ରାଜ୍ୟ

କେମିତି ହେବ ଏଥର ବଜେଟ୍‌: ମୁଖ୍ୟମନ୍ତ୍ରୀ କଲେ ନିଜେ ଖୁଲାସା

ଭୁବନେଶ୍ୱର,୧୯।୬: ରାଜ୍ୟରେ ଶାସନକୁ ଆସିବା ପୂର୍ବରୁ ଭାଜପା ଯେଉଁସବୁ ପ୍ରତିଶ୍ରୁତି ଦେଇଥିଲା ତାହା ପାଳନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କହିଛନ୍ତି। ଶପଥ ପାଠ ସରିବାର ଅଳ୍ପ ସମୟ ମଧ୍ୟରେ କେତେକ ପ୍ରମୁଖ ପ୍ରତିଶ୍ରୁତିକୁ ରାଜ୍ୟ କ୍ୟାବିନେଟ୍‌ରେ ମୋହର…

ମନ୍ତ୍ରୀଙ୍କୁ ମିଳିଲା ଚାମ୍ବର:ଜାଣନ୍ତୁ କିଏ କେଉଁଠି ବସିବେ

ଭୁବନେଶ୍ୱର,୧୯ା୬(ଅନିଲଦାସ):ଭାଜପା ସରକାରର ମନ୍ତ୍ରୀମାନଙ୍କୁ ମଙ୍ଗଳବାର ଲୋକସେବା ଭବନରେ ଅଫିସ କାର୍ଯ୍ୟ ପାଇଁ ରୁମ୍‌ ଆବଣ୍ଟିତ ହୋଇଛି। ମନ୍ତ୍ରିମଣ୍ଡଳର ୧୫ ଜଣ ମନ୍ତ୍ରୀଙ୍କୁ ଲୋକସେବା ଭବନ ମନ୍ତ୍ରୀ କରିଡ଼ରର ପ୍ରଥମ ଓ ଦ୍ୱିତୀୟ ମହଲାରେ କାର୍ଯ୍ୟାଳୟ ପାଇଁ ରୁମ ମିଳିଛି। ତୃତୀୟ ମହଲାରେ…

ଆଜି ବିଜେଡିର ବିଧାୟକ ଦଳ ବୈଠକ

ଭୁବନେଶ୍ୱର, ୧୯।୬(ସୁନିତ୍‌ ମିଶ୍ର):ବିଜେଡି ବିଧାୟକ ଦଳ ବୈଠକ ବୁଧବାର ଅପରାହ୍ନ ସାଢେ ୪ଟା ସମୟରେ ଶଙ୍ଖ ଭବନଠାରେ ଅନୁଷ୍ଠିତ ହେବ। ଏଥିରେ ଦଳର ସମସ୍ତ ୫୧ ବିଧାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସମସ୍ତଙ୍କ ଉପସ୍ଥିତିରେ କାହାକୁ ବିରୋଧୀ ଦଳ ନେତା କରାଯିବ…

କେବେ ଘୋଷଣା ହେବ କଂଗ୍ରେସ ବିଧାୟକ ଦଳ ନେତା: ପ୍ରଭାରୀ କଲେ ଘୋଷଣା

ଭୁବନେଶ୍ୱର, ୧୯।୬(ସୁନିତ୍‌ ମିଶ୍ର):ଆସନ୍ତା ୩ରୁ ୪ ଦିନ ମଧ୍ୟରେ କଂଗ୍ରେସ ବିଧାୟକ ଦଳ ନେତା କିଏ ହେବେ ତାହା ଘୋଷଣା ହୋଇଯିବ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ପ୍ରଭାରୀ ଅଜୟ କୁମାର କହିଛନ୍ତି। ଅନ୍ୟପଟେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଅଫିସରଙ୍କୁ ବଦଳି

ଭୁବନେଶ୍ୱର,୧୯ା୬(ଅନିଲ ଦାସ):ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା…

୨୦ରେ ବାଚସ୍ପତି ନିର୍ବାଚନ, ଆଜି ନାମାଙ୍କନ

ଭୁବନେଶ୍ୱର,୧୯ା୬(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ସମସ୍ତ ବିଧାୟକ ବିଧାନସଭାରେ ଶପଥ ନେଇଛନ୍ତି। ଯେଉଁମାନେ ଶପଥ ନେଇନାହାନ୍ତି ସେମାନେ ବୁଧବାର ନେବେ। ଆସନ୍ତା ୨୦ ତାରିଖରେ ରାଜ୍ୟରେ ନୂଆ ବାଚସ୍ପତି ପଦ ଲାଗି ନିର୍ବାଚନ ହେବ। ଏହି ପଦବୀ ଲାଗି ବୁଧବାର…

ବରଗଡ଼ରେ ସାଧାରଣ ଲୋକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଅଭିଯୋଗପତ୍ର ଗ୍ରହଣ କଲେ, ଆଶ୍ୱାସନା ଦେଲେ

