ବାରବାଟୀ ଷ୍ଟାଡିୟମରେ ହେବ ଆଇପିଏଲ ମ୍ୟାଚ!
କଟକ,୨୨।୨: କଟକ ବାରବାଟୀ ଷ୍ଟାଡିୟମରେ ଆଇପିଏଲ ମ୍ୟାଚ ହୋଇପାରେ। ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମ ୨ଟି ମ୍ୟାଚ କଟକ ଏବଂ ପୁଣେରେ ଖେଳିପାରେ। ଅରୁଣ ଜେଟଲୀ ଷ୍ଟାଡିୟମ ପ୍ରସ୍ତୁତ ନ ଥିବାରୁ ଅନ୍ୟତ୍ର ମ୍ୟାଚ ହେବା ନେଇ ସୂତ୍ରରୁ ପ୍ରକାଶ ପାଇଛି। ବିଗତ…
ଯୋରନ୍ଦା ଷ୍ଟେଶନରେ ଟ୍ରେନ୍ ଇଞ୍ଜିନରେ ଲାଗିଲା ନିଆଁ
ଢେଙ୍କାନାଳ,୨୨ା୨(ରତନ ନାୟାର): ଢେଙ୍କାନାଳ ଜିଲା ଗୋବିନ୍ଦପୁରସ୍ଥିତ ଯୋରନ୍ଦା ରୋଡ୍ ରେଳଷ୍ଟେଶନ ନିକଟରେ ଇଞ୍ଜିନ ସହ ଏକ ମେଣ୍ଟେନାନ୍ସ ଭ୍ୟାନ ଜଳିଯାଇଛି। ରାଜ ଆଠଗଡ଼ରୁ ଢେଙ୍କାନାଳ ଯାଇଥିବା ବେଳେ ଜେନେରେଟରରେ ସମସ୍ୟା ହୋଇ ନିଆଁ ଲାଗିଥିଲା। ଢେଙ୍କାନାଳରୁ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ…
ଗଞ୍ଜାମରେ ୫-ଟି ଅଧ୍ୟକ୍ଷଙ୍କୁ ଟମାଟୋ ମାଡ଼
ବେଲଗୁଣ୍ଠା,୨୨।୨: ୫-ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କୁ ଟମାଟୋ ମାଡ଼। ଗଞ୍ଜାମ ଜିଲା ବେଲଗୁଣ୍ଠାଠାରେ ଆୟୋଜିତ ‘ଆମ ଓଡ଼ିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ ପାଣ୍ଡିଆନଙ୍କ ଉପରକୁ ଟମାଟୋ ମାଡ଼ ହୋଇଛି। ଟମାଟୋ ମାଡ଼ କରିଥିବା ବ୍ୟକ୍ତି ଜଣକ କଂଗ୍ରେସର ଜଣେ କର୍ମୀ…
ଅଜଣା ମହିଳାଙ୍କ ମୃତଦେହ ଜବତ: ପାଖରେ ପଡ଼ିଛି ମୋବାଇଲ, ଜୋତା, ଅଳଙ୍କାର
ବଲାଙ୍ଗୀର,୨୨ା୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅନ୍ତର୍ଗତ କେଶରକେଲା ପାଣିଟାଙ୍କି ନିକଟରୁ ଗୁରୁବାର ଜଣେ ଅଜଣା ମହିଳାଙ୍କ ମୃତଦେହ ଜବତ କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରୁ ମହିଳାଙ୍କ ମୃତଦେହ ନିକଟରେ ଇତସ୍ତତଃ ଭାବରେ ମୋବାଇଲ,…
୩୬୮ ହିନ୍ଦୀ, ୨୦୮ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨ା୨(ଅସମାପିକା ସାହୁ): ଗୁରୁବାର ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ମୋଟ୍ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷୟିତ୍ରୀ/ଶିକ୍ଷକ ଯୋଗ ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ…
ଭାଜପାରୁ ଇସ୍ତଫା ଦେଲେ ପ୍ରାକ୍ତନ ବିଧାୟକ
ବାରିପଦା,୨୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଭାଜପା ଦଳରୁ ଇସ୍ତଫା ଦେଇଛନ୍ତି ମୟୂରଭଞ୍ଜ ଜିଲା ବଡ଼ସାହିର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସେ ଦଳର ପ୍ରାଥମିକତା ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ସେ ପତ୍ରରେ ଉଲ୍ଲେଖ…
