ରାଜ୍ୟ

ଛାତ୍ରୀଛାତ୍ରଙ୍କୁ ଚାପମୁକ୍ତ କରିବା ପାଇଁ ‘ଟେଲି ମାନସ’ ସେବା, ୧୪୪୧୬ ନମ୍ବରରେ କଲ୍‌ କରି ସହାୟତା ନେଇ ପାରିବେ ପିଲା

ଭୁବନେଶ୍ୱର,୨୪ା୨(ଅସମାପିକା ସାହୁ): ରାଜ୍ୟରେ ଏବେ ମାଟ୍ରିକ ପରୀକ୍ଷା ଚାଲୁଥିବା ବେଳେ ଆଗାମୀ ଦିନରେ ଅନ୍ୟ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ପରୀକ୍ଷା ସମୟରେ ଛାତ୍ରୀଛାତ୍ରଙ୍କୁ ଚାପମୁକ୍ତ କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ…

ଲିକ୍‌ ହୋଇନାହିଁ ମାଟ୍ରିକ ପ୍ରଶ୍ନପତ୍ର,ଏମିତି କହିଲେ…

ଭୁବନେଶ୍ୱର,୨୪।୨: ମାଟ୍ରିକ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି । ସେ କହିଛନ୍ତି ‘ମାଟ୍ରିକ ପରୀକ୍ଷା ସୁରୁଖୁରୁରେ ଚାଲିଛି। କୌଣସି ପ୍ରଶ୍ନପତ୍ର ଲିକ ହୋଇ ନାହିଁ। ବିଭ୍ରାନ୍ତ କରିବାକୁ କେହି ଏଭଳି…

ପରିବା ବିକାଳିରୁ IAS, ଏବେ ଭୁବନେଶ୍ୱରର ନୂଆ କମିଶନର

ଭୁବନେଶ୍ୱର,୨୪।୨: ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର ନୂତନ କମିଶନର ଭାବେ ଯୋଗ ଦେଇଛନ୍ତି ରାଜେଶ ପାଟିଲ। ବିଏମସି କମିଶନର ଭାବେ ଯୋଗ ଦେବା ପୂର୍ବରୁ ସେ ବହୁ ଜିଲାର ଜିଲ୍ଲାପାଳ ଭାବେ କାମ କରି ଆସିଛନ୍ତି। ଏଥିସହ ସେ ଓଡିଶା ସ୍କିଲ ଡେଭଲପମେଣ୍ଟ…

ରାଜ୍ୟରେ ଗଠନ ହେବ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ, ୫ ପୌର ପରିଷଦ

ଭୁବନେଶ୍ବର,୨୪।୨: ରାଜ୍ୟରେ ୩୪ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି) ଗଠନ ନେଇ ସରକାର ନିଷ୍ପତ୍ତି ନେଇଛନ୍ତି । ଅନ୍ୟବକ୍ଷେ  ୫ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ପୌର ପରିଷଦ (ମ୍ୟୁନିସିପାଲିଟି) ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ନୂତନ ପୌର…

ବିଏମ୍‌ସି କମିଶନର ବିଜୟ ଅମୃତ କୁଲାଙ୍ଗେଙ୍କ ସ୍ଥାନରେ ଦାୟିତ୍ୱ ନେଲେ ରାଜେଶ ପାଟିଲ

ଭୁବନେଶ୍ୱର, ୨୪।୨ (ବନ୍ଦନା ସେଠୀ ): ବିଏମ୍‌ସି କମିଶନର ବିଜୟ ଅମୃତ କୁଲାଙ୍ଗେ ଅଚାନକ ଛୁଟିରେ ଯାଇଛନ୍ତି। ତାଙ୍କ ବଦଳରେ ରାଜେଶ ପାଟିଲଙ୍କୁ ବିଏମ୍‌ସି  କମିଶନର ଦାୟିତ୍ୱ ଦିଆଯାଇଛି । ଏକ ମାସ ପାଇଁ ଛୁଟିରେ ଯାଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ ବିଜୟ…

ବିଲ ମଝିକୁ ଓଲଟିଲା ହାଇଓ୍ବା: ରାତାରାତି ଗାଡ଼ିରୁ ନମ୍ବର ପ୍ଲେଟ୍‌ ଗାଏବ

ପୁରୁଷୋତ୍ତମପୁର,୨୪।୨(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଆସିକା-ହୁମ୍ମା ରାସ୍ତାର ପ୍ରତାପୁର ଛକ ନିକଟରେ ଏକ ବାଲି ବୋଝେଇ ହାଇୱା ଶୁକ୍ରବାର ରାତିରେ ରାସ୍ତାପାର୍ଶ୍ୱ ଏକ ବିଲ ମଝିକୁ ଓଲଟି ପଡ଼ିଛି। ତେବେ ଏଥିରେ କେହି ମୃତାହତ ହୋଇ ନ…