ଭୁବନେଶ୍ୱର,୧୮।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମଙ୍ଗଳବାର ବରଗଡ଼ରେ ପିଏମ୍‌ କିଶାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଯୋଗ ଦେବାପରେ ବରଗଡ଼ ସର୍କିଟ ହାଉସରେ ସାଧାରଣ ଲୋକଙ୍କ ସହିତ ମିଶିଛନ୍ତି। ବିଭିନ୍ନ ସ୍ଥାନୀୟ କୃଷକ ସଂଗଠନ, ସାମାଜିକ ସଂଗଠନର ପ୍ରତିନିଧିମାନଙ୍କ ସହିତ ମିଶି…

ରାଜ୍ୟର ସମସ୍ତ ସ୍ବାସ୍ଥ୍ୟ ଅଧିକାରୀଙ୍କୁ  ଅଫିସିଆଲ ‘ଏକ୍ସ’ ଆକାଉଣ୍ଟ ଖୋଲିବାକୁ ନିର୍ଦ୍ଦେଶ 

ଭୁବନେଶ୍ୱର,୧୮।୬ (ଅସମାପିକା ସାହୁ): ସୋସିଆଲ ମିଡିଆ ‘ଏକ୍ସ’ରେ ଆକାଉଣ୍ଟ ଖୋଲିବେ ସ୍ବାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ନିର୍ଦ୍ଦେଶକ୍ରମେ କର୍ମଚାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟଠାରୁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର…

ଗଞ୍ଜାମ ଗାର୍ଲସ ହାଇସ୍କୁଲ ଚୋରି ମାମଲା,ଦୁଇ ଗିରଫ

ଗଞ୍ଜାମ,୧୮।୬(ବିଦ୍ୟାଧର ସାହୁ )ଗଞ୍ଜାମ ସହର ସ୍ଥିତ ଷ୍ଟେସନ ରୋଡ଼ ଠାରେ ଥିବା ଗଞ୍ଜାମ ବାଳିକା ଉଚ୍ଚ ବିଦ୍ୟାଳୟରୁ ଗତ ଦୁଇଦିନ ତଳେ ସ୍କୁଲର ଇନଭାଇରଟର ବେଟେରି, ଶିଶିକ୍ୟାମେରା ଆଦି ଚୋରି ହୋଇଥିଲା । ଏନେଇ ସୋମବାର ସ୍କୁଲ ପ୍ରଧାନ ଶିକ୍ଷକ ଦୁର୍ଯ୍ୟୋଧନ…

ଅଶାନ୍ତ ବାଲେଶ୍ୱର: ପୁଣି ବଢିଲା କର୍ଫ୍ୟୁ ଅବଧି

ବାଲେଶ୍ୱର,୧୮।୬(ମାନସ ବିଶ୍ବାଳ ): ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ପରେ ସହରରେ କର୍ଫ୍ୟୁ ଅବଧି ବଢାଯାଇଛି। ବାଲେଶ୍ବର ପୌରାଞ୍ଚଳରେ ୧୯ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ କର୍ଫ୍ୟୁ ବୃଦ୍ଧି କରାଯାଇଛି। କର୍ଫ୍ୟୁ ବୃଦ୍ଧି ନେଇ ବାଲେଶ୍ବର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ମିଳିଛି।…

ବିଜେଡି ନେତାଙ୍କ ବଡ଼ ଖୁଲାସା, ଏଥିପାଇଁ ହାରିଗଲୁ…

ଭୁବନେଶ୍ୱର,୧୮।୬: ରାଜ୍ୟରେ ଶୋଚନୀୟ ଭାବେ ପରାଜିତ ହୋଇଛି ବିଜେଡି। ତେବେ ଏହି ଅପ୍ରତ୍ୟାଶିତ ପରାଜୟକୁ ହଜମ କରିପାରୁ ନାହାନ୍ତି ଦଳୀୟ ନେତା। ତେବେ ପରାଜୟର କାରଣ ଖୋଜିବାକୁ ନଳ ଉଚ୍ଚସ୍ତରୀୟ କମିଟି ଗଠନ କରିବାକୁ ନିଷ୍ପତ୍ତି ହୋଇଥିଲେ ହେଁ ସେ କମିଟି…

ଆକାଉଣ୍ଟକୁ ଆସିନାହିଁ କି ପିଏମ୍‌ କିଶାନ ଟଙ୍କା? ଏଠାରେ କରନ୍ତୁ ଅଭିଯୋଗ, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପିଏମ୍‌ କିଶାନ ସମ୍ମାନ ନିଧି ଯେଜନାର ୧୭ତମ କିସ୍ତି ଜାରି କରିଛନ୍ତି। ଦେଶର ପ୍ରାୟ ୯.୨୬ କୋଟି କୃଷକଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଯାଇଛି। ତେବେ ଯଦି କୌଣସି କାରଣରୁ କାହା ଆକାଉଣ୍ଟକୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?