସୁଦ୍ଧା ପତ୍ତା ମିଳିପାରିନାହିଁ। ଉଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏସଆରସି ନିର୍ଦ୍ଦେଶ କ୍ରମେ ହେଲିକପ୍ଟର ଯୋଗେ ଖୋଜା ଖୋଜି…

ବଢିବ କି ଖରାଛୁଟି! ଗଣଶିକ୍ଷା ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୦।୬: ପ୍ରବଳ ଖରାକୁ ଦେଖି କିଛି ସ୍କୁଲ ଖୋଲିଥିଲେ ମଧ୍ୟ କିଛି ସ୍କୁଲ ଆଜି ଯାଏଁ ବନ୍ଦ ରହିଛି। ତେବେ ଖରାଛୁଟି ବଢିବ କି ନାହିଁ ସମ୍ପର୍କରେ ପ୍ରତିକ୍ରିୟା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି, ସ୍କୁଲ ସମ୍ପର୍କରେ…

ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬: ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଳିଙ୍ଗ ଷ୍ଟାଡିୟମଠାରେ ସକାଳ ୭ଟାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଜ୍ୟମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ଏମ୍‌ପି ଓ…

ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇ ଏମିତି କିଛି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬: ବିଧାନସଭାର ନୂତନ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି, ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିବାରୁ…

ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ସୁରମା ପାଢ଼ୀ ଦେଲେ ପ୍ରତିକ୍ରିୟା, କହିଲେ ମୁଁ କେବେ…

ଭୁବନେଶ୍ୱର,୨୦।୬: ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ସୁରମା ପାଢ଼ୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୁଁ କେବେ କଳ୍ପନା କରି ନ ଥିଲି ଏହି ପଦରେ ବସିବି। ଗୃହର ପଦ ମର୍ଯ୍ୟାଦା, ଗରିମା ରକ୍ଷା କରିବା ସମସ୍ତଙ୍କର କର୍ତ୍ତବ୍ୟ। ମୁଁ…

ସୁରମା ପାଢ଼ୀ ହେଲେ ବାଚସ୍ପତି

ଭୁବନେଶ୍ୱର,୨୦ା୬: ରଣପୁର ବିଧାୟିକା ସୁରମା ପାଢ଼ୀ ଗୁରୁବାର ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ। ସର୍ବସମ୍ମତି କ୍ରମେ ସୁରମା ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ…

ଆସୁଛି ଲଘୁଚାପ, ୨୮ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୦ା୬: କିଛି ମାସ ଧରି ରାଜ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଲାଗି ରହିଛି। ଜୁନ୍‌ ୮ରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କଲା ବୋଲି ପାଣିପାଗ ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା। ମାତ୍ର ଦିନକ ପରେ ଏହା ସମ୍ପୂର୍ଣ୍ଣ…

ବଦଳିଲା ସରକାରଙ୍କ ନିଷ୍ପତ୍ତି: ୨୨ ଜଣ ଅଫିସରଙ୍କ ବଦଳି ଉପରେ ଲାଗିଲା ରୋକ୍‌

ଭୁବନେଶ୍ୱର,୨୦।୬(ଅସମାପିକା ସାହୁ): ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?