ରାଜ୍ୟ

ବାଲେଶ୍ୱରରେ କର୍ଫ୍ୟୁ କୋହଳ, ସ୍ଥିତିରେ ଆସୁଛି ସୁଧାର

ବାଲେଶ୍ୱର,୨୦ା୬(ମାନସ ବିଶ୍ୱାଳ): ବାଲେଶ୍ବର ସହରର ଭୁଜାଖିଆପିରସ୍ଥିତ ଏକ ସରକାରୀ ପାଣି ନାଳରେ ନାଲି ରଙ୍ଗପାଣି ପ୍ରବାହ ପ୍ରସଙ୍ଗକୁ ନେଇ ଗତ ସୋମବାର ସୃଷ୍ଟି ହୋଇଥିବା ଗୋଷ୍ଠୀ ସଂଘର୍ଷ ପୋଲିସ ପ୍ରଶାସନ ଓ ଜନ ପ୍ରତିନିଧିଙ୍କ ଉଦ୍ୟମରୁ ଆପାତତଃ ଏବେ ନିୟନ୍ତ୍ରଣାଧୀନ ରହିଛି।…

କିଏ ହେବେ କଂଗ୍ରେସର ବିଧାୟକ ଦଳ ନେତା? ରେସ୍‌ରେ…

ଭୁବନେଶ୍ୱର, ୨୦।୬(ସୁନିତ୍‌ ମିଶ୍ର)କଂଗ୍ରେସ ବିଧାୟକମାନଙ୍କ ସହିତ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଏବଂ ଦଳର ଅନ୍ୟ କିଛି ବରିଷ୍ଠ ନେତାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ବୈଠକରେ ମୁଖ୍ୟତଃ ଆଗାମୀ ଦିନରେ କଂଗ୍ରେସର ଆଭିମୁଖ୍ୟ ରାଜ୍ୟରେ…

୬୬ ବର୍ଷରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୦।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ୬୬ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନ ଉପଲକ୍ଷେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି କ୍ରମରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ସର୍ବୋଚ୍ଚ…

ସତୀଶ ଚନ୍ଦ୍ର ସାମଲ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର,୨୦।୬: ରାଜ୍ୟର ପ୍ରଥମ ଭାଜପା ସରକାରର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବାପରେ ଏପର୍ଯ୍ୟନ୍ତ ୩ଜଣ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଥିବା ଜଣାପଡିଛି। ଏହା…

କାହିଁକି ହାରିଲା ବିଜେଡି, ଖୋଲାଖୋଲି କହିଲେ ନବୀନ

ଭୁବନେଶ୍ୱର,୨୦।୬: ବିରୋଧୀ ଦଳର ନେତା ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ମନୋନୀତ କରାଯାଇଛି। ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ବିଧାୟକ ଦଳ ନେତା , ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିଧାୟକ ଦଳ…

ରାଜଧାନୀର ଏକ ଆପାର୍ଟମେଣ୍ଟରେ ଲାଗିଲା ନିଆଁ

ଭୁବନେଶ୍ୱର,୨୦।୬: ଭୁବନେଶ୍ବର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛନ୍ତି। ଏଥିରେ କେହି ଆହତ ହୋଇ ନ…

କେବେ ଆସିବ କାଳିଆ ଟଙ୍କା? କୃଷିମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨୦।୬: ପିଏମ କିଷାନ ଟଙ୍କା ଚାଷୀଙ୍କ ଖାତାକୁ ଆସିବା ପରେ ଏବେ କାଳିଆ ଟଙ୍କାକୁ ନେଇ ଜୋର ଧରିଲା ଚର୍ଚ୍ଚା । ବନ୍ଦ ହୋଇଯିବ ନା ଚାଲୁ ରହିବ ଦ୍ୱନ୍ଦ୍ୱରେ ହିତାଧିକାରୀ । ଯଦି ଚାଲୁ ରହିବ ତେବେ କେବେ ଆସିବ…