‘ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଦରକାର’
ନବରଙ୍ଗପୁର,୨୨ା୨: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଗୁରୁବାର ନବରଙ୍ଗପୁରରେ ପହଞ୍ଚିଛନ୍ତି। ଏଠାରେ ଆୟୋଜିତ ଏକ ସଭାରେ ସମ୍ବୋଧିତ କରି ସେ କହିଛନ୍ତି, ‘ଓଡ଼ିଶାକୁ ବି ଡବଲ ଇଞ୍ଜିନ ସରକାର ଦରକାର’। ସେ ଆହୁରି ମଧ୍ୟ କହିଛନ୍ତି, ଭାଜପା ଏମିତି ଏକ…
ନବରଙ୍ଗପୁରରେ ପହଞ୍ଚିଲେ ରାଜନାଥ ସିଂ
ନବରଙ୍ଗପୁର,୨୨।୨: ଓଡିଶାରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ନବରଙ୍ଗପୁରରେ ପହଞ୍ଚିଲେ ରାଜନାଥ। ଭାଜପାର କୋର୍ କମିଟି ବୈଠକରେ ସେ ଯୋଗ ଦେବାର ସୂଚନା ରହିଛି। ସୂଚନାଥାଉ କି, ନବରଙ୍ଗପୁରର କାର୍ଯ୍ୟକ୍ରମ ପରେ ବ୍ରହ୍ମପୁର ଓ…
ଆଜି ନିଯୁକ୍ତି ପାଇବେ ୫୭୬ ହିନ୍ଦୀ, ସଂସ୍କୃତ ଶିକ୍ଷକ
ଭୁବନେଶ୍ୱର, ୨୨।୨(ଅସମାପିକା ସାହୁ)ରାଜ୍ୟର ବିଭିନ୍ନ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ନିଯୁକ୍ତି ପାଇବେ ୫୭୬ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ। ସମ୍ପୃକ୍ତ ଶିକ୍ଷକଙ୍କ ରାଜ୍ୟସ୍ତରୀୟ ଦିଗ୍ଦର୍ଶନ କାର୍ଯ୍ୟକ୍ରମ ଏବଂ ନିଯୁକ୍ତି ପର୍ବ ଗୁରୁବାର ଲୋକସେବା ଭବନର କନଭେନଶନ୍ ସେଣ୍ଟରରେ…
ଭୁଲ ଇଞ୍ଜେକସନ୍ ଦେଇଦେଲେ ଡାକ୍ତର, ଚାଲିଗଲା ୫ମାସ ଶିଶୁର ଜୀବନ!
ବୁଗୁଡା,୨୨।୨: ଡାକ୍ତର ଭୁଲ ଇଞ୍ଜେକସନ ଦେବା ଯୋଗୁ ଚାଲିଗଲା ପାଞ୍ଚ ମାସ ଶିଶୁର ଜୀବନ। ଏପରି ଅଭିଯୋଗ ଆସିଛି ଗଞ୍ଜାମ ଜିଲା ବୁଗୁଡା ସହରର ନେଳିଆବନ୍ଧ ସାହିରେ। ଏନେଇ ବୁଗୁଡା ମେଡିକାଲରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ…
ନାଲକୋ ଛକରେ କାର୍-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ଭାଙ୍ଗିଲା ଟ୍ରାଫିକ ପୋଷ୍ଟ
ବାରଙ୍ଗ,୨୨।୨: ପୁଣି ଘଟିଲା ମର୍ମନ୍ତୁଦ ସଡକ ଦୁର୍ଘଟଣା। ନାଲକୋ ଛକରେ କାର୍ ଟ୍ରାକ୍ଟର ମୁହାଁମୁହିଁ ଧକ୍କା। ଜୋରଦାର ଧକ୍କାରେ ଭାଙ୍ଗିଲା ଟ୍ରାଫିକ ପୋଷ୍ଟ। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦୁଇଟି ପିସିଆର ସହ ମୈତ୍ରୀ ବିହାର…
ପ୍ରତିଦ୍ୱନ୍ଦ୍ୱୀଙ୍କ ହୋର୍ଡିଂ ଯୁଦ୍ଧ
ବଲାଙ୍ଗୀର, ୨୨ା୨(ବୀରେନ୍ଦ୍ର କୁମାର ଝାଙ୍କର)ସାଧାରଣ ନିର୍ବାଚନ ପୂର୍ବରୁ ବଲାଙ୍ଗୀରର ବିଭିନ୍ନ ସ୍ଥାନରେ ନେତାଙ୍କ ଫଟୋ ଥିବା ହୋଡିଂ, ପୋଷ୍ଟର, ବ୍ୟାନର ଛାଇଗଲାଣି। ଏସବୁ ଲଗାଇବାରେ କଂଗ୍ରେସ ଓ ବିଜେଡି ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି। ସହରର ମୁଖ୍ୟରାସ୍ତା କଡ଼, ଜଳଗହଳିପୂର୍ଣ୍ଣ ଛକ,…
Archives


