ରାଜ୍ୟ

ସାର୍ବଜନୀନ ହେବ ରତ୍ନଭଣ୍ଡାର ରିପୋର୍ଟ

ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାରର ରହସ୍ୟ ଜାଣିବାକୁ ରାଜ୍ୟବାସୀଙ୍କ ମଧ୍ୟରେ ଖୁବ୍‌ ଉତ୍କଣ୍ଠା ରହିଥିବା ବେଳେ ଖୁବ୍‌ଶୀଘ୍ର ଏହା ଉପରୁ ପରଦା ହଟିବାକୁ ଯାଉଛି। ଆସନ୍ତା ଜୁଲାଇ ୮ରେ ରତ୍ନଭଣ୍ଡାର ଖୋଲାଯିବ। ଏନେଇ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ୍‌ ଡି.ବି ଗଡ଼ନାୟକ ସୂଚନା ଦେଇଛନ୍ତି। ତେବେ ଶ୍ରୀମନ୍ଦିର…

ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୯ା୬: ଆସନ୍ତା ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ଏବଂ ରତ୍ନଭଣ୍ଡାର ସମସ୍ତ ଓଡ଼ିଆ ଏବଂ ସନାତନୀମାନଙ୍କର ଭାବାବେଗ ସହ…

ବାଲେଶ୍ୱରରେ ଚାଲିଛି କର୍ଫ୍ୟୁ, ହେଲେ କାହିଁକି ବନ୍ଦ ହେଲା ଇଣ୍ଟରନେଟ୍‌

ବାଲେଶ୍ୱର,୧୯।୬(ମାନସ ବିଶ୍ୱାଳ): ଅଶାନ୍ତ ହୋଇପଡିଛି ବାଲେଶ୍ୱର। ନାଳରେ ପ୍ରବାହିତ ଲାଲ ରଙ୍ଗର ପାଣିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହାପରେ ବାଲେଶ୍ୱରରେ ୧୪୪ ଧାରା ଜାରି କରାଯାଇଛି। ଏହି ଘଟଣା ପରେ ବିଳମ୍ବିତ ରାତିରେ ବାଲେଶ୍ୱର ଟାଉନ ଥାନାରେ…

ପ୍ରକାଶ ପାଇଲା OSSTET ରେଜଲ୍ଟ, ଜାଣନ୍ତୁ କେମିତି କରିବେ ଡାଉନ୍‌ଲୋଡ୍‌

କଟକ,୧୯ା୬(କାର୍ତ୍ତିକ ସାହୁ): ବୁଧବାର ପ୍ରକାଶ ପାଇଛି ଓଏସ୍‌ଏସ୍‌ଟିଇଟି ରେଜଲ୍ଟ। (ODISHA SECONDARY SCHOOL TEACHER ELIGIBILITY TEST)। ଏହି ରେଜଲ୍ଟ ଜାଣିବା ପାଇଁ www.bseodisha.ac.inରେ ଲଗ୍‌ ଇନ୍‌ କରିବାକୁ କୁହାଯାଇଛି। ପରୀକ୍ଷାର୍ଥୀମାନେ ଓ୍ବେବ୍‌ସାଇଟ୍‌ରୁ ଡିଜିଟାଲ ସାର୍ଟିଫିକେଟ ବି ପାଇପାରିବେ । କିପରି…

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା

ଭୁବନେଶ୍ୱର, ୧୯।୬: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ଆଉକିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଜୁଲାଇ ୮ରେ ଖୋଲିବ ରତ୍ନ ଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନା-ରୁପା ଅଳଙ୍କାର!

ଭୁବନେଶ୍ୱର,୧୯।୬: ଖୋଲିବ କାଳିଆର ରତ୍ନ ଭଣ୍ଡାର। ଓଡ଼ିଶାରେ ନୂଆ ସରକାର ଶପଥ ନେବା ପରେ ଏବେ ଜୁଲାଇ ୮ରେ ରତ୍ନ ଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ଅର୍ଥାତ୍‌ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ପରଦିନ ଭଣ୍ଡାର ଖୋଲିବାକୁ ଯାଉଛି। ଏନେଇ ଏଏସଆଇ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, CMOରୁ ୨୨ ଅଧିକାରୀ ବିଦା

