ଗଞ୍ଜାମରେ ତାଣ୍ଡବ ରଚିଲା ବାତ୍ୟା ଅର୍ଣ୍ଣବ, ଭାଙ୍ଗିଲା ଇଲେକ୍ଟ୍ରି ଖୁଣ୍ଟ ସହ ବଡ଼ବଡ଼…
ଗଞ୍ଜାମ,୨୮ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମ ସହର ବଡ଼ ବଜାର ଠାରେ ଗତ ଅଗଷ୍ଟ ୩୧ରେ ଉଦ୍ଘାଟନ ହୋଇଥିବା ବିଦ୍ୟୁତ୍ ଖୁଣ୍ଟ ବୁଧବାର ପଡ଼ି ଯାଇଥିବା ଦେଖିବାକୁ ମିଳିଛି। ଏଥିସହ ବଡ଼ବଡ଼ ଗଛ ମଧ୍ୟ ଭାଙ୍ଗି ପଡିଛି। ଗତ…
ବାତ୍ୟା ଅର୍ଣ୍ଣବ ପ୍ରଭାବ: ଲଗାଣ ବର୍ଷାରେ ମାଟି କାନ୍ଥ ଭୁଶୁଡ଼ି ଫାଟିଲା ମହିଳାଙ୍କ ମୁଣ୍ଡ
ଖୋର୍ଦ୍ଧା,୨୮ା୧୦(ପ୍ରଭାତ ପାଣିଗ୍ରାହୀ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଦୁଇଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଗରିବ ପରିବାରଙ୍କ ପାଇଁ ବିପଦ ଡାକି ଆଣିଛି। ବର୍ଷାରେ ମାଟି କାନ୍ଥ ଭୁଶୁଡ଼ି ପଡ଼ିବାରୁ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଅସରଳା ପଞ୍ଚାୟତର ଦିଆଁନିପାଟଣା…
ଚାମେଲୀଙ୍କ ବିରୋଧରେ ଅନାସ୍ଥାକୁ ଅସିଦ୍ଧ ଘୋଷଣା କଲେ କୋର୍ଟ: ରହିଲା ସରପଞ୍ଚ ପଦ, ଚାମେଲୀ କହିଲେ…
ମହାକାଳପଡ଼ା/କଟକ,୨୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ/ପ୍ରଭୁକଲ୍ୟାଣ ପାଲ୍): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ସରପଞ୍ଚ ଚାମେଲୀ ଓଝାଙ୍କୁ ହାଇକୋର୍ଟରୁ ମିଳିଛି ଆଶ୍ବସ୍ତି। ଚାମେଲୀଙ୍କ ବିରୋଧରେ ଅଣାଯାଇଥିବା ଅନାସ୍ଥା ପ୍ରସ୍ତାବ ସମ୍ପର୍କିତ ନୋଟିସ୍କୁ ରଦ୍ଦ କରିଦେଇଛନ୍ତି ମାନ୍ୟବର କୋର୍ଟ। ଓଡ଼ିଶା ଗ୍ରାମପଞ୍ଚାୟତ ଆଇନ ଓ…
ଅର୍ଣ୍ଣବକୁ ନେଇ ସମୁଦ୍ର କୂଳିଆ ଗାଁରେ ଛନକା, ବିପଦରେ ପେଣ୍ଠ ପୁରୁଣା ପଥରବନ୍ଧ
ରାଜନଗର, ୨୮ା୧୦(ଭାସ୍କର ରାଉତରାୟ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ଅର୍ଣ୍ଣବକୁ ନେଇ କେନ୍ଦ୍ରାପଡ଼ା ଜିଲାର ସମୁଦ୍ର କୂଳିଆ ଗାଁ ଗୁଡ଼ିକରେ ଛନକା ପଶିଛି। ଅଶାନ୍ତ ସମୁଦ୍ରର ଉଚ୍ଚ ଜୁଆର ଏବେ ପେଣ୍ଠ ଗାଁ ନିକଟରେ ପୂର୍ବରୁ ନିର୍ମାଣ ହୋଇଥିବା ପୁରୁଣା…
ବାତ୍ୟା ଅର୍ଣ୍ଣବର ପ୍ରଭାବ: ଛତ୍ରପୁରରେ ଲଗାଣ ବର୍ଷା ସହ ଅନେକ ସ୍ଥାନରେ ଭାଙ୍ଗିଲା ଗଛ
ଛତ୍ରପୁର,୨୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଛତ୍ରପୁର ଅଞ୍ଚଳରେ ଗତ ଦୁଇଦିନ ହେଲା ଲଗାଣ ବର୍ଷା ସାଙ୍ଗକୁ ପବନ ଜାରି ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ସାଧାରଣ ଜୀବନଯାପନ ପ୍ରଭାବିତ ହୋଇଥିବା ବେଳେ ଲୋକେ ଘରୁ ବାହାରିବାକୁ…
ଖୋର୍ଦ୍ଧାରେ ୪୦.୬୪ ମିଲିମିଟର ବର୍ଷା ରେକର୍ଡ
ଖୋର୍ଦ୍ଧା,୨୮ା୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଅକ୍ଟୋବର ୨୭ରୁ ୨୮ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ବର୍ଷା ରେକର୍ଡ କରାଯାଇଛି। ଜିଲାର ୧୪ଟି ବର୍ଷା ମାପ କେନ୍ଦ୍ରରେ ହାରାହାରି ୪୦.୬୪ ମିଲିମିଟର ବର୍ଷା ହୋଇଥିବା ତଥ୍ୟରୁ ଜଣାପଡ଼ିଛି। ରିପୋର୍ଟ…
