ରାଜ୍ୟ

ମହାପ୍ରଭୁଙ୍କ ନୀତିରେ ବିଳମ୍ବ

ପୁରୀ,୧୪ା୬: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିରେ ଶୁକ୍ରବାର ବିଳମ୍ବ ହୋଇଛି। ରାତ୍ର ପହୁଡ଼ ବିଳମ୍ବ ହେବାରୁ ଦ୍ବାର ଫିଟା ନୀତି ବିଳମ୍ବ ହୋଇଥିବା ଜଣାପଡ଼ିଛି। ତେବେ ଦ୍ବାର ଫିଟା ନୀତି ବିଳମ୍ବ ହେବାରୁ ମଙ୍ଗଳ ଆଳତି ମଧ୍ୟ ବିଳମ୍ବ ହୋଇଛି। ନୀତି ବିଳମ୍ବରେ…

ଜେଲ ମୋ ପାଇଁ ତୀର୍ଥକ୍ଷେତ୍ର: ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା,୧୪।୬(ପ୍ରଭାତ ପାଣିଗ୍ରାହୀ): ଇଭିଏମ୍‌ ଭଙ୍ଗାରୁଜା ମାମଲାରେ ନବନିର୍ବାଚିତ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟ ବୁଧବାର ନିୟମିତ ଜାମିନ ପ୍ରଦାନ କରିଥିଲେ। ତେବେ ଜାମିନ ଉପରେ ନିମ୍ନ ଅଦାଳତ ସର୍ତ୍ତ ନିର୍ଦ୍ଧାରଣ କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଗୁରୁବାର ଖୋର୍ଦ୍ଧା…

ନବୀନ ନିବାସରେ ବିଜେଡିର ବରିଷ୍ଠ ନେତାଙ୍କ ଆଲୋଚନା, ଏମିତି ହେବ ଆଶା କରି ନ ଥିଲୁ: ଉଷା ଦେବୀ

ଭୁବନେଶ୍ୱର,୧୪।୬(ଅନିଲ ଦାସ): ଗତ ନିର୍ବାଚନରେ ବିଜେଡିର ପରାଜୟ ପରେ ନବୀନ ନିବାସକୁ ବିଜେଡି ନେତାମାନେ ନିୟମିତ ବ୍ୟବଧାନରେ ଆସି ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ୍‌ କରୁଛନ୍ତି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଉଭୟ ବିଜୟୀ ଓ ପରାଜିତ ଦଳୀୟ…

ଆସିଛି ରଜ

ଭୁବନେଶ୍ୱର,୧୪।୬(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶାର ଗଣପର୍ବ ‘ରଜ’ ପାଇଁ ରାଜଧାନୀ ଉତ୍ସବ ମୁଖରିତ। ଏଥିପାଇଁ ସମସ୍ତଙ୍କ ମନରେ ଉଲ୍ଲାସ ଓ ଉତ୍ସାହ ଭରିଯାଇଛି। ସବୁଠି ପୋଡ଼ପିଠା, ପାନଭଙ୍ଗା ପ୍ରସ୍ତୁତି ସାଙ୍ଗକୁ ଦୋଳି ଲାଗିସରିଲାଣି। ଗୁରୁବାର ଝିଅବୋହୂମାନେ ରଜ ସଜବାଜ ବେଶ୍‌ ଉତ୍ସାହର ସହିତ…

ଓଲଟିଲା ପିକଅପ୍‌: ୨ ମୃତ, ୧୪ ଆହତ

କୋଣାର୍କ, ୧୪।୬: ପହିଲି ରଜରେ ପୁରୀରୁ ଆସିଛି ଭୟଙ୍କର ଦୁର୍ଘଟଣାର ଖବର। କାକଟପୁର-ନୟାହାଟ ରାସ୍ତାର ଜଗନ୍ନାଥପୁର ନିକଟରେ ଏକ ପିକଅପ୍‌ ଓଲଟାଇବାରୁ ୨ ମୃତ୍ୟୁ ବାରଣ କରିଥିବା ବେଳେ, ୧୪ ଆହତ ହୋଇଛନ୍ତି।୧୪ ଆହତଙ୍କ ମଧ୍ୟରୁ ୮ ଗୁରୁତରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର…

୨୦ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର,୧୪।୬(ଅନିଲଦାସ): ଆସନ୍ତା ୧୮ ଓ ୧୯ ତାରିଖରେ ନବନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରିବେ। ସେହିପରି ୨୦ ତାରିଖରେ ବାଚସ୍ପତି ନିର୍ବାଚନ କରାଯିବ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଧାନସଭାର ବରିଷ୍ଠ ସଦସ୍ୟ ତଥା ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ…