ଭୁବନେଶ୍ୱର,୧୯।୬: ଓଡ଼ିଶାରେ ଭାଜପା ପ୍ରଥମ ଥର ଲାଗି ସରକାର ଗଢ଼ିଛି। ନୂଆ ସରକାର ଆସିବା ପରେ ପ୍ରଶାସନିକ ସ୍ଥରରେ ବ୍ୟାପକ ପରିବର୍ତ୍ତନ ଦେଖିବାକୁ ମିଳୁଛି । ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେବା ପରଠାରୁ ଆକ୍ସନ ମୁଡ୍‌ରେ ଅଛନ୍ତି…

ଆସିଲା ବଡ଼ ଖବର: ଏହି ଦିନ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ପୁରୀ,୧୯।୬: ଶ୍ରୀମନ୍ଦିର ରତ୍ନଭଣ୍ଡାର କେବେ ଖୋଲିବ ସେନେଇ ସସ୍‌ପେନ୍ସ ଲାଗିରହିଥିବା ବେଳେ ଏବେ ଏହାର ଅନ୍ତ ଘଟିଛି। ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତି ହୋଇଛି। ଏନେଇ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ଡି.ବି. ଗଡନାୟକ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଯାଞ୍ଚ…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ, ଫେରିବ ଚିଟ୍‌ଫଣ୍ଡ ଟଙ୍କା!

ଭୁବନେଶ୍ୱର,୧୯।୬: ନୂଆ ସରକାର ଆସୁଆସୁ ଆକ୍ସନ ମୋଡକୁ ଆସିଛନ୍ତି ଭାଜପା ସରକାର। ଚିଟଫଣ୍ଡ ଘୋଟାଲାରେ କୋଟି କୋଟି କ୍ଷତିଗ୍ରସ୍ତ ନ୍ୟାୟ ପାଇବା ପାଇଁ ଚାହିଁ ବସିଥିବାବେଳେ ଏହାରି ଭିତରେ ଆସିଛି ଆଶ୍ବସ୍ତିକର ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝି ବୁଧବାର ଚିଟଫଣ୍ଡ…

ଆରମ୍ଭ ହେଲା ଶ୍ରୀମନ୍ଦିର ପରିଚାଳନା ବୈଠକ

ଭୁବନେଶ଼୍ବର, ୧୯।୬: ପୁରୀର ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଆରମ୍ଭ ହୋଇଛି । ନୀଳାଦ୍ରି ଭକ୍ତ ନିବାସରେ ଏହି ବୈଠକ ଚାଲିଛି । ଏଥିରେ ଶ୍ରମନ୍ଦିର ପ୍ରଶାସକ, ପୁରୀ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସମେତ…

କାଳ ସାଜୁଛି ମୁକୁଳା ଡ୍ରେନ୍‌, ଚେତୁନି ପ୍ରଶାସନ

ଭୁବନେଶ୍ୱର,୧୯।୬ (ବନ୍ଦନା ସେଠୀ):ସ୍ମାର୍ଟସିଟି ଭୁବନେଶ୍ୱରବାସୀଙ୍କ ପାଇଁ କାଳ ସାଜୁଛି ମୁକୁଳା ଡ୍ରେନ୍‌। ସହରର ବିପର୍ଯ୍ୟସ୍ତ ଡ୍ରେନ୍‌ ବ୍ୟବସ୍ଥା ପାଇଁ ମୃତ୍ୟୁର କରାଳ ଆଁରେ ଚାଲି ଯାଉଛି ଗୋଟିଏ ପରେ ଗୋଟିଏ ଅମୂଲ୍ୟ ଜୀବନ। ମଙ୍ଗଳବାର ମୁକୁଳା ଡ୍ରେନ୍‌ରେ ପଡ଼ି ଜଣେ ନାବାଳକଙ୍କ…

କିଏ ହେବେ ବିରୋଧୀ ଦଳ ନେତା? ପ୍ରସନ୍ନ ଆଚାର୍ଯ୍ୟ ଦେଲେ ଇସାରା

ଭୁବନେଶ୍ୱର,୧୯।୬: ବିଜେଡି ବରିଷ୍ଠ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଦେଲେ ଇସାରା । ନବୀନ ପଟ୍ଟନାୟକ ହୋଇପାରନ୍ତି ବିରୋଧୀ ଦଳ ନେତା । ବିରୋଧୀ ଦଳ ନେତା ବଛାଯିବା ପାଇଁ ଆଜି ବସିବ ବିଜେଡି ବିଧାୟକ ଦଳ ବୈଠକ। ଚର୍ଚ୍ଚା ହେଉଛି ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?