ରାଜ୍ୟ

ମମିତା ମିଷ୍ଟ୍ରି : ଷ୍ଟାଡିୟମ ଖୋଳୁ ଖୋଳୁ ମିଳିଲା ପୋଡ଼ା ମୃତଦେହ

ଭବାନୀପାଟଣା,୧୯।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ମହାଲିଙ୍ଗର ଏକ ଘରୋଇ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ଗତ ୧୧ ଦିନ ହେବ ନିଖୋଜ ଥିବା ବେଳେ ଏହି ଘଟଣା ଏବେ ନୂଆମୋଡ଼ ନେଇଛି। କୌଣସି ଖବରପାଇ ପୋଲିସ ମଙ୍ଗଳବାର ସକାଳେ ସ୍କୁଲ ଷ୍ଟାଡିୟମରେ...

ଶପଥ ଗ୍ରହଣ କଲେ ହାଇକୋର୍ଟର ୩ ବିଚାରପତି

କଟକ ଅଫିସ ,୧୯।୧୦: ହାଇକୋର୍ଟର ୩ ନୂଆ ବିଚାରପତି ମଙ୍ଗଳବାର ଶପଥ ନେଇଛନ୍ତି। ଜଷ୍ଟିସ୍‌ ମୃଗାଙ୍କ ଶେଖର ସାହୁ, ଜଷ୍ଟିସ୍‌ ରାଧାକ୍ରିଷ୍ଣ ପଟ୍ଟନାୟକ ଏବଂ ଜଷ୍ଟିସ୍‌ ଶଶିକାନ୍ତ ମିଶ୍ର ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ...

ବେଆଇନ ପଥର ଖଣି ଖନନକୁ ନେଇ ଏନ୍‌ଜିଟି କ୍ଷୁବ୍ଧ

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ଖୋର୍ଦ୍ଧା ଜିଲାରେ ବେଆଇନ ପଥର ଖନନକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) କ୍ଷୋଭ ପ୍ରକାଶ କରିଛନ୍ତି। ଜିଲାରେ ବେଆଇନ ଖଣି ଦ୍ୱାରା କେତେ ପଥର ଚୋରି ହୋଇଛି, ପରିବେଶ କ୍ଷତିଭରଣା ପାଇଁ କେତେ ଟଙ୍କା ଜରିମାନା କରାଯାଇଛି...

୨୬ରେ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ଆସନ୍ତା ୨୬ରେ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା...

ସ୍ବାସ୍ଥ୍ୟ ବିଭାଗ ଦାୟିତ୍ୱରେ ଆର୍‌.କେ. ଶର୍ମା

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ରାଜ୍ୟ କୃଷି ଉତ୍ପାଦନ କମିଶନର (ଏପିସି) ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ୱରେ ରହିବେ। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ...

ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୪ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ ଓ ଜଗତ୍‌ସିଂହପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କର...

ରାଜ୍ୟରେ ଉପରମୁହାଁ ସଂକ୍ରମଣ: ବଢୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ପୁଣି ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ହେଉଛି। ରାଜ୍ୟରେ ମଙ୍ଗଳବାର ୫୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୨୪...

ସିବିଏସ୍‌ଇ ଦଶମ, ଦ୍ୱାଦଶ ଟର୍ମ-୧ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ୱର, ୧୯। ୧୦ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଏବଂ ଦ୍ୱାଦଶର ଟର୍ମ-୧ ପରୀକ୍ଷା ତାରିଖ ଓ କାର୍ଯ୍ୟସୂଚୀ ସୋମବାର ଘୋଷଣା କରାଯାଇଛି। ଦଶମ ଶ୍ରେଣୀ ପିଲାଙ୍କ ଟର୍ମ-୧ ନଭେମ୍ବର ୧୭ରୁ ଆରମ୍ଭ ହେବ। ତେବେ...

ବଦଳିଲେ ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲାପାଳ

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଏବଂ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବୈଷୟିକ ଶିକ୍ଷା...

ଗୁରୁବାର ଯାଏ ବନ୍ଦ ରହିବ ବ୍ୟାଙ୍କ୍‌

ଭୁବନେଶ୍ୱର,୧୯।୧୦: ରାଜ୍ୟରେ ମଙ୍ଗଳବାର ଏବଂ ବୁଧବାର ଦୁଇ ଦିନ ବନ୍ଦ ରହିବ ବ୍ୟାଙ୍କ୍‌ । ମୁସଲିମ ପର୍ବ ଇଦ-ମିଲାଦ ଏବଂ ହିନ୍ଦୁ ମହୋତ୍ସବ ‘ଗଜଲକ୍ଷ୍ମୀ ପୂଜା’କୁ ଦୃଷ୍ଟିରେ ରଖି ଓଡିଶାରେ କାର୍ଯ୍ୟ କରୁଥିବା ବ୍ୟାଙ୍କ୍‌ ଏବଂ ବ୍ୟାଙ୍କିଙ୍ଗ୍‌ ସଂସ୍ଥା ଏହି...

ରେକର୍ଡ ଡ୍ୟାନ୍ସରେ ଯୁବକଙ୍କୁ ହାଣିଲେ

କୋକସରା,୧୮।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଥାନା ମାଝିଗୁଡା ଗ୍ରାମରେ ଚାଳିଥିବା ରେକର୍ଡ ଡ୍ୟାନ୍ସ ଦେଖିବାକୁ ଯାଇଥିବା କୋକସରା ଗ୍ରାମର ମୁରଲୀ ଖମାରି(୨୨)ଙ୍କୁ ସୋମବାର କିଛି ଯୁବକ ମରଣାତ୍ମକ ଆକ୍ରମଣ କରିଛନ୍ତି। ଏ ନେଇ ମୁରଲୀଙ୍କ ପରିବାର ଲୋକେ ଥାନରେ ଏକ...

ନାକ ନଥିବା ଶିଶୁ ଜନ୍ମ

ବେତନଟୀ, ୧୮।୧୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ମୁକ୍ତାପୁର ଅଞ୍ଚଳର ଜଣେ ଗର୍ଭବତୀ ମହିଳା ଏକ ଅଦ୍ଭୁତ ଶିଶୁ ଜନ୍ମ ଦେଇଛନ୍ତି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜଗାରେ ଦୁଇଟି ଆଖି ରହିଛି। ଶିଶୁଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri