ଧର୍ମାନୁଷ୍ଠାନରେ ଆକ୍ରମଣ: ଲୁଟିନେଲେ ୧୦ ଲକ୍ଷ ଟଙ୍କା
ରାଉରକେଲା,୧୫।୬: ସୁନ୍ଦରଗଡ଼ ଜଗିଲା ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ଅଧୀନ ଝରାବାହାଲ ସ୍ଥିତ ଏକ ଧର୍ମାନୁଷ୍ଠାନରେ ଶନିବାର ଏକ ବଡ଼ ଧରଣର ଲୁଟ ହୋଇଛି। ଲୁଟେରାମାନେ ସଶସ୍ତ୍ର ଆକ୍ରମଣ କରି ୧୦ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଆକ୍ରମଣରେ ଧର୍ମାନୁଷ୍ଠାନର ୨ଜଣ ଗୁରୁତର…
ମାଟି ଅତଡ଼ା ଧସି ୩ ମହିଳାଙ୍କ ଜୀବନ ଗଲା
କୋରାପୁଟ,୧୫ା୬(ଅମିତାଭ ବେହେରା): କୋଲାବ ଡ୍ୟାମ୍ କୂଳରେ ୩ ଜଣ ମହିଳା ମୋରମ ଖୋଲୁଥିବା ବେଳେ ମାଟି ଅତଡ଼ା ଧସି ଚାପି ହୋଇଯିବାରୁ ସେମାନଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂତ୍ରରୁ ପ୍ରକାଶ ଯେ, କୋରାପୁଟ ବ୍ଲକ ଅନ୍ତର୍ଗତ କେରଙ୍ଗା ପଞ୍ଚାୟତର କୋଲାବ ଡ୍ୟାମ୍…
ଲୋକଙ୍କ ପ୍ରତି ଭଲ ବ୍ୟବହାର କର, ପୋଲିସକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫ା୬: ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ପୋଲିସ ମହାନିର୍ଦ୍ଦେଶକ ଷଡ଼ଙ୍ଗୀ ଓ ବରିଷ୍ଠ ପୋଲିସ ଅଧିକାରୀମାନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି। ଉକ୍ତ ବୈଠକରେ ଜନସାଧାରଣଙ୍କୁ ଗୁଣାତ୍ମକ ସେବା ଦେବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀ ପରାମର୍ଶ…
ଜନ୍ମମାଟିରେ ପହଞ୍ଚିଲା କୁଏଟ୍ରେ ପ୍ରାଣ ହରାଇଥିବା ସନ୍ତୋଷଙ୍କ ମୃତଦେହ
ପୁରୁଷୋତ୍ତମପୁର,୧୫ା୬(ସିମାଞ୍ଚଳ ମିଶ୍ର): ରାଜ୍ୟରେ କାମଧନ୍ଦା ଅଭାବରୁ ନିଜେ ବଞ୍ଚିବା ସହ ପରିବାରକୁ ବଞ୍ଚାଇବା ଲାଗି ଦାଦନ ଖଟିବାକୁ କୁଏଟ୍ ଯାଇଥିବା ବେଳେ ସେଠାରେ ଜଳିଯାଇ ପ୍ରାଣ ହରାଇଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରଣଝାଲିର ସନ୍ତୋଷ ଗୌଡ଼ (୩୫) ଶ୍ରମିକଙ୍କ ମରଶରୀର…
ସମସ୍ୟାର ହେଲା ସମାଧାନ: ଯାତ୍ରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର,୧୫ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁ ଜିଲାରେ ବସ୍ ଚଳାଚଳରେ…
ରାଜ୍ୟରେ ବନ୍ଦ ହୋଇଯିବ କି ମିଶନ ଶକ୍ତି ଯୋଜନା? ଆସିଲା ନୂଆ ଅପ୍ଡେଟ୍, ଜାଣନ୍ତୁ…
ଭୁବନେଶ୍ୱର,୧୫।୬: ଦୀର୍ଘ ୨୫ ବର୍ଷର ବିଜେଡି ଶାସନରେ ବିରାମ ଲାଗିଛି। ୨୦୨୪ ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ଭାଜପା ରାଜ୍ୟରେ ସରକାର ଗଢ଼ିଛି। ନିକଟରେ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆକ୍ସନ ମୁଡ୍ରେ ଅଛନ୍ତି। ପୂର୍ବ…
ଖୋଲିବ ସ୍କୁଲ, ମଧ୍ୟାହ୍ନ ଭୋଜନ ମିଳିବ କି ନାହିଁ ଆସିଲା ବଡ଼ ଖବର
ଭୁବନେଶ୍ୱର,୧୫।୬: ଗ୍ରୀଷ୍ମ ଛୁଟି ପରେ ଆସନ୍ତା ୧୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛି। ମଙ୍ଗଳବାର ସ୍କୁଲ ଖୋଲିବାର ପ୍ରଥମ ଦିନରୁ ହିଁ ପିଲାଙ୍କୁ ଦିଆଯିବ ମଧ୍ୟାହ୍ନ ଭୋଜନ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବା ପାଇଁ ପଦକ୍ଷେପ ନେବାକୁ…
ଛତିଶଗଡରେ ୮ ନକ୍ସଲଙ୍କୁ ଏନକାଉଣ୍ଟର, ଜଣେ ଯବାନ ସହିଦ
ମାଲକାନଗିରି,୧୫।୬( ଦୁର୍ଯ୍ୟୋଧନ ପାତ୍ର ): ଛତିଶଗଡ ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲା ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବଳ ମଧ୍ୟରେ ବଡ଼ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୮ ନକ୍ସଲ ନିପାତ ହୋଇଥିବାବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ଅନ୍ୟ…
ମାତୁଛନ୍ତି ଚୋର, ଅଭିଯୋଗ ପରେ ବି ଧରି ପାରୁନି ପୋଲିସ
ଗୋପାଳପୁର,୧୫।୬(ନବୀନ ରାଜ ଆଚାରୀ): ଗତ କିଛି ଦିନ ହେଲା ଗୋପାଳପୁର ଥାନା ଅଞ୍ଚଳ ଚୋର ଦଳ ସକ୍ରିୟ ହୋଇପଡିଛନ୍ତି l ଗୋଟିଏ ପରେ ଗୋଟିଏ ଘର ଟାର୍ଗେଟ କରି ଦୁର୍ବୃତ୍ତମାନେ କଳା କନା ବୁଲେଇ ବାରେ ସଫଳ ହୋଉଛନ୍ତି l ସ୍ଥାନୀୟ…
କୁଏଟ୍ ଅଗ୍ନିକାଣ୍ଡ: ୨ ଓଡ଼ିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୬: କୁଏଟ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ତିଗିରିଆର ମହମ୍ମଦ ଜହୁର ଓ ଗଞ୍ଜାମ ଜିଲା ପୁରୁଷୋତମପୁର ବ୍ଲକ ରଣଝାଲି ଗାଁର ସନ୍ତୋଷ ଗୌଡଙ୍କ…
କଇଁଛ ଚାଲାଣବେଳେ ୪ଗିରଫ, ୧୭୬ କଇଁଛ ଉଦ୍ଧାର
ଝରିଗାଁ,୧୫।୬(କିଶୋର ଚନ୍ଦ୍ର ମଣ୍ଡଳ): କଳାହାଣ୍ଡି ଜିଲାରୁ ନବରଙ୍ଗପୁର ଜିଲାକୁ କଇଁଛ ଚୋରା ଚାଲାଣ ବେଳେ ଝରିଗାଁ ବନ ବିଭାଗ ଦ୍ୱାରା ୧୭୬ କଇଁଛ ଉଦ୍ଧାର ହୋଇଛି। ଏଥିରେ ୪ଜଣ ଯୁବକଙ୍କୁ ଗିରଫ କରିବା ସହ ଦୁଇଟି ମୋଟର ସାଇକେଲ ଜବତ ହୋଇଛି।…
ଏଥର ଦୁଇ ଦିନ ହେବ ଗୁଣ୍ଡିଚା ଯାତ୍ରା, ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ
ଏଥର ଦୁଇ ଦିନ ହୋଇପାରେ ଗୁଣ୍ଡିଚା ଯାତ୍ରା । ୧୩ ଦିନ ଅଣସରରେ ରହିବେ ଶ୍ରୀଜିଉ । ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ୫୩ ବର୍ଷ ପରେ ଚଳିତ ଥର ୧୩ ଦିନ ପଡୁଛି…