ଓଡ଼ିଶାରେ କାର୍ଯ୍ୟକାରୀ ହେବ ପିଏମ୍‌ ଶ୍ରୀ ସ୍କୁଲ, ପିଏମ୍‌ ଉଷା ଯୋଜନା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୪।୬(ସୁନିତ୍‌ ମିଶ୍ର): ଓଡ଼ିଶା ସମେତ ଭାରତବର୍ଷରେ ଜାତୀୟ ଶିକ୍ଷାନୀତିର କ୍ରିୟାନ୍ବୟନକୁ ଗତି ଦିଆଯିବ। ବିଶେଷଭାବେ ଓଡ଼ିଶାରେ ନବଗଠିତ ଭାଜପା ସରକାର ସହଯୋଗରେ ଓଡ଼ିଶାରେ ପିଏମ୍‌ ଶ୍ରୀ ସ୍କୁଲ ଓ ପିଏମ୍‌ ଉଷାକୁ କାର୍ଯ୍ୟକାରୀ କରାଯିବା ସହ ଶିକ୍ଷା ଭିତ୍ତିଭୂମିକୁ ସୁଦୃଢ଼…

ଡିଭାଇଡରରେ ପିଟି ହୋଇ ପଡ଼ିବା ପରେ ମାଡ଼ିଗଲା ଟ୍ୟାଙ୍କର

ରାୟଗଡ଼ା,୧୩।୬(ଆଶିଷ ରଞ୍ଜନ ପଣ୍ଡା): ଏକ ଟ୍ୟାଙ୍କର ମାଡ଼ିଯିବାରୁ ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ରାୟଗଡା ଜିଲା ଚାନ୍ଦିଲି ଥାନା ଅଧୀନ ଭାକୁରଗୁଡା ଗାଁ ନିକଟରେ ଗୁରୁବାର ରାତି ପ୍ରାୟ ୯ଟାରେ ଏହି ଦୁର୍ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ ପୁରେନ୍ଦ୍ର…

ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ବାଚସ୍ପତି ନିଯୁକ୍ତ

ଭୁବନେଶ୍ୱର,୧୩।୬: ରାଜ୍ୟପାଳ ରଘୁବର ଦାସ ଗୁରୁବାର ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରିଛନ୍ତି। ନୂଆ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାଚସ୍ପତି ରଣେନ୍ଦ୍ର। ୧୮ ଓ ୧୯ରେ ଶପଥ ନେବେ ନୂଆ ବିଧାୟକ।…

ହାଇସ୍କୁଲରୁ ହଟିବ ୫ଟି ଚାର୍ଟର୍‌

ଭୁବନେଶ୍ୱର,୧୩।୬: ରୂପାନ୍ତରିତ ହାଇସ୍କୁଲଗୁଡ଼ିକରୁ ହଟିବ ୫ଟି ଚାର୍ଟର୍‌। ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରିନ୍ସପାଲ ସେକ୍ରେଟାରୀଙ୍କ ଏକ ନିର୍ଦ୍ଦେଶ କ୍ରମେ ୫ଟି ଚାର୍ଟର୍‌ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସବୁ ଜିଲା ଶିକ୍ଷାଧିକାରୀଙ୍କୁ ଓସେପା…

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ୍‌ ଆଇଡି: ସ୍ପଷ୍ଟ କଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ

ଭୁବନେଶ୍ୱର,୧୩।୬: ମୁଖ୍ୟମନ୍ତ୍ରୀଙ୍କ ଅସଲି ‘x’ ହ୍ୟାଣ୍ଡେଲକୁ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ ‘X’ ଆକାଉଣ୍ଟ ଖୋଲି ଫେକ ନ୍ୟୁଜ ପୋଷ୍ଟ ହେଉଥିବା ସୂଚନା ଓ ଲୋକସମ୍ପର୍କ…

ସୁଭଦ୍ରା ଯୋଜନାରେ ସାମିଲ କରିବାକୁ କହି ମହିଳାଙ୍କୁ ଠକେଇ

ଖଡ଼ିଆଳ,୧୩ା୬(ସୁଜିତ କୁମାର ପ୍ରଧାନ)- ଚଳିତ ସାଧାରଣ ନିର୍ବାଚନରେ ଭାଜପା ତା’ର ନିର୍ବାଚନୀ ଇସ୍ତାହାରରେ ସୁଭଦ୍ରା ଯୋଜନାକୁ ନେଇ ଭୋଟରଙ୍କ ନିକଟରେ ପହଞ୍ଚି ଥିଲା। ନିର୍ବାଚନ ସରିବା ପରେ ଭାଜପା ସରକାର ଗଠନ ପୂର୍ବରୁ କିଛି ଠକ ସଂସ୍ଥାର କର୍ମଚାରୀ ଗାଁ ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?