ଡିପ୍‌ଥେରିଆ ନେଲା ଜୀବନ, ୧୦ ବର୍ଷ ଶିଶୁର ମୃତ୍ୟୁ

ଭୁବନେଶ୍ୱର, ୨୦।୬: ଡିପ୍‌ଥେରିଆ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇଦେଇଛି। ସଂକ୍ରମଣ ପଛର କାରଣ ଖୋଜୁଛି ସ୍ବାସ୍ଥ୍ୟ ବିଭାଗ। ଏହାରି ଭିତରେ ବ୍ରହ୍ମପୁର MKCGରେ ଜଣେ ଡିପ୍ଥେରିଆ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସୂଚନା ଦେଇଛନ୍ତି MKCG ମେଡିକାଲ ଅଧୀକ୍ଷକ। ମୃତକ…

ଓଏମ୍‌ବିଏଡିସିରେ ସ୍ବାସ୍ଥ୍ୟସେବା ଦିଗହରା

ଯାଜପୁର,୨୦ା୬(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ସ୍ବାସ୍ଥ୍ୟସେବା କ୍ଷେତ୍ରର ବିକାଶ ଦିଗରେ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ(ଓଏମ୍‌ବିଏଡିସି) ପାଣ୍ଠିର ବିନିଯୋଗ ଅତି ନୈରାଶ୍ୟଜନକ ରହିଛି। ଫଳରେ ସୁକିନ୍ଦା ଖଣି ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହେବା ସହ ବ୍ୟାସନଗର ସହରରେ ୧୦୦ ଶଯ୍ୟା…

୮୯ ପ୍ରତିଶତ ଜମି ପଡ଼ିଆ ପଡ଼ିଛି

ନୟାଗଡ,୨୦।୬(ଲୋକନାଥ ମିଶ୍ର)ଆକାଶରେ ଘଡ଼ଘଡ଼ି ମାରୁଛି ଓ ବିଜୁଳି ଦେଖା ଦେଉଛି । ହେଲେ ବର୍ଷା ହେଉନି । ମୌସୁମୀ ଆଗମନରେ ବିଳମ୍ବ କାରଣରୁ ରଜ ଯିବା ପରେ ବି ବର୍ଷା ହେଉ ନ ଥିବାରୁ ଧାନ ଚାଷ ପ୍ରାରମ୍ଭରୁ ଚାଷୀର ଚିନ୍ତା…

ଚୁଡ଼ାରେ ରଙ୍ଗ: ମାଲଗୋଦାମରେ ଚଢ଼ାଉ

କଟକ,୨୦ା୬ (କାର୍ତ୍ତିକ ସାହୁ)ସାଧାରଣ ଲୋକଠୁ ଆରମ୍ଭ କରି ସବୁବର୍ଗର ଲୋକଙ୍କ ଦ୍ୱାରା ଚୁଡ଼ା ଏକ ସହଜ, ସରଳ ତଥା ଗ୍ରହଣୀୟ ଖାଦ୍ୟ। ମାତ୍ର ସେହି ଚୁଡ଼ାରେ ଅପମିଶ୍ରଣ ହେଉଛି। ଏହାକୁ ନେଇ ପ୍ରଶାସନିକ ସ୍ତରରେ ତନାଘନା ଆରମ୍ଭ ହୋଇଛି। ଉପକୂଳ ଜିଲାର…

ଆହାର କେନ୍ଦ୍ର ଆଗରେ ଲମ୍ବା ଧାଡି

କଟକ,୨୦।୬(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲରେ ଯୋଜନାରେ ସୀମିତ ରହିଛି ଦ୍ୱିତୀୟ ଆହାର କେନ୍ଦ୍ର। ମେଡିକାଲ ପରିସରରେ ଥିବା ଗୋଟିଏ ଆହାର କେନ୍ଦ୍ର ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ଖାଦ୍ୟର ଚାହିଦା ପୂରଣ କରିପାରୁନାହିଁ। ଫଳରେ ଲମ୍ବା ଧାଡ଼ିରେ ସେମାନେ ଉକ୍ତ ଆହାର କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?