ଯାତ୍ରୀବାହୀ ପାସେଞ୍ଜର ଭଡ଼ା କମିଲା

ଯାଜପୁର,୨୪ା୨(ହର୍ଷବର୍ଦ୍ଧନ ବେହେରା): କରୋନା ଲକ୍‌ଡାଉନ୍‌ ସମୟରୁ ଓଡ଼ିଶାର ସମସ୍ତ ଯାତ୍ରୀବାହୀ ଓ ମେମୁ ପାସେଞ୍ଜର ଟ୍ରେନଗୁଡ଼ିକୁ ସ୍ପେଶାଲ/ଦ୍ରୁତଗାମୀ କରାଯାଇ ସାଧାରଣ ଜନତାଙ୍କଠାରୁ ଦ୍ରୁତଗାମୀ ଭଡ଼ା ଆଦାୟ ହେଉଥିଲା। ରେଲଓ୍ବେର ଏଭଳି କାର୍ଯ୍ୟ ବିରୋଧରେ କଳିଙ୍ଗନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ…

ସପ୍ତାହେ ହେଲା ମିଳୁନି ପିଇବା ପାଣି

ଦାରିଙ୍ଗବାଡି, ୨୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ଝିଞ୍ଜିରିଗୁଡା ପଞ୍ଚାୟତ କୁଟୁଲାରୀ ଗାଁରେ ଦେଖାଦେଇଛି ପିଇବା ପାଣିର ସମସ୍ୟା। ଗତ ଏକ ସପ୍ତାହ ହେଲା ଲୋକଙ୍କ ରୋଷେଇ ଶାଳାରେ ଜଳ କଷ୍ଟ ଦେଖିବାକୁ ମିଳିଛି। ଶୌଚ ପାଇଁ ତ…

ଲୋକାର୍ପଣ ଦିନଠାରୁ ତାଲା ଝୁଲୁଛି

ଆନନ୍ଦପୁର,୨୪ା୨(ଉମେଶ ଚନ୍ଦ୍ର ପାଢ଼ୀ): କେନ୍ଦୁଝର ଜିଲା ଆନନ୍ଦପୁର ଫକୀର ମୋହନ ମାର୍କେଟଠାରେ ନିର୍ମାଣ ହୋଇଥିବା ଆମ ବସ୍‌ଷ୍ଟାଣ୍ଡ ଲୋକାର୍ପଣ ଦିନଠାରୁ ବନ୍ଦ ପଡ଼ିଛି। ଲୋକଙ୍କ ସୁବିଧା ପାଇଁ ନିର୍ମିତ ବସ୍‌ଷ୍ଟାଣ୍ଡକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ଼ରେ ଉଦ୍‌ଘାଟନ କରିଥିଲେ। ମାତ୍ର…

ବିଜେଡି ଅନ୍ତର୍ଦ୍ୱନ୍ଦ୍ୱ ଉପରେ ବିରୋଧୀଙ୍କ ନଜର

ଜଗତ୍‌ସିଂହପୁର, ୨୪ା୨(ପ୍ରମୋଦ କୁମାର ନାୟକ): ତିର୍ତ୍ତୋଲ ବିଧାନସଭା ଆସନ। ଜଗତ୍‌ସିଂହପୁର ଜିଲାର ଏହି ନିର୍ବାଚନ ମଣ୍ଡଳୀରୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ବସନ୍ତ ବିଶ୍ୱାଳ, ନିଶାମଣି ଖୁଣ୍ଟିଆ, ପ୍ରତାପ ଚନ୍ଦ୍ର ମହାନ୍ତି ଓ ନିତ୍ୟାନନ୍ଦ ସାମନ୍ତରାୟଙ୍କ ଭଳି ନେତା ବିଧାୟକ ହୋଇଥିଲେ। ୧୯୭୭ରୁ…

ଇଂଲିଶରେ କପିକରି ଧରାପଡ଼ିଲେ ୪୨ ପରୀକ୍ଷାର୍ଥୀ

କଟକ,୨୪ା୨ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ଦ୍ୱାରା ପରିଚାଳିତ ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷାର ଦ୍ୱିତୀୟ ଭାଷା ଇଂଲିଶରେ ୪୨ ଜଣ ପରୀକ୍ଷାର୍ଥୀ ଶୁକ୍ରବାର ମାଲପ୍ରାକ୍ଟିସ୍‌(ଏମ୍‌ପି) ହୋଇଛନ୍ତି। ସେମାନେ ପରୀକ୍ଷା ହଲ୍‌ରେ ଅସତ୍‌ ଉପାୟ ଅବଲମ୍ବନ କରି ଉତ୍ତର ଲେଖୁଥିବାବେଳେ ସ୍କ୍ବାଡ୍‌…

ଓଡ଼ିଶାରେ ହେବ ପ୍ରତିରକ୍ଷା ଯନ୍ତ୍ରାଂଶ ପ୍ରକଳ୍ପ

ଭୁବନେଶ୍ୱର,୨୪୨(ଅନିଲ ଦାସ): ଓଡ଼ିଶାରେ ପ୍ରତିରକ୍ଷା ଓ ବିମାନ ଯନ୍ତ୍ରାଂଶ ନିର୍ମାଣ ହେବ ଏଥିପାଇଁ ରାଜ୍ୟ ସରକାରଙ୍କ ସହ କଲ୍ୟାଣୀ ଷ୍ଟିଲ୍‌ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର କରିଛି। ଶୁକ୍ରବାର ଲୋକସେବା ଭବନ କନ୍‌ଭେନଶନ ହଲ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଏମ୍‌ଓୟୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri