ବାରବାଟୀ ଷ୍ଟାଡିୟମର ନବୀକରଣ କାର୍ଯ୍ୟ: ୨୭ରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ, ଯୋଗ ଦେବେ ଜୟ ଶାହା
କଟକ,୨୬।୨(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତା ୨୭ ତାରିଖରେ ଐତିହାସିକ କଟକ ବାରବାଟୀ ଷ୍ଟାଡିୟମର ନବୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏଥିସହ ୩୦ ଜିଲା ପାଇଁ ୪୧ଟି କ୍ରିକେଟ୍ ଏକାଡେମୀକୁ…
ବିଜୁବାବୁଙ୍କ ପ୍ରତିମୂର୍ତ୍ତିରୁ ମୁଣ୍ଡ ଅଲଗା କଲେ ଦୁର୍ବୃତ୍ତ, ବିଜେଡି ପକ୍ଷରୁ ଥାନାରେ ଅଭିଯୋଗ
ରଣପୁର,୨୬।୨(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଏନ୍ଏସି ଅନ୍ତର୍ଗତ ମା’ ମଣିନାଗ ପୀଠ ନିକଟସ୍ଥ କଲ୍ୟାଣ ମଣ୍ଡପ ପରିସରରେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଥିଲା। ଶନିବାର ମଧ୍ୟରାତ୍ରିରେ କେହି ଦୁର୍ବୃତ୍ତ କଟର ମେଶିନ ସାହାଯ୍ୟରେ ପ୍ରତିମୂର୍ତ୍ତିରୁ ମୁଣ୍ଡକୁ କାଟି…
ଆପାର୍ଟମେଣ୍ଟରୁ ଚୋରି ରୋକିବାକୁ ବ୍ଲୁପ୍ରିଣ୍ଟ୍
ଭୁବନେଶ୍ୱର,୨୬।୨(ସତ୍ୟଜିତ୍ ରାଉତ):ରାଜଧାନୀର ଆପାର୍ଟମେଣ୍ଟଗୁଡିକରେ ଚୋରି ରୋକିବାକୁ କମିଶନରେଟ ପୋଲିସ ବ୍ଲୁପ୍ରିଣ୍ଟ୍ ପ୍ରସ୍ତୁତ କରୁଛି। ଏଥିପାଇଁ କମିଶନରେଟ ପୋଲିସ ମୁଖ୍ୟାଳୟରେ ଚାଲିଥିବା ଦୁଇଦିନିଆ ବୈଠକ ରବିବାର ଶେଷ ହୋଇଛି। ବୈଠକର ଦ୍ୱିତୀୟ ଦିନରେ ୨୮୫ଜଣ ଆପାର୍ଟମେଣ୍ଟ ମାଲିକ, ସୋସାଇଟି ସଭାପତି, ସମ୍ପାଦକଙ୍କ ସହ…
ଧରାପଡ଼ିବା ପରେ ବି କାର୍ଯ୍ୟାନୁଷ୍ଠାନ ନାହିଁ, ଏଆଇ ଧରୁଛି ମାଟ୍ରିକ ତ୍ରୁଟି
ଭୁବନେଶ୍ୱର, ୨୬।୨(ଅସମାପିକା ସାହୁ): ପ୍ରତିବର୍ଷ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ, ଲିକ୍, ବିଭ୍ରାଟ ଘଟଣା ସୋସିଆଲ ମିଡିଆରେ ଘୂରିବୁଲେ। ମାତ୍ର ତାହାର ସତ୍ୟାସତ୍ୟ ଧରାପଡ଼େ ନାହିଁ କି ଜଣାପଡ଼େ ନାହିଁ। ଏପରି କି ଅନେକ ଘଟଣାକୁ ଚପାଇ ଦିଆଯାଉଥିବା ନେଇ ମଧ୍ୟ…
ଭାଜପା ସହ ମେଣ୍ଟ ନେଇ ବିଜେଡି ନେତା ଅସନ୍ତୁଷ୍ଟ: ଅଜୟ କୁମାର
ଭୁବନେଶ୍ୱର,୨୬।୨(ସୁନିତ୍ ମିଶ୍ର):ଆମ ଓଡ଼ିଶା, ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଓ ଭାଜପା ମଧ୍ୟରେ ମେଣ୍ଟ ହୋଇଛି, ଯେଉଁଥିିପାଇଁ ବିଜେଡି ନେତାଙ୍କ ମଧ୍ୟରେ ବହୁତ ଅସନ୍ତୋଷ ରହିଛି ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାର କହିଛନ୍ତି। ଗଣମାଧ୍ୟମକୁ ପ୍ରତିକ୍ରିୟା…
ଧାର ଟଙ୍କା ଫେରାଇବାକୁ ମିଳୁଥିଲା ଧମକ: ଜୀବନ ହାରିଦେଲେ ଯୁବକ
ବ୍ରହ୍ମପୁର,୨୫ା୨(ସୁବାସ ଚନ୍ଦ୍ର ପାଢ଼ୀ): ଧାର ଟଙ୍କା ଫେରାଇବାକୁ ଧମକ ମିଳୁଥିବାରୁ ଜଣେ ଯୁବକ ଆତ୍ମହତ୍ୟା କରିଥିଲେ। ଏନେଇ ସଦର ଥାନାରେ ମୃତକଙ୍କ ଭାଇଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଆଙ୍କୁଶପୁର ବଡ଼ସାହିର…
୬ବର୍ଷ ବୟସରେ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୫।୨(ଅସମାପିକା ସାହୁ)- ୨୦୨୪-୨୫ ଶିକ୍ଷାବର୍ଷ ଆରମ୍ଭ ହେବ। ଏହା ପୂର୍ବରୁ ନାମଲେଖା ଆରମ୍ଭ ହେବ। ତେଣୁ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ୬ବର୍ଷ ବୟସ ହୋଇଥିବା ଆବଶ୍ୟକ। ଏହାକୁ ପାଳନ କରିବା ପାଇଁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟକୁ…
ଅଧ୍ୟାପକ ନିଯୁକ୍ତି ପାଇଁ ସ୍ଥାନ ଚୟନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର, ୨୫।୨(ଅସମାପିକା ସାହୁ)- ରାଜ୍ୟରେ ନୂତନ ଭାବେ ୮୫୯ଜଣ ଆସନ୍ତା ୧ତାରିଖରେ ଏସ୍ଏସ୍ବି ଅଧ୍ୟାପକ ଭାବେ ନିଯୁକ୍ତି ପାଇବେ। ରାଜ୍ୟ ପ୍ରବରଣ ମଣ୍ଡଳୀ(ଏସ୍ଏସ୍ବି) ପକ୍ଷରୁ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଅଧ୍ୟାପକ ନିଯୁକ୍ତି ପାଇଁ ରବିବାର ଠାରୁ ସ୍ଥାନ ଚୟନ ପ୍ରକ୍ରିୟା ଆରମ୍ଭ…
ଗୋଳାବାରୁଦ କାରଖାନାରେ ବିସ୍ଫୋରଣ: ନିଆଁକୁ ଆୟତ୍ତ କଲେ ଅଗ୍ନିଶମ କର୍ମଚାରୀ
ସଇଁତଳା, ୨୫ା୨ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବଡ଼ମାଳସ୍ଥିତ ଗୋଳାବାରୁଦ କାରଖାନାରେ ରବିବାର ସନ୍ଧ୍ୟା ସମୟରେ ବିସ୍ଫୋରଣ ଘଟିଛି। କାରଖାନା ଜନସମ୍ପର୍କ ଅଧିକାରୀଙ୍କ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ସନ୍ଧ୍ୟା ପ୍ରାୟ ୬ଟା୩୦ରେ କାରଖାନା ୧୨ନମ୍ବର ୟୁନିଟର…
ଅମୃତ ଭାରତ ଷ୍ଟେଶନ ଯୋଜନାରେ ପାନପୋଷ ସାମିଲ
ରାଉରକେଲା,୨୫।୨(ସଙ୍ଗୀତା ଜେନା): ରେଳବାଇକୁ ଅଧିକ ବିକଶିତ ଓ ଯାତ୍ରୀ ସୁରକ୍ଷା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଅମୃତ ଭାରତ ଷ୍ଟେଶନ ଯୋଜନା ଜରିଆରେ ୫୫୪ଟି ଷ୍ଟେଶନର ରୂପରେଖ ବଦଳିବ। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆଭାସୀ ଜରିଆରେ ଏହି ଯୋଜନା ଅଧୀନ…
ବୀରମହାରାଜପୁରକୁ ଏନ୍ଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୨୫।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ଭାବେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ୫ଟି ନୂଆ ନୂତନ ମ୍ୟୁନିସିପାଲିଟି ସହିତ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟରେ ଘୋଷଣା…
Video: ଗୋଳାବାରୁଦ କାରଖାନାରେ ବଡ଼ ଧରଣର ବିସ୍ଫୋରଣ
ବଲାଙ୍ଗୀର,୨୩।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଡ଼ମାଳ ଗୋଳାବାରୁଦ କାରଖାନାରେ ରବିବାର ସନ୍ଧ୍ୟାରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ କାରଖାନାର ୧୨ନମ୍ବର ମେଗାଜିନ୍ରେ ଘଟିଥିବା ସୂଚନା ମିଳିଛି। ବିସ୍ଫୋରଣର କାରଣ ଜଣାପଡି ନ ଥିବା ବେଳେ କେତେ…
Archives


