ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ
ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ ବିଜେଡିର ମଙ୍ଗ ସମ୍ଭାଳିବେ ବୋଲି ଚର୍ଚ୍ଚା ହେଉଛି। ଏସବୁ ମଧ୍ୟରେ ଶୁକ୍ରବାର ଶଙ୍ଖ…
ବହି ତ୍ରୁଟି ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର, ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬।୬: ଓଡ଼ିଆ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର ଥିବା ଲାଗୁଛି। ସରକାର ଏହାକୁ ଗମ୍ଭୀରତାର ସହ ନେଇଛନ୍ତି। ସରକାରକୁ ବଦନାମ କରିବାକୁ…
ଅନିଶ୍ଚିତତାରେ ଆଖଡ଼ାଶାଳି ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର, ଭାଜପା ସରକାର ଗଠନ ପରେ ବି ରାଜନେତାମାନେ ଚୁପ୍
କେନ୍ଦ୍ରାପଡ଼ା,୨୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍ ଆଖଡ଼ାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପିପିପି ମୋଡ୍ରେ ପାରାଦୀପ ପୋର୍ଟ ଏହାର ଉନ୍ନତୀକରଣ କରିବ। ୨୦୨୦ ଡିସେମ୍ବରରେ ଏହି ସ୍ଥାନକୁ ପୂର୍ବତନ ୫-ଟି ସଚିବଙ୍କ ଗସ୍ତ…
ନିଜ କାର୍ଯ୍ୟକୁ ଫେରିଲେ ସରପଞ୍ଚ ଚାମେଲୀ ଓଝା, ପଞ୍ଚାୟତର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରି…
ମହାକାଳପଡ଼ା, ୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରୀ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ରୋକାଯିବା ଓ କରାଯାଇଥିବା କାମର ବିଲ୍ ପ୍ରଦାନ କରାଯାଉ ନ ଥିବା ଅଭିଯୋଗ କରିଥିଲେ ସରପଞ୍ଚ ଚାମେଲୀ ଓଝା। ଏହି ଅଭିଯୋଗ ନେଇ ଗତ…
ଷ୍ଟାଣ୍ଡିଙ୍ଗ କମିଟି ଗଠନ କଲେ ବାଚସ୍ପତି: କେଉଁ ନେତାଙ୍କୁ କି ଦାୟିତ୍ୱ ମିଳିଲା, ଦେଖନ୍ତୁ ଲିଷ୍ଟ…
ଭୁବନେଶ୍ୱର,୨୬।୬: ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ କଲେ ବାଚସ୍ପତି। ୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ କରାଯାଇଛି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କୁ ପିଏସି କମିଟି ଅଧ୍ୟକ୍ଷ ଭାବେ…
କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍ ବିଜେଡିରେ ମିଶିବା ପଛରେ ଅଛି…
ଭୁବନେଶ୍ୱର,୨୬ା୬(ସୁନିତ୍ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍ କମ୍ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍ ଅଫିସର ସୁଜାତା…
ପାପ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା
ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ ଲାଗିଛି। ସେହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ପରୀକ୍ଷା ପେ ଚର୍ଚ୍ଚା’ କରୁଛନ୍ତି। ବର୍ତ୍ତମାନ…
ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ
ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ ଦୋକାନ ଜଳି ଯାଇଥିବା ବେଳେ ତିନୋଟି ଦୋକାନ ସମ୍ପୂର୍ଣ ଭାବେ ପାଉଁଶ ହୋଇଯାଇଛି…
ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ ଦୁଇ ତିନିଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଅନୁଗୋଳରେ ସର୍ବାଧିକ…
ଆନିମେଟେଡ୍ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା
ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର ସୋସିଆଲ ମିଡିଆରେ ପ୍ରସାରିତ ହେବା ପରେ ଏହାକୁ ନେଇ ଆପତ୍ତି ଉଠିଛି। ଏହି…
ଚଳନ୍ତା ଟ୍ରେନ୍ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍ସିବିରେ ଭର୍ତ୍ତି
କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍ରୁ ଜଣେ ଯୁବକ ସିଧା ନଦୀବାଲିକୁ ଖସିପଡ଼ି ଗୁରୁତର ଆହତ ହୋଇଛନ୍ତି। ତେବେ ପାଣି ପରିବର୍ତ୍ତେ ନଦୀବାଲିରେ…
ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…
ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର ହାତ ବଢ଼ାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ପୀଡ଼ିତ ପରିବାରକୁ ତୁରନ୍ତ ରେଡକ୍ରସ ପାଣ୍ଠିରୁ…

