ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା
ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ ଚତୁଃପାଶର୍ବରେ ରହିଥିବା ସରକାରୀ ଜମିକୁ କିଛି ବ୍ୟକ୍ତି ବେଆଇନ ଭାବରେ ଜବରଦଖଲ କରି...
ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…
ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ବିଧାନସଭାରେ ନବୀନ ବାବୁଙ୍କୁ କହିବାର ସୁଯୋଗ...
ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…
ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି, ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି ଶୀଘ୍ର ଚାଲିଯିବା ଦରକାର।...
ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି
ପୁରୀ ୧୪।୧୨( ଅଜିତ୍ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ ମଇଳା ପାଣି ବାହାରିଥିବା ଦେଖିବାକୁ ମିଳୁଛି। ଯାହାକୁ ନେଇ ଭକ୍ତଙ୍କ ମହଲରେ ଅସନ୍ତୋଷ...
ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…
ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ ରହିଛି। ସେହିପରି ସମ୍ବଲପୁରରେ ୧୧.୮ ଡିଗ୍ରୀ, ହୀରାକୁଦରେ ୧୩ ଡିଗ୍ରୀ, ଭୁବନେଶ୍ୱରରେ ୧୩.୨...
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫ ଜଣ ଛାତ୍ରୀ ଶନିବାର ଅସୁସ୍ଥ ହୋଇଥିବା ଜଣାପଡ଼ିଛି। ବନ୍ଧୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡା....
ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ ଛତିଶଗଡ଼ରେ ଭାଜପା ସରକାର ଚାଲିଛି। ସେହିପରି କେନ୍ଦ୍ରରେ ମଧ୍ୟ ଭାଜପା ନେତୃତ୍ୱାଧୀନ ସରକାର...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ ଅଧିକାରୀ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଜଗବନ୍ଧୁ ବାର୍ଲା ଶନିବାର ଜଣେ...
ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି କହିଲେ ମୋ ଦରମାକୁ…
ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର ଏହାକୁ ୩ ଲକ୍ଷ ୪୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ତେବେ ଏହି...
ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ
ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ ୪ ଡିଗ୍ରୀ ତଳକୁ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳରେ ଶୀତର ପ୍ରକୋପ ବଢ଼ିବାରେ...
ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ପରେ ବଳାତ୍କାର ଘଟଣାରେ ଅଭିଯୁକ୍ତ ଦଣ୍ଡପାତ୍ରଙ୍କୁ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏସ୍.ଆଇ...
ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…
ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା ଗାଁରେ। ଶନିବାର ଗାଁର ଅଭିମନ୍ୟୁ ମଲ୍ଲିକ ନାମକ ଜଣେ ଯୁବକ ନିଜ ଜମିରେ...
Archives