ନୀଳିଗିରି ପେଟ୍ରୋଲ ପମ୍ପରେ ବଡଧରଣର ବିସ୍ଫୋରଣ; ଜଣେ ମୃତ, ଘଟଣାସ୍ଥଳରେ ପ୍ରବଳ ଉତ୍ତେଜେନା
ନୀଳଗିରି,୨୮।୧୦(ପ୍ରଶାନ୍ତ କୁମାର ବିଶ୍ବାଳ): ୧୯ ନଂ ରାଜ୍ୟ ରାଜପଥ ନୀଳଗିରି ଏନ.ଏ.ସି ଅଧିନ ବାଲିଗୋହିରି ସ୍ଥିତ ପେଟ୍ରୋଲ ପମ୍ପରେ ବଡଧରଣର ବିସ୍ଫୋରଣ ହୋଇଛି । ଏହି ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ଗତ କିଛିଦିନ ହେବ ପେଟ୍ରୋଲ ପମ୍ପର…
ଜୁଆ ଆଡ୍ଡା ଉପରେ ଚଢ଼ାଉ, ୭ ଗିରଫ: ପୋଲିସକୁ ଆକ୍ରମଣ ଓ ଗାଡ଼ି ଭଙ୍ଗାରୁଜା
ରିଷିଡ଼ା, ୨୮।୧୦ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ମ. ରାମପୁର ଥାନା ଅଞ୍ଚଳର ବଡ଼ ଡୁଙ୍ଗୁରିଗୁଡ଼ାରେ ଜୁଆଆଡ୍ଡା ଉପରେ ପୋଲିସ ଚଢ଼ାଉ କରି ୭ ଜଣଙ୍କୁ ଗିରଫ କରିଛି। ଚଢ଼ାଉ ସମୟରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ, ପୋଲିସ…
ବାତ୍ୟା ଅର୍ଣ୍ଣବ: ଛତିଶଗଡ଼ ମୁହାଁଇବା ବେଳେ ଓଡ଼ିଶା ଉପରେ ପଡ଼ିବ ବଡ଼ ପ୍ରଭାବ, ଦକ୍ଷିଣ ଓଡ଼ିଶାରେ ପବନ…
ଭୁବନେଶ୍ଵର: ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଜାରି ରହିଛି । କିଛି ସମୟ ମଧ୍ୟରେ ଏହି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ । ଏହାପରେ ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’ ଧିରେ ଧିରେ ଉତ୍ତର-ପଶ୍ଚିମ ଦିଗକୁ ଗତି…
ପ୍ରବଳ ବର୍ଷା-ପବନ ସମ୍ଭାବନା: ରେଡ୍ ଓ୍ବାର୍ନିଂରେ ଓଡ଼ିଶାର ୭ ଜିଲା
ଭୁବନେଶ୍ୱର,୨୮ା୧୦(ବନ୍ଦନା ସେଠୀ/ପିଟି):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅର୍ଣ୍ଣବ’ ଅତି ଭୀଷଣ ରୂପ ନେବା ପରେ ମଙ୍ଗଳବାର ରାତି ପ୍ରାୟ ୧୨ଟାରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ନିକଟ ଦକ୍ଷିଣ ୟାନମ ଅଞ୍ଚଳରେ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏହି ପ୍ରକ୍ରିୟା ପ୍ରାୟ ୩ରୁ…
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପରେ ବି ବଦଳିନି ଭାଗ୍ୟ: ଗୁଡ଼ାରିରେ ପୋଲ ନଥିବାରୁ ନାଳରେ ବୁହାହେଲେ ରୋଗୀ
ଗୁଡ଼ାରି, ୨୭।୧୦ (ପ୍ରମୋଦ କୁମାର ପତି): ଆଜିର ଆଧୁନିକ ଯୁଗରେ ବି ଗାଁକୁ ରାସ୍ତା ଓ ପୋଲ ନଥିବାରୁ ଜରୁରୀ ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ହେଉଛନ୍ତି ଗ୍ରାମବାସୀ। ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ପେଣ୍ଡିଲି ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମରେ ପୁଣି ଏକ…
ଥାନା CUG ନମ୍ବର ଲୁଚାଇଲେ ହେବ କାର୍ଯ୍ୟାନୁଷ୍ଠାନ! ସାର୍ବଜନୀନ କରିବାକୁ ପୋଲିସ୍ HQରୁ କଡ଼ା ନିର୍ଦ୍ଦେଶ
କଟକ ସଦର, ୨୭/୧୦ (ସୁଶାନ୍ତ କୁମାର ଜେନା): ରାଜ୍ୟର ବିଭିନ୍ନ ଥାନାରେ ଥିବା BSNL ଲ୍ୟାଣ୍ଡଫୋନ୍ ଲାଇନ୍ଗୁଡ଼ିକ ଅଚଳ ହୋଇପଡ଼ିଥିବାରୁ, ଜରୁରୀ ସେବା ଓ ପୋଲିସ୍ ସହାୟତା ପାଇଁ ପ୍ରତ୍ୟେକ ଥାନାକୁ CUG (Closed User Group) ମୋବାଇଲ୍ ନମ୍ବର ଯୋଗାଇ